ଏମର୍ଜେନ୍ସି: କଇଁଚି ପାଇଁ କଙ୍ଗନା ରାଜି

ମୁମ୍ବାଇ,୧।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୀବନୀ ଆଧାରିତ ଫିଲ୍ମ ‘ଏମର୍ଜେନ୍ସି’ର କେତେକ ଦୃଶ୍ୟରେ କାଟଛାଣ୍ଟ ପାଇଁ ଅଭିନେତ୍ରୀ ତଥା ପ୍ରଯୋଜିକା କଙ୍ଗନା ରାଣାଓ୍ବତ୍‌ ରାଜି ହୋଇଛନ୍ତି।…

ପଦବୀ ହରାଇଲେ ସରପଞ୍ଚ

କାମାକ୍ଷାନଗର,୧ା୧୦(ସୁଧୀର କୁମାର ପରିଡ଼ା): ଜିଲା କାମାକ୍ଷାନଗର ବ୍ଲକ କାଦୁଆ ପଞ୍ଚାୟତର ସରପଞ୍ଚ ପ୍ରତିମା ସେଠୀ ସୋମବାର ଅନାସ୍ଥା ଭୋଟରେ ପରାଜିତ ହେବା ସହ ସରପଞ୍ଚ ପଦବୀ ହରାଇଛନ୍ତି।…

ସ୍ଥଳଭାଗ ଯୁଦ୍ଧ ପାଇଁ ପ୍ରସ୍ତୁତ: ହେଜ୍‌ବୋଲ୍ଲା

ଇସ୍ରାଏଲୀ ଏୟାରଷ୍ଟ୍ରାଇକ୍‌ରେ ହେଜ୍‌ବୋଲ୍ଲା ମୁଖ୍ୟ ହସନ୍‌ ନସ୍‌ରଲ୍ଲାଙ୍କ ମୃତ୍ୟୁ ପରେ ସୋମବାର ସଙ୍ଗଠନର ଉପମୁଖ୍ୟ ନଇମ୍‌ କାସିମ୍‌ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି। ଇସ୍ରାଏଲ୍‌ ସ୍ଥଳଭାଗରେ…

ସିରିଆକୁ ଲକ୍ଷାଧିକ ବିସ୍ଥାପିତଙ୍କ ପଳାୟନ

ବେରୁଟ୍‌/ଜେରୁଜେଲମ୍‌,୧।୧୦: ଇସ୍ରାଏଲ୍‌ର ହେଜ୍‌ବୋଲ୍ଲା ଦମନ ଅଭିଯାନ ‘ଅପରେଶନ୍‌ ନ୍ୟୁ ଅର୍ଡର’ ଲେବାନନ୍‌କୁ ଧ୍ୱସ୍ତବିଧ୍ୱସ୍ତ କରିଦେଇଛି। ଆକାଶମାର୍ଗରୁ ଘନ ଘନ ରକେଟ ମାଡ଼ ଯୋଗୁ ବହୁ ଲୋକଙ୍କ ଘରଦ୍ୱାର ଭାଙ୍ଗିଯାଇଛି।…

ନେତାନ୍ୟାହୁ ହିଟ୍‌ଲରଙ୍କ ପରେ ସବୁଠୁ ବଡ଼ ଆତଙ୍କବାଦୀ: ମେହବୁବା

ଲେବାନନ୍‌ରେ ଇସ୍ରାଏଲୀ ଏୟାରଷ୍ଟ୍ରାଇକ୍‌ରେ ହେଜ୍‌ବୋଲ୍ଲା ମୁଖ୍ୟ ହସନ୍‌ ନସ୍‌ରଲ୍ଲା ନିହତ ହେବା ପରେ ଜମ୍ମୁ-କଶ୍ମୀରର ବିଭିନ୍ନ ସ୍ଥାନରେ ତୃତୀୟ ଦିନ ଧରି ବିକ୍ଷୋଭ ଜାରି ରହିଛି। ବହୁ…

କଶ୍ମୀର ନିର୍ବାଚନରେ ହେଜ୍‌ବୋଲ୍ଲା ତାତି

ଜମ୍ମୁ/ଶ୍ରୀନଗର,୧।୧୦: ଜମ୍ମୁ-କଶ୍ମୀର ବିଧାନସଭାର ୯୦ ଆସନ ମଧ୍ୟରୁ ପ୍ରଥମ ୨ଟି ପର୍ଯ୍ୟାୟରେ ୫୦ ଆସନରେ ନିର୍ବାଚନ ଶେଷ ହୋଇଥିବାବେଳେ ମଙ୍ଗଳବାର ଅବଶିଷ୍ଟ ୪୦ ଆସନରେ ଭୋଟ ଗ୍ରହଣ କରାଯିବ।…

ସେବାୟତଙ୍କ ଘର ମାଟିତଳୁ ମିଳିଲା ସୁନା ମୂର୍ତ୍ତି, ଅଳଙ୍କାର

ଅସୁରାଳି,୧ା୧୦(ସନ୍ତୋଷ ପ୍ରଧାନ): ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ମନ୍ଦିର ନିକଟ ଜଣେ ସେବାୟତଙ୍କ ଘର ଭିତର ମାଟି ତଳୁ ବିରଳ ସୁନା ମୂର୍ତ୍ତି ସହ ଅଳଙ୍କାର ଉଦ୍ଧାର…

ଭରତପୁର ଥାନା ଘଟଣା: ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ନିଲମ୍ବିତ ୫ ଅଧିକାରୀ

କଟକ,୧ା୧୦(କାର୍ତ୍ତିକ ସାହୁ): ଭୁବନେଶ୍ୱର ଭରତପୁର ଥାନାରେ ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କ ସହ ଘଟିଥିବା ପୋଲିସ ନିର୍ଯାତନା ଘଟଣାରେ ନିଲମ୍ବିତ ୫ ପୋଲିସ ଅଧିକାରୀଙ୍କୁ ଗିରଫଦାରୀ…

ସୁକିନ୍ଦାରେ ଅନରକିଲିଂ

ଯାଜପୁର/କଳିଙ୍ଗନଗର (ହର୍ଷବର୍ଦ୍ଧନ ବେହେରା/ ଶୁଭାଶିଷ ରାଉତ),୧ା୧୦: ସୁକିନ୍ଦା ଗାଁର ଦେବରଞ୍ଜନ ସିଂ ସାମନ୍ତଙ୍କ ପୁଅ ସୁଶୀଲମୟ ସିଂ ସାମନ୍ତ କଳିଙ୍ଗନଗର ଥାନା ଡ଼ୁବୁରୀ ଅଞ୍ଚଳର ନୀଳମଣି ସାହୁଙ୍କ…

ଶେଷ ପର୍ଯ୍ୟାୟରେ ଜମ୍ମୁ-କଶ୍ମୀରର ୪୦ ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ

ଶ୍ରୀନଗର,୧।୧୦: ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନର ତୃତୀୟ ତଥା ଶେଷ ପର୍ଯ୍ୟାୟ ପାଇଁ ମଙ୍ଗଳବାର ସକାଳୁ ମତଦାନ ଚାଲିଛି। ସକାଳ ୭ ଟାରୁ ସା ୬ଟା ପର୍ଯ୍ୟନ୍ତ…