ତିରୁପତି ଲଡୁର ଘିଅରେ ପଶୁଚର୍ବି ମିଶିବାକୁ ନେଇ ସୁପ୍ରିମକୋର୍ଟରେ ଆଜି ଶୁଣାଣି, ହେଲେ ହଠାତ୍‌ ମନ୍ଦିରରେ ପହଞ୍ଚିଗଲେ ଜଷ୍ଟିସ ଚନ୍ଦ୍ରଚୂଡ

ନୂଆଦିଲ୍ଲୀ,୩୦।୯: ତିରୁପତି ବାଲାଜୀ ମନ୍ଦିରରେ ସୃଷ୍ଟି ହୋଇଥିବା ଲଡୁ ବିବାଦକୁ ଦେଶରେ ହଇଚଇ ସୃଷ୍ଟି ହୋଇଛି। ଏହାରି ଭିତରେ ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ଚନ୍ଦ୍ରଚୂଡ ତିରୁପତି…

ଆଦିବାସୀ ଭବନର ଭିତ୍ତି ପ୍ରସ୍ତର ସ୍ଥାପନ, ମୁଖ୍ୟ ଅତିଥି ଭାବେ ଯୋଗଦେଲେ ରାଜ୍ୟ ସଭା ଏମ୍‌ପି

ପାଟଣାଗଡ, ୩୦।୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡ ବ୍ଲକ ମୁଣ୍ଡାପଲା ଗାଁରେ ଅଖିଳ ଭାରତୀୟ ଗଣ୍ଡାୱାନ (ଗଣ୍ଡ) ସମାଜର ଆଦିବାସୀ ଭବନର ଶୁଭ ଭିତ୍ତି ପ୍ରସ୍ତର ସ୍ଥାପନ…

ପଦ୍ମ ଧରିଲେ ୯ ସମିତି ସଭ୍ୟାସଭ୍ୟ

କୁଜଙ୍ଗ,୩୦।୯(ମନୋଜ ପ୍ରଧାନ): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ବ୍ଲକର ବିଭିନ୍ନ ପଞ୍ଚାୟତର ନିର୍ବାଚିତ ୯ ଜଣ ସମିତି ସଭ୍ୟାସଭ୍ୟ ରବିବାର ରାତିରେ ବିଜେଡି ଛାଡ଼ି ବିଧିବଦ୍ଧ ଭାବେ ଭାଜପାରେ…

ଆଜି ଝାଡଖଣ୍ଡ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୩୦।୯: ଆଜି ଦୁଇ ଦିନିଆ ଝାଡଖଣ୍ଡ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପ୍ରଥମେ ମୁଖ୍ୟମନ୍ତ୍ରୀ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଏବଂ ଆସନ୍ତାକାଲି ଚାଇଁବାସାର କୋଲହାନ ଯିବେ।…

ପ୍ରଥମେ ବିକିଲେ ଘର, ଏବେ କିଣିଲେ ବିଳାସପୂର୍ଣ୍ଣ ଗାଡ଼ି, ଦାମ ଶୁଣିଲେ

ମୁମ୍ବାଇ: ହିମାଚଳ ପ୍ରଦେଶ ମଣ୍ଡି ଆସନର ଭାଜପା ଏମପି ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ନିକଟରେ ଏକ ବିଳାସପୂର୍ଣ୍ଣ କାର କିଣିଛନ୍ତି। କଙ୍ଗନା ଲ୍ୟାଣ୍ଡ ରୋଭରର…

ବବିଙ୍କ ଆହ୍ବାନ କହିଲେ…

ରସୁଲପୁର,୩୦।୯(ରଞ୍ଜିତ ରାଉତ): ଯାଜପୁର ଜିଲା କୋରେଇ ନିର୍ବାଚନମଣ୍ଡଳୀର ରସୁଲପୁର ବ୍ଲକ ଶାଖା ବିଜେଡି ପକ୍ଷରୁ ଏକ ସାଙ୍ଗଠନିକ ବୈଠକ ରବିବାର ସନ୍ଧ୍ୟାରେ କୁଆଖିଆସ୍ଥିତ ଏସ୍‌କେ ଲଜିଂ ସମ୍ମିଳନୀ…

ଶୁଖୁଆରେ ମିଶାଯାଉଛି ଫର୍ମାଲିନ୍‌

ଅସ୍ତରଙ୍ଗ,୩୦।୯(ପ୍ରଦୀପ୍ତ କୁମାର ଦୀକ୍ଷିତ): ଅସ୍ତରଙ୍ଗ ଅଞ୍ଚଳର ବିଭିନ୍ନ ହାଟବଜାରରେ ବିକ୍ରି ହେଉଥିବା ଶୁଖୁଆର ମାନକୁ ନେଇ ପ୍ରଶ୍ନ ଉଠିଲାଣି। ଏଠାକାର ଶୁଖୁଆ ପ୍ରସ୍ତୁତିରେ କ୍ଷତିକାରକ ଫର୍ମାଲିନ ବ୍ୟବହାର…

ମହାପ୍ରସାଦ ମାନ ଯାଞ୍ଚକୁ ବିରୋଧ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି): ତିରୁପତି ମନ୍ଦିରରେ ଲଡୁ ପ୍ରସାଦରେ ଅପମିଶ୍ରିତ ଘିଅ ବ୍ୟବହାର ହେଉଥିବା ଅଭିଯୋଗ ପରେ ଶ୍ରୀମନ୍ଦିରରେ ମହାପ୍ରସାଦ ଓ ଦୀପରେ ଅପମିଶ୍ରିତ ଘିଅ ବ୍ୟବହାର…

‘ପୋଲିସ ମୋ ସ୍ବାମୀଙ୍କୁ ହତ୍ୟା କରିଛି’

ଫୁଲବାଣୀ/ଗୋଚ୍ଛାପଡ଼ା, ୩୦ା୯(ରାକେଶ କୁମାର ରାଉତ/ରୋହିତ କହଁର): ଭୁବନେଶ୍ୱର ଭରତପୁର ଥାନାକୁ ଅଭିଯୋଗ କରିବାକୁ ଆସିଥିବା ଜଣେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ ନିର୍ଯାତନା ସାରା ଦେଶରେ…

ନର୍ସଙ୍କ ଚିତ୍ର ଆଙ୍କିଲେ ରୋଗୀ

ନୂଆଦିଲ୍ଲୀ: ପ୍ରାଞ୍ଜଳୀ ଚଭନ ନାମ୍ନୀ ଜଣେ ଡିଜିଟାଲ ଆର୍ଟିଷ୍ଟ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଯୋଗୁ ଏକ ହସ୍ପିଟାଲରେ କିଛି ଦିନ ପାଇଁ ଭର୍ତ୍ତି ହୋଇଥିଲେ। ସେ ଏହି ଅବସରରେ…