ଏହି କାମ କରିବାକୁ ଶପଥ ନେଲେ କମଲା ହାରିସ

ଓ୍ବାଶିଂଟନ,୨୬।୭: ହମାସ ସହିତ ଯୁଦ୍ଧ ମଧ୍ୟରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକାରେ ପହଞ୍ଚିଛନ୍ତି। ସେ ଏଠାରେ ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଉପରାଷ୍ଟ୍ରପତି କମଲା ହାରିସଙ୍କୁ…

ମାଲ୍‌ବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ

ଭୁବନେଶ୍ୱର,୨୬ା୭: ଭୁବନେଶ୍ବର ରେଳ ଷ୍ଟେଶନ ଅତିକ୍ରମ ପରେ ଏକ ମାଲ୍‌ବାହୀ ଟ୍ରେନ୍‌ ଶୁକ୍ରବାର ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ଟି ଭୁବନେଶ୍ୱରରୁ କଟକ ଅଭିମୁଖେ ଯାଉଥିବା ବେଳେ ଟ୍ରାକ୍‌ରୁ ଖସିଯାଇଥିଲା।…

ଲୋୟର ସୁକତେଲ୍‌ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ମଥୁରାରେ କିଣିଥିଲେ ଜମି, ଲକର ଖୋଲିବା ଅଛି ବାକି

ବଲାଙ୍ଗୀର/ ଭୁବନେଶ୍ୱର,୨୬ା୭: ବଲାଙ୍ଗୀର ଲୋୟର ସୁକ୍‌ତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ଆହୁରି ବଢିବ ଆଳୁ ଦର! ଜାଣନ୍ତୁ କ’ଣ କହିଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୬।୭: ଦିନକୁ ଦିନ ବଢିଚାଲିଛି ଦର। ପଶ୍ଚିମବଙ୍ଗରୁ ଆଳୁ ଆମଦାନି ହେଉ ନଥିବାରୁ ଦର ବଢୁଥିବା ବ୍ୟବସାୟୀ କହିଛନ୍ତି। ଏହି ସମୟରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର…

କାର୍‌ଗିଲ୍‌ରୁ ପାକିସ୍ତାନକୁ ଚେତାବନୀ ଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଦାଖର ୟୁନିଅନ ଟେରିଟୋରୀରେ ପହଞ୍ଚିଥିଲେ। କାର୍‌ଗିଲ ବିଜୟ ଦିବସ ଅବସରରେ ସେ ଓ୍ବାର୍‌ ମେମୋରିଆଲରେ ପହଞ୍ଚି ପାକିସ୍ତାନ ବିରୋଧରେ ଯୁଦ୍ଧରେ ଶହୀଦ…

ମୋ ମୁହଁରେ ଭର୍ତ୍ତି କରି ଦେଇଥିଲେ AK-47, ସେଦିନର ଲୋମଟାଙ୍କୁରା ଘଟଣା ବଖାଣିଲେ ପାଇଲଟ୍‌

ନୂଆଦିଲ୍ଲୀ,୨୬ା୭: ଆଜି ଅର୍ଥାତ୍‌ ୨୬ ଶୁକ୍ରବାର କାର୍‌ଗିଲ ବିଜୟ ଦିବସର ୨୫ବର୍ଷ ପୂରଣ ହୋଇଛି। ଏହି ଦିନ କାର୍‌ଗିଲ ଯୁଦ୍ଧରେ ଭାରତୀୟ ସେନା ପାକିସ୍ତାନକୁ ପରାସ୍ତ କରିଥିଲା।…

ରାଜ୍ୟରେ ଲାଗୁ ହେଲା ଶ୍ରୀଅନ୍ନ ଅଭିଯାନ

ଭୁବନେଶ୍ୱର,୨୬।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। । ଚଳିତ ବଜେଟ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କା ରହିଛି। ବଜେଟରେ…

ଆମେ ବହୁତ ଭଲ ଲୋକ, ଦୟାକରି ପାକିସ୍ତାନ ଆସନ୍ତୁ: ଭାରତକୁ ଏମିତି ଅନୁରୋଧ କଲେ ପାକିସ୍ତାନ ଖେଳାଳି

ଇସଲାମାବାଦ୍‌,୨୬।୭: ପାକିସ୍ତାନ ଚାମ୍ପିଅନ୍ସ ଟ୍ରଫି ୨୦୨୫ ଆୟୋଜନ କରୁଛି। କିନ୍ତୁ ଟିମ ଇଣ୍ଡିଆ କୌଣସି ମୂଲ୍ୟରେ ଟୁର୍ନାମେଣ୍ଟ ପାଇଁ ପାକିସ୍ତାନ ଗସ୍ତ କରିବାକୁ ରାଜି ନୁହେଁ। ଏନେଇ…

ରାହୁଲ ଦ୍ରାବିଡଙ୍କ ପୁଅଙ୍କୁ ମିଳିଲା ବଡ଼ ଅଫର୍‌: ଏବେ ଏହି ଦଳ ପାଇଁ ଖେଳିବେ

ବେଙ୍ଗାଲୁରୁ,୨୬।୭: ଟିମ ଇଣ୍ଡିଆର ପୂର୍ବତନ ମୁଖ୍ୟ କୋଚ ରାହୁଲ ଦ୍ରାବିଡ ତାଙ୍କ କ୍ରିକେଟ କ୍ୟାରିୟରରେ ଏପର୍ଯ୍ୟନ୍ତ ଭାରତୀୟ କ୍ରିକେଟ ପାଇଁ ଅନେକ ଅବଦାନ ରଖିଛନ୍ତି। ତାଙ୍କ ବଡ଼…

କାର୍‌ଗିଲ ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨୬ା୭: ଶୁକ୍ରବାର ଅର୍ଥାତ୍‌ ଜୁଲାଇ ୨୬ରେ ସମଗ୍ର ଦେଶ ପାଳୁଛି କାର୍‌ଗିଲ ବିଜୟ ଦିବସ। ୧୯୯୯ର କାର୍‌ଗିଲ ଯୁଦ୍ଧରେ ପାକିସ୍ତାନକୁ ପରାସ୍ତ କରି ଶହୀଦ ହୋଇଥିବା ସେହି…