ସବୁଜ ହେବ ମହାନଦୀ କୂଳ

ଭୁବନେଶ୍ୱର,୨୬ା୭: ରାଜ୍ୟର ମୋହନ ମାଝୀ ସରକାର ବିଧାନସଭାରେ ଉପସ୍ଥାପିତ ପ୍ରଥମ ବଜେଟରେ ମହାନଦୀ ଅବବାହିକାରେ ମୃତ୍ତିକା କ୍ଷୟ ରୋକିବା, କୂଳର ସୌନ୍ଦର୍ଯ୍ୟକରଣ ଏବଂ ଆଧ୍ୟାମତ୍ିକ ଐତିହ୍ୟର ପ୍ରସାରକୁ…

ଜୀବନ୍ତ ଗିଳି ଦେବାକୁ ଚେଷ୍ଟା କରୁଥିଲା ଅଜଗର, ବ୍ୟକ୍ତି ଜଣଙ୍କ କଲେ ଏଭଳି, ଭିଡିଓ ଦେଖିଲେ…

ଭୋପାଳ,୨୬।୭: ମଧ୍ୟପ୍ରଦେଶର ଜବଲପୁରର କଲ୍ୟାଣପୁର ଗ୍ରାମରେ ୧୫ ଫୁଟ ଲମ୍ବର ଅଜଗର ସାପ ଆକ୍ରମଣ କରିବା ପରେ ଜଣେ ବ୍ୟକ୍ତି ମୃତ୍ୟୁ ମୁଖରୁ ରକ୍ଷା ପାଇଯାଇଛନ୍ତି। ଯାହାର…

ରୋହିତ ଶର୍ମା ବେହୋସ ହୋଇଯିବେ: ଜାଣନ୍ତୁ କାହିଁକି ଏମିତି କହିଲେ ପ୍ରସିଦ୍ଧ କ୍ରିକେଟର୍‌

ନୂଆଦିଲ୍ଲୀ,୨୬।୭: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ୨୦୨୪ ଟି-୨୦ ବିଶ୍ୱକପ ଟାଇଟଲ ଜିତିଥିଲା। ଏହାପୂର୍ବରୁ ଟିମ ଇଣ୍ଡିଆ ମଧ୍ୟ ୨୦୨୩ ଦିନିକିଆ ବିଶ୍ୱକପ ଫାଇନାଲରେ ହାରି…

ଚିଠିରେ ସୀମିତ, ମଗାଯାଉନି ଡିଗ୍ରୀ ଯାଞ୍ଚ ରିପୋର୍ଟ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ନକଲି ଶିକ୍ଷକ ନିଯୁକ୍ତିକୁ ନେଇ ବରଗଡ଼ ଜିଲା ଗତ କିଛିଦିନ ହେଲା ଉଠୁଛି ଓ ପଡ଼ୁଛି। ଜିଲାବ୍ୟାପି ଏହା ପ୍ରମୁଖ ଚର୍ଚ୍ଚାର ବିଷୟ ହୋଇଛି।…

ଆଖିବୁଜିଲେ ବରିଷ୍ଠ ଭାଜପା ନେତା

ନୂଆଦିଲ୍ଲୀ,୨୬।୭: ବରିଷ୍ଠ ଭାଜପା ନେତା ତଥା ରାଜ୍ୟ ସଭା ଏମ୍‌ପି ପ୍ରଭାସ ଝାଙ୍କର ଦେହାନ୍ତ ହୋଇଛି। ସେ ଦୀର୍ଘ ସମୟ ଧରି ଅସୁସ୍ଥ ଥିଲେ। ସେ ମେଦାଣ୍ଟା…

ଅବଧି ସରିଲାଣି, ପାଣି ମିଳୁନି

ସୋନପୁର,୨୬।୭(ମୃତ୍ୟୁଞ୍ଜୟ ଶତପଥୀ): ଦେଶର ସମସ୍ତ ପରିବାରକୁ ୨୦୨୪ ସୁଦ୍ଧା ଟ୍ୟାପ୍‌ ପାଣି ଯୋଗାଇବା ପାଇଁ କେନ୍ଦ୍ର ସରକାର ଜଳଜୀବନ ମିଶନ ପରିକଳ୍ପନା କରିଛନ୍ତି। ଏହି କ୍ରମରେ ସୁବର୍ଣ୍ଣପୁର…

ଚାଇନାକୁ କଡ଼ା କଥା ଶୁଣାଇଦେଲେ ଜୟଶଙ୍କର

ନୂଆଦିଲ୍ଲୀ,୨୬।୭: ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଚାଇନାର ପ୍ରତିପକ୍ଷ ୱାଙ୍ଗ ୟିଙ୍କୁ ଭେଟିଥିଲେ। ଏହି ସାକ୍ଷାତ ସମୟରେ ସେ ଦ୍ୱିପାକ୍ଷିକ ସମ୍ପର୍କକୁ ସ୍ଥିର କରିବା ପାଇଁ ଲାଇନ…

କୋରିଆ ଖେଳାଳିଙ୍କୁ ଟ୍ରେନିଂ ଦେଇ ବିବାଦରେ ଅଷ୍ଟ୍ରେଲିଆ କୋଚ୍‌

ପ୍ୟାରିସ୍‌,୨୬ା୭(ପି.ଟି.): ପ୍ୟାରିସ୍‌ ଅଲିମ୍ପିକ୍ସ ପୂର୍ବରୁ ଅଷ୍ଟ୍ରେଲିଆର ଜଣେ ସୁଇମିଂ କୋଚ୍‌ ସମାଲୋଚନାର ଶିକାର ହୋଇଛନ୍ତି। ନିଜ ଦଳର ଖେଳାଳିଙ୍କୁ ପ୍ରଶିକ୍ଷଣ ନ ଦେଇ କୋରିଆ ଖେଳାଳିଙ୍କୁ ପ୍ରଶିକ୍ଷଣ…

ଗୋଟିଏ ଗୁଳିରେ ୩ ଶିକାର

ଲକ୍ଷ୍ନୌ,୨୬ା୭: ଲୋକ ସଭା ନିର୍ବାଚନ ପରଠାରୁ ଉତ୍ତରପ୍ରଦେଶର ଭାରତୀୟ ଜନତା ପାର୍ଟି ମଧ୍ୟରେ ଅସନ୍ତୋଷ କୁହୁଳିବାରେ ଲାଗିଛି। ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ କ୍ରମାଗତ ଭାବରେ…