ଭୋକ ମାରିଦେଉଛି ଚଢ଼ାଦର

ଭୁବନେଶ୍ୱର,୧୧।୬(ଅନୁରାଧା ମହାରଣା): ଦିନକୁ ଦିନ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ ବଢ଼ିବାରେ ଲାଗିଛି। ତେବେ ଚାଉଳ, ଡାଲି, ପରିବା ଓ ତେଲ ଭଳି ଅତ୍ୟାବଶ୍ୟକ ସାମଗ୍ରୀର ଦର…

ମୋଦିଙ୍କ କ୍ୟାବିନେଟ୍‌ରେ ଏହିସବୁ ମନ୍ତ୍ରୀଙ୍କ ହେଲା ଡବଲ୍‌ ପ୍ରମୋଶନ

ନୂଆଦିଲ୍ଲୀ,୧୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି ସରକାର ଶପଥ ନେବାର ଦିନକ ପରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକ ଭାଜପା ମନ୍ତ୍ରୀମାନଙ୍କ ହାତରେ…

ରାଜନୈତିକ ଆକ୍ରୋଶରୁ ଘର ପୋଡ଼ିଦେଲେ

ଭଦ୍ରକ(ସନାତନ ରାଉତ)/ବନ୍ତ(ହରିନାରାୟଣ ମହାନ୍ତି), ୧୧।୬:ଭଦ୍ରକ ଜିଲା ବନ୍ତ ବ୍ଲକର ଗୋବିନ୍ଦପୁର ଗ୍ରାମରେ ରାଜନୈତିକ ହିଂସା ଘଟିଛି। ଗୋବିନ୍ଦପୁର ବଜାରସ୍ଥିତ ସତ୍ୟବ୍ରତ ସାହୁଙ୍କ ଘରେ ରବିବାର ରାତିରେ ଦୁର୍ବୃତ୍ତମାନେ…

ସମ୍ବଲପୁରବାସୀଙ୍କୁ କ୍ଷମା ମାଗିଲେ ଧର୍ମେନ୍ଦ୍ର: ଜାଣନ୍ତୁ କାହିଁକି

ଭୁବନେଶ୍ୱର, ୧୧।୬(ସୁନିତ୍‌ ମିଶ୍ର):ସମ୍ବଲପୁର ଲୋକ ସଭା ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଏକ ଭିଡିଓ ଜାରିକରି ସମ୍ବଲପୁରୀ ଭାଷାରେ ଶୀତଳଷଷ୍ଠୀର ଶୁଭେଚ୍ଛା ଜଣାଇଛନ୍ତି। ସେ…

ଜେଏସ୍‌ପିକୁ କଳିଙ୍ଗ ଏକ୍ସଲେନ୍ସ ଆଓ୍ବାର୍ଡ

ଭୁବନେଶ୍ୱର,୧୧।୬ (ଅଭୟ ଦାଶ): ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର(ଜେଏସପି)କୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ଓ ସ୍ବୀକୃତି ଦିଆଯାଇଛି। ଏପରିକି କମ୍ପାନୀର କର୍ପୋରେଟ୍‌ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌)…

ଜମିଲାଣି ରଜ ଉତ୍ସାହ

ପାଖେଇ ଆସୁଛି ରଜ। ପିଠାପଣାରେ ମହକିବ ଗାଁଠୁ ସହର। ଝିଅ, ବୋହୂମାନେ ନୂଆ ନୂଆ ପୋଷାକ ପିନ୍ଧି ହାତରେ ମେହେନ୍ଦି, ଗୋଡ଼ରେ ଅଳତା ଲଗାଇ ସଜେଇ ହେବେ।…

ବିସ୍କ ଫାର୍ମର ନୂତନ ଅଭିଯାନ

ଭୁବନେଶ୍ୱର,୧୧।୬: ସାଜ ଫୁଡ୍‌ ପ୍ରଡକ୍ଟସ ପ୍ରାଇଭେଟ ଲିମିଟେଡର ପ୍ରମୁଖ ବିସ୍କୁଟ ଓ ବେକରି ବ୍ରାଣ୍ଡ୍‌ ‘ବିସ୍କ ଫାର୍ମ’ର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ବ୍ରାଣ୍ଡ୍‌ର…

ଇମ୍ଫାକୁ କଳିଙ୍ଗ ଏକ୍ସଲେନ୍ସ ଆୱାର୍ଡ

କାଳିଆପାଣି,୧୧ା୬(ଅସିତ ମହାନ୍ତ ): ଯାଜପୁର ଜିଲାର ସୁକିନ୍ଦା କ୍ରୋମାଇଟ ଖଣି ଅଞ୍ଚଳରେ କାର୍ଯ୍ୟରତ ଇମ୍ଫା କମ୍ପାନୀକୁ କଳିଙ୍ଗ ଏନଭାରର୍ମେଣ୍ଟ ଏକ୍ସଲେନ୍ସ ଆର୍ୱାଡ ମିଳିଛି। ଭୁବନେଶ୍ୱରସ୍ଥିତ ଏକ ହୋଟେଲରେ…

ଏଥର ପ୍ରେକ୍ଷାଳୟରେ ଓଲିଉଡ୍‌ ରାଜ୍‌:ପାବାର୍‌, କୁହୁଡ଼ି ଓ ଚନ୍ଦ୍ରବଂଶୀ ଲଢ଼େଇ

ରଜ ସମୟରେ ପିଠା, ମିଠା ଖାଇବା ସହ ସିନେମା ଦେଖିବାର ମଜା ଟିକେ ନିଆରା। ଏହି ସମୟରେ ପ୍ରାୟତଃ ବଡ଼ ବଡ଼ ଷ୍ଟାର୍‌ଙ୍କ ଚଳଚ୍ଚିତ୍ର ପ୍ରେକ୍ଷାଳୟକୁ ଆସିଥାଏ।…

ଅଧିକ ପ୍ରଖର ହେବ ଗ୍ରୀଷ୍ମଲହର:ସତର୍କ କଲେ ଆଇଏମ୍‌ଡି ଡିଜି

ନୂଆଦିଲ୍ଲୀ,୧୧ା୬:ଜଳବାୟୁରେ ପରିବର୍ତ୍ତନ ଯୋଗୁ ଭାରତରେ ଗ୍ରୀଷ୍ମଲହର ଅଧିକ ପ୍ରଖର ହେବା ସହ ଦୀର୍ଘଦିନ ଅନୁଭୂତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ…