ସୋନିର ନୂତନ ଉତ୍ପାଦ

ଭୁବନେଶ୍ୱର,୧୦ା୬: ସୋନି ଇଣ୍ଡିଆର ନୂତନ ଉତ୍ପାଦ ତଥା ୟୁଏଲଟି ପାୱାର ସାଉଣ୍ଡ ସିରିଜର ଓୟାରଲେସ୍‌ ସ୍ପିକର ଓ ନଏଜ କ୍ୟାନସେଲେଶନ ସାଉଣ୍ଡବାରକୁ ନିକଟରେ ଉନ୍ମୋଚନ କରାଯାଇଛି। ଏପରିକି ଏହି…

ଆଇଆଇଏଫ୍‌ସିଏଲ୍‌ ସହ ପିଏନ୍‌ବିର ବୁଝାମଣା

ଭୁବନେଶ୍ୱର,୧୦ା୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି) ଏବଂ ଇଣ୍ଡିଆ ଇନ୍‌ଫ୍ରାଷ୍ଟ୍ରକଚର ଫାଇନାନ୍ସ କମ୍ପାନୀ ଲିମିଟେଡ (ଆଇଆଇଏଫ୍‌ସିଏଲ) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉଭୟ…

ସାଟେଲାଇଟ୍‌ ଆଧାରିତ ଟୋଲ୍‌ ଆଦାୟ ପ୍ରୟାସ

ଭୁବନେଶ୍ୱର,୧୦ା୬(ଅନୁରାଧା ମହାରଣା): ଜାତୀୟ ରାଜପଥ ବ୍ୟବହାରକାରୀଙ୍କ ପାଇଁ ଟୋଲିଂ ସେବାକୁ ସରଳ କରିବା ସହ କାର୍ଯ୍ୟର ଦକ୍ଷତା ଏବଂ ସ୍ବଚ୍ଛତା ବୃଦ୍ଧି କରିବା ପାଇଁ ଇଣ୍ଡିଆନ ହାଇୱେ…

ସୋଫିଆଙ୍କ ବିରୋଧରେ ତେଜିଲା ସ୍ବର; ଦେଶ ବିରୋଧୀ ସ୍ଲୋଗାନ ପାଇଁ କାର୍ଯ୍ୟାନୁଷ୍ଠାନ ଦାବି କଲେ ଭାଜପା ଯୁବମୋର୍ଚ୍ଚା, ହିନ୍ଦୁସେନା

କଟକ, ୧୦ା୬(ଶିଳ୍ପା ପ୍ରିୟଦର୍ଶିନୀ): ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀର ନବନିର୍ବାଚିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ବିରୋଧରେ ଭାଜପା ଯୁବମୋର୍ଚ୍ଚା କଟକନଗର ପକ୍ଷରୁ ସ୍ବର ଉତ୍ତୋଳନ କରାଯାଇଛି। ଏଥିସହ ସୋଫିଆଙ୍କ…

ପରାଜୟ ପାଇଁ ନିଜକୁ ଦାୟୀ କଲେ ପ୍ରଣବ

ଧର୍ମଶାଳା,୧୦ା୬(ବଟକୃଷ୍ଣ ପରିଡ଼ା): ଧର୍ମଶାଳା ନିର୍ବାଚନମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଣବ କୁମାର ବଳବନ୍ତରାୟ ୪,୧୮୧ ଖଣ୍ଡ ଭୋଟରେ ସ୍ବାଧୀନ ପ୍ରାର୍ଥୀ ହିମାଂଶୁ ଶେଖର ସାହୁଙ୍କଠାରୁ ପରାଜିତ ହୋଇଛନ୍ତି।…

ଘୋଷଣାକୁ ଅପେକ୍ଷା କରନ୍ତୁ: ସୁରେଶ ପୂଜାରୀ

ଭୁବନେଶ୍ୱର,୧୦ା୬: ଦିଲ୍ଲୀରୁ ଫେରିବା ପରେ ବିଧାୟକ ସୁରେଶ ପୂଜାରୀ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବ ଖବରଦାତାଙ୍କ ପ୍ରଶ୍ନରେ ସୁରେଶ ପୂଜାରୀ କହିଛନ୍ତି, ଘୋଷଣାକୁ…

ଭଣ୍ଡାରିପୋଖରୀରେ ଭାଜପାର ପ୍ରଦର୍ଶନ ନୈରାଶ୍ୟଜନକ; ପ୍ରାର୍ଥୀ ଘୋଷଣାରେ ବିଳମ୍ବ ପଛରେ ପକାଇଲା

ଭଦ୍ରକ,୧୦ା୬(ସନାତନ ରାଉତ): ଭଦ୍ରକ ଜିଲାର ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପାର ପ୍ରଦର୍ଶନ ନୈରାଶ୍ୟଜନକ ହୋଇଛି। ସାରା ଓଡ଼ିଶାରେ ପରିବର୍ତ୍ତନ ହୋଇଥିବା ବେଳେ ଭଣ୍ଡାରିପୋଖରୀରେ ଭାଜପା ତୃତୀୟ ସ୍ଥାନକୁ ଖସିବା…

ଶ୍ରୀଲିଙ୍ଗରାଜଙ୍କ ମଙ୍ଗଳକୃତ୍ୟ ସମ୍ପନ୍ନ

ପୁରୁଣା ଭୁବନେଶ୍ୱର,୧୦ା୬(ସୁବାସଚନ୍ଦ୍ର ପ୍ରଧାନ): ସୋମବାର ପବିତ୍ର ଶୀତଳଷଷ୍ଠୀ ଉପଲକ୍ଷେ ରବିବାର ରାତିରେ ପ୍ରଭୁ ଶ୍ରୀଲିଙ୍ଗରାଜ ଏବଂ ମା’ପାର୍ବତୀଙ୍କ ମଙ୍ଗଳକୃତ୍ୟ ବିଧିମୁତାବକ ଅନୁଷ୍ଠିତ ହୋଇଯାଇଛି। ଦୈନିକ ନୀତି ସନ୍ଧ୍ୟାଧୂପରେ ଅଷ୍ଟଚଣ୍ଡୀ…

ମେଡିକାଲରୁ ଚୋରି ନବଜାତ ଉଦ୍ଧାର

ବାଲେଶ୍ୱର,୧୦ା୬(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରୁ ଚୋରି ହୋଇଥିବା ନବଜାତ ଉଦ୍ଧାର ହୋଇଛି। ଜଳେଶ୍ୱର ଅଞ୍ଚଳରୁ ନବଜାତ ପୁତ୍ରକୁ ପୋଲିସ ଉଦ୍ଧାର କରିଛି। ନବଜାତକୁ ଚୋରି…

ଅନୁରାଗ ଠାକୁର ନିରାଶ

ନୂଆ ମନ୍ତ୍ରିମଣ୍ଡଳରୁ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ, ଅନୁରାଗ ଠାକୁର ଏବଂ ନାରାୟଣ ରାଣେ ବାଦ୍‌ ପଡ଼ିଛନ୍ତି। ଇରାନୀ ଉତ୍ତରପ୍ରଦେଶର ଅମେଠି ଆସନରୁ…