ହାତରେ କୋଦାଳ ଧରି ପୋଖରୀ ସଫା କଲେ ଶିକ୍ଷା ମନ୍ତ୍ରୀ

ନବରଙ୍ଗପୁର,୨୫।୯(ସଦାଶିବ ପ୍ରହରାଜ): ହାତରେ କୋଦାଳ ଧରି ସଚ୍ଛତା ଅଭିଯାନରେ ଅଗ୍ରସର ହୋଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।…

ଜଳ ପ୍ରସବ ପ୍ରଣାଳୀରେ ସୁସ୍ଥ ଶିଶୁ ଜନ୍ମ

ଭୁବନେଶ୍ୱର,୨୫।୯(ଅଭୟ ଦାଶ):ଅଙ୍କୁରା ହସ୍ପିଟାଲର ଭୁବନେଶ୍ୱର ୟୁନିଟ୍‌ ନିକଟରେ ଏକ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଷ୍ଟୋନ୍‌ ହାସଲ କରିଛି। ଏପରିକି ଜଳ ପ୍ରସବ ପ୍ରଣାଳୀରେ ସୁସ୍ଥ ଭାବେ…

ବରଡ଼ା ମାଳଗୋଡ଼ା, ବାଜବାଟି ଖାଦାନରେ ବେଆଇନ ଉତ୍ତୋଳନ

ଯାଜପୁର,୨୫।୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନରେ ମହଜୁଦ ଥିବା ମୂଲ୍ୟବାନ କଳାପଥର ଖାଦାନ ଲୁଟ୍‌ ପ୍ରକ୍ରିୟା ପୁଣି ଆରମ୍ଭ ହୋଇଛି। କିଛିଦିନର ନୀରବତା ପରେ…

ମହିଳା ଭଡ଼ାଟିଆଙ୍କ ପାଇଖାନା, ବେଡ୍‌ରୁମ୍‌ରେ ଗୁପ୍ତ କ୍ୟାମେରା ଲଗାଇଥିଲେ ମାଲିକଙ୍କ ପୁଅ: ଆଉ ତା’ପରେ…

ନୂଆଦିଲ୍ଲୀ,୨୫ା୯:ମହିଳା ଭଡ଼ାଟିଆଙ୍କ ଭିଡିଓ ପ୍ରସ୍ତୁତ କରିବାକୁ ତାଙ୍କ ବେଡ୍‌ରୁମ୍‌ ଓ ପାଇଖାନାରେ ଦିଲ୍ଲୀ ଶାକରପୁର ଅଞ୍ଚଳର ଜଣେ ୩୦ ବର୍ଷୀୟ ଯୁବକ ଗୋପନରେ ସ୍ପାଏ କ୍ୟାମେରା ଲଗାଇଥିବା…

୧୦ ମାସର ଶିଶୁକୁ ବଳାତ୍କାର: ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର

ଭାରୁଚ,୨୫ା୯:ଗୁଜରାଟର ଭାରୁଚ୍‌ ଜିଲାରେ ରବିବାର ଆଉ ଏକ ଲଜ୍ଜାଜନକ ଘଟଣା ଘଟିଛି। ଜିଲାର ପାନୋଲି ଗ୍ରାମରେ ଏକ ୧୦ମାସର ଶିଶୁଙ୍କୁ ବଳାତ୍କାର କରାଯାଇଛି। ପିଲାଟି ଘର ଅଗଣାରେ…

କଙ୍ଗନାଙ୍କ ୟୁ-ଟର୍ନ: ଚାପ ବଢିବାରୁ ବଦଳାଇଲେ ମତ

ନୂଆଦିଲ୍ଲୀ,୨୫।୯: ବଲିଉଡ ଅଭିନେତ୍ରୀ ତଥା ଏମ୍‌ପି କଙ୍ଗନା ରାଣାଓ୍ବତଙ୍କ ‘କୃଷି ଆଇନ ଫେରାଇ ଆଣିବା’ ବିବୃତ୍ତିରୁ ଭାଜପା ନିଜକୁ ଦୂରେଇ ରଖିଛି। ଭାଜପା ମୁଖପାତ୍ର ଗୌରବ ଭାଟିଆ…

ସମୁଦ୍ର ଗର୍ଭରେ ଧ୍ୱଂସହେବ ଅଗରନାସୀ ଝାଉଁ ଜଙ୍ଗଲ

ମହାକାଳପଡ଼ା,୨୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଜଳବାୟୁ ପରିବର୍ତ୍ତନ ପ୍ରଭାବରେ ସାମୁଦ୍ରିକ ଜଳ ପତ୍ତନ ବୃଦ୍ଧି ପାଇବା ସହ ଉଚ୍ଚ ଲହଡ଼ିରେ କୂଳ ଅବକ୍ଷୟ ହେଉଛି। ସମୁଦ୍ର ଅବକ୍ଷୟକୁ ରୋକିବା…

ପୂର୍ବ ଶତ୍ରୁତା, ସ୍କ୍ରାପ୍‌ ବିକ୍ରି ବିବାଦରୁ ଗଡ଼ିଥିଲା ମୁଣ୍ଡ

ଅନୁଗୋଳ,୨୫୯ (ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସଦର ଥାନା ଛେଳିଆପଡ଼ାସ୍ଥିତ ଭବାନୀ ଶଙ୍କର ଭଞ୍ଜ (ବୁବୁ) ହତ୍ୟାକାଣ୍ଡ ଉପରୁ ପୋଲିସ ମଙ୍ଗଳବାର ପରଦା ଉଠାଇଛି। ପୂର୍ବ ଶତ୍ରୁତା ଓ ସ୍କ୍ରାପ୍‌…

ବାଲିପାଟଣା ଥାନାରେ ଥାର୍ଡ ଡିଗ୍ରୀ

ଭୁବନେଶ୍ୱର,୨୫୯ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ଭରତପୁର ଥାନାରେ ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା ସାରା ଦେଶରେ ଓଡ଼ିଶା ପୋଲିସର ଭାବମୂର୍ତ୍ତିକୁ ଲୋକଲୋଚନକୁ ଆଣିଥିବାବେଳେ କମିଶନରେଟ୍‌ ପୋଲିସର…

ବୁଲା କୁକୁର, ଗୋରୁଙ୍କ ଦୌରାତ୍ମ୍ୟରେ ଅତିଷ୍ଠ ସହରବାସୀ

ପାରଳାଖେମୁଣ୍ଡି,୨୫।୯(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିରେ ରାତି ସମୟରେ ବିଭିନ୍ନ ଛକରେ ବୁଲା କୁକୁର ଓ ଗୃହପାଳିତ ପ୍ରାଣୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ସନ୍ଧ୍ୟା ସମୟରେ…