ପୋଲିସକୁ ବଡ଼ ସଫଳତା: ୪୪୭୫ ବୋତଲ କଫ୍‌ ସିରପ୍‌ ଜବତ, ୧୭ ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ବରଗଡ଼ ସହର ଉପକଣ୍ଠ ପୁରୁଣା ରିଜର୍ଭ ସମ୍ମୁଖ ରାସ୍ତାରେ ଅତର୍କିତ ଚଢ଼ାଉ…

ରାସ୍ତା ଖରାପ: ଚିକିତ୍ସାଳୟକୁ ଯିବା ପୂର୍ବରୁ ଆମ୍ବୁଲାନ୍ସରେ ପ୍ରସବ କଲେ ଗର୍ଭବତୀ

ଗଜପତି୨୩।୯(ଗିରିଧାରୀ ପରିଛା): ରାସ୍ତା ଖରାପ ଥିବାରୁ ହସପିଟାଲରେ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଶେଷରେ ଆମ୍ବୁଲାନ୍ସରେ ହିଁ ପ୍ରସବ କଲେ ଗର୍ଭବତୀ ମହିଳା। ଏମିତି ଏକ ଅଭାବନୀୟ ଘଟଣା…

“ଧର୍ମନିରପେକ୍ଷତା ୟୁରୋପୀୟ ଧାରଣା, ଭାରତରେ ଏହାର ଆବଶ୍ୟକତା ନାହିଁ”: ତାମିଲନାଡୁ ରାଜ୍ୟପାଳ

ଚେନ୍ନାଇ,୨୩।୯: ଧର୍ମନିରପେକ୍ଷତାର ଉତ୍ପତ୍ତି ତଥା ଏହାର ଅର୍ଥ ଉପରେ ତାମିଲନାଡୁର ରାଜ୍ୟପାଳ ଆର.ଏନ୍ ରବିଙ୍କ ମନ୍ତବ୍ୟ ପୁଣି ଏକ ବଡ଼ ବିବାଦ ସୃଷ୍ଟି କରିଛି। ଏହି ମନ୍ତବ୍ୟ…

ପୋଲିସ ଉପରକୁ ଗୁଳି ଚଳାଇଲେ ବଦ୍‌ଲାପୁର ଅଭିଯୁକ୍ତ

ପୁଣେ,୨୩।୯: ମହାରାଷ୍ଟ୍ରର ବଦଲାପୁର ଯୌନ ନିର୍ଯାତନା ମାମଲାର ମୁଖ୍ୟ ଅଭିଯୁକ୍ତ ଅକ୍ଷୟ ଶିନ୍ଦେ ସୋମବାର ପୋଲିସ ଉପରକୁ ଗୁଳି ଚଳାଇନ୍ତି। ସେ ଏହି ଘଟଣା କରିବାବେଳେ ଶିନ୍ଦେଙ୍କୁ…

ଏଏନଏମଙ୍କୁ ମରଣାନ୍ତକ ଆକ୍ରମଣ ପରେ ନିଜେ ଆତ୍ମହତ୍ୟା କଲେ ପୁରୁଷ ବନ୍ଧୁ, କାରଣ ଖୋଜୁଛି ପୋଲିସ

ବାଲିଗୁଡ଼ା, ୨୩।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ଥାନା କୁଡ଼ୁତୁଲିରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଏଏନଏମଙ୍କୁ ମରଣାନ୍ତକ…

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ: ଖୋଜୁଛି ପୋଲିସ

ଦିଗପହଣ୍ଡି,୨୩ା୯(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ୮ମ ଶ୍ରେଣୀରେ ପଢୁଥିବା ନାବାଳିକା ଛାତ୍ରୀଙ୍କୁ ଯୁବକ ବଳିଅର ବାଡ଼ତ୍ୟା ଅପହରଣ କରି ନେଇଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ…

ପଦ୍ମପୁରକୁ ନୂତନ ବ୍ଲକ ଗଠନ ପାଇଁ ଦାବି: ଶୁଣିନଥିଲେ ପୂର୍ବ ସରକାର, ଏବେ ମୁଖ୍ୟମନ୍ତ୍ରୀକୁ ପୁଣି ଦେଲେ ଦାବିପତ୍ର

କେନ୍ଦୁଝର,୨୩।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁରକୁ ନୂତନ ବ୍ଲକ ଗଠନ ମାନ୍ୟତା ଦାବିରେ ଶକ୍ତି ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶୋଇଥିବାବେଳେ କାମୁଡିଲା ସାପ: ଗାଁକୁ ରାସ୍ତା ନ ଥିବାରୁ ଚାଲିଗଲା ଜୀବନ

ବାଲିଗୁଡା, ୨୩।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତର ଡଙ୍ଗାମିଲା ଗ୍ରାମର ଉଷପ ମଲ୍ଲିକ (୩୫) ରବିବାର ରାତିରେ ନିଜ…

ମନ୍ତ୍ରୀଙ୍କ ବଡ଼ ଘୋଷଣା: ଜିଲାସ୍ତରରେ ଖୋଲିବ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ

ଭୁବନେଶ୍ୱର,୨୩।୯- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ସୋମବାର ଅଭିଯୋଗ ଶୁଣାଣି ହୋଇଛି। ସୋମବାର ପୂର୍ବାହ୍ନ ୧୧ଟାରୁ ୟୁନିଟ-୫ ର ସରକାରୀ ବାସଗୃହ…

ଏୟାରଟେଲ ୟୁଜର୍ସଙ୍କ ବଲ୍ଲେ ବଲ୍ଲେ, ଲଞ୍ଚ୍‌ ହେଲା ୩ଟି ଶସ୍ତା ପ୍ଲାନ୍‌, ମାସେ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୩।୯: ଏୟାରଟେଲ ଏହାର ପ୍ରିପେଡ ବ୍ୟବହାରକାରୀଙ୍କ ପାଇଁ ୩ ଟି ନୂଆ ଯୋଜନା ଆରମ୍ଭ କରିଛି । ସମସ୍ତ ତିନୋଟି ଯୋଜନା ହେଉଛି ଡାଟା ଭାଉଚର୍‌ ଯୋଜନା…