ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ ଘଟିଛି।…

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ ସୀମାକୁ…

ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ହ୍ୟାକ୍‌

ନୂଆଦିଲ୍ଲୀ,୨୦ା୯: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଶୁକ୍ରବାର ହ୍ୟାକ୍‌ ହୋଇଛି। ଆମେରିକୀୟ କମ୍ପାନୀ ରିପଲ୍‌ ଲାବ୍‌ସ ଦ୍ୱାରା ବିକଶିତ କ୍ରିପ୍ଟୋକରେନ୍ସିର ପ୍ରଚାର ପ୍ରସାର କରାଉଥିବା ଭିଡିଓ ଏଥିରେ ପ୍ରଦର୍ଶିତ…

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ ରାସାୟନିକ…

ଆଇପିଏଲ୍‌ ପୂର୍ବରୁ ବିକ୍ରମ ରାଠୋର ରାଜସ୍ଥାନର ବ୍ୟାଟିଂ କୋଚ୍‌ ନିଯୁକ୍ତ: ଜାଣନ୍ତୁ ବିକ୍ରମ କିଏ…

ଜୟପୁର,୨୦ା୯: ରାଜସ୍ଥାନ ରୟାଲ୍ସ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ପୂର୍ବତନ ଭାରତୀୟ ଓପନର ବିକ୍ରମ ରାଠୋରଙ୍କୁ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି ଦେଇଛି।…

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି ନିଜ…

ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ଏହି ତାରିଖ ଯାଏ କରିପାରିବେ ଆବେଦନ

ଭୁବନେଶ୍ୱର,୧୯।୯: ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ନଭେମ୍ବର ମାସ ୮ ତାରିଖ ପର୍ଯ୍ୟନ୍ତ ପଞ୍ଜିକରଣ କରିପାରିବେ। ଚାଷୀମାନେ cmkissan.odisha.gov.in ମାଧ୍ୟମରେ ପଞ୍ଜିକରଣ କରିପାରିବେ। ଏହି ଯୋଜନାରେ…

ଗ୍ରାହକ ହୋଇ କିଣିବା ବାହାନାରେ ଆସି ଗହଣା ଦୋକାନରୁ….

ବ୍ରହ୍ମପୁର,୨୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗ୍ରାହକ ହୋଇଆସି ଜଣେ ବ୍ୟକ୍ତି ଦୋକାନରୁ ସୁନା ଗହଣା ଚୋରାଇ ନେଇଛନ୍ତି। ଦୋକାନ ମାଲିକ ସତ୍ୟନାରାୟଣ ସେନାପତି ଏହି ସମ୍ପର୍କରେ ବଡ଼ବଜାର ଥାନାରେ…

ମୁଖ୍ୟ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଘରୁ ମିଳିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ବାଲେଶ୍ୱର,୧୯।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ ହୋଇଛି।…

ଧନୀ ହେବାକୁ ଚାହାନ୍ତି କି? ତେବେ  ଭୁଲନ୍ତୁ ନାହିଁ ଏହି ୫ କଥା

ଆଚାର୍ଯ୍ୟ ଚାଣକ୍ୟ ଜଣେ ମହାନ ରାଜନୀତିଜ୍ଞ ଏବଂ କୁଟନୀତିଜ୍ଞ। ସେ ନିଜର ଚାଣକ୍ୟ ନୀତିରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ପ୍ରସଙ୍ଗ ବିଷୟରେ ବର୍ଣ୍ଣନା କରିଛନ୍ତି।…