ପୃଥିବୀଠାରୁ ୪୦୦ କି.ମି. ଉଚ୍ଚରେ ଜନ୍ମଦିନ ପାଳିଲେ ସୁନୀତା ଓ୍ବିଲିୟମ୍ସ

ଓ୍ବାଶିଂଟନ,୧୯ା୯: ଭାରତୀୟ ବଂଶୋଦ୍ଭବ ନାସା ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଗୁରୁବାର ୫୯ ବର୍ଷରେ ପଦାର୍ପଣ କରିଛନ୍ତି। ସେ ପୃଥିବୀଠାରୁ ୪୦୦ କିଲୋମିଟର ଉପରେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର…

ପଞ୍ଜୀକୃତ ଡାକ୍ତର ତାଲିକାରୁ ବାଦ୍‌ ପଡିଲେ ସନ୍ଦୀପ୍‌ ଘୋଷ

କୋଲକାତା,୧୯ା୯: ପଶ୍ଚିମବଙ୍ଗ ମେଡିକାଲ କାଉନ୍‌ସିଲ (ଡବ୍ଲ୍ୟୁବିଏମ୍‌ସି) ଗୁରୁବାର ଆର୍‌.ଜି. କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ୍‌ ଘୋଷଙ୍କ ପଞ୍ଜୀକରଣକୁ ବାତିଲ କରିଦେଇଛି। ପଞ୍ଜୀକୃତ ଡାକ୍ତର ତାଲିକାରୁ…

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା। ଅନୁଗୋଳ…

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ ହାଇକୋର୍ଟରେ।…

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ ସରକାରଙ୍କୁ…

ଆଉ କେତେଦିନ ଭାରତରେ ରହିବେ ଶେଖ ହାସିନା? ବ୍ୟସ୍ତ ହୋଇପଡିଲାଣି ବାଂଲାଦେଶ, ଜାଣନ୍ତୁ କ’ଣ କହୁଛି

ଢାକା,୧୯।୯: ବାଂଲାଦେଶରେ ହୋଇଥିବା ହିଂସା ମଧ୍ୟରେ ଭାରତରେ ଆଶ୍ରୟ ନେବା ପରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ବିଷୟରେ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ରହିଛି।…

ଗୋଟିଏ ଦିନ ରାହୁଲ ଗାନ୍ଧୀ ହେବାକୁ ଚାହେଁ: କାହିଁକି ଏଭଳି କହିଲେ ବନସୁରୀ ସ୍ବରାଜ

ନୂଆଦିଲ୍ଲୀ,୧୯।୯: ଅରବିନ୍ଦ କେଜରିଓ୍ବାଲଙ୍କ ଇସ୍ତଫା ପରେ ଚର୍ଚ୍ଚାରେ ଦିଲ୍ଲୀ ରାଜନୀତି। ଅରବିନ୍ଦଙ୍କ ଇସ୍ତଫା ଏବଂ ଅତିଶୀ ଦିଲ୍ଲୀର ନୂଆମୁଖ୍ୟ ମନ୍ତ୍ରୀ ହେବାକୁ ନେଇ ସ୍ବର୍ଗତ ସୁଷମା ସୱରାଜଙ୍କ…

ଇସ୍ରାଏଲକୁ ବଡ଼ ଧମକ ଦେଲା ହେଜ୍‌ବୋଲ୍ଲା: ସିରିଜ୍ ବିସ୍ଫୋରଣକୁ କହିଲା ଯୁଦ୍ଧର ଘୋଷଣା

ନୂଆଦିଲ୍ଲୀ,୧୯।୯: ଲେବାନନ୍‌ର ସଶସ୍ତ୍ର ସଂଗଠନ ହେଜ୍‌ବୋଲ୍ଲା ମୁଖ୍ୟ ହସନ ନସରୁଲ୍ଲା ସିରିଜ୍ ବିସ୍ଫୋରଣକୁ ନେଇ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ଲଗାତାର ବିସ୍ଫୋରଣ ପରେ ଇସ୍ରାଏଲକୁ କଡ଼ା ଭାଷାରେ…

ହିଜବୁଲ୍ଲା ମୁଖ୍ୟଙ୍କ ଭାଷଣ ଶେଷ ହେଉ ହେଉ ବୋମା ବର୍ଷା କଲା ଇସ୍ରାଏଲ, ଆଇଡିଏଫ କହିଲା…

ଜେରୁଜେଲମ,୧୯।୯: ଗତ ଦୁଇ ଦିନ ମଧ୍ୟରେ ଇସ୍ରାଏଲ ଲେବାନନ ଉପରେ ଦୁଇଟି ବଡ଼ ଆକ୍ରମଣ କରିଥିଲା। ପ୍ରଥମେ ମଙ୍ଗଳବାରରେ ଏକ ପେଜର୍‌ ବିସ୍ଫୋରଣ ହୋଇଥିଲା ଏବଂ ପରେ…

କାହିଁକି ଅବସର ବୟସ ସୀମା ବଢାଇଲା ଚାଇନା, କରଜ ଦେଉଥିବା ଡ୍ରାଗନ ପାଖରେ ନାହିଁ…

ବେଜିଂ,୧୯।୯: ଚାଇନାରେ କ୍ରମାଗତ ଭାବେ ଜନସଂଖ୍ୟା ହ୍ରାସ ଏବଂ କର୍ମଚାରୀଙ୍କ ବୟସ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଅବସର ବୟସ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ସି…