କୋଟି କୋଟି ଟଙ୍କାର ବ୍ୟବସାୟ ଛାଡି ରିଲାଏନ୍ସରେ ଦେଇଥିଲେ ଯୋଗ, ଏବେ କମ୍ପାନୀର…

ନୂଆଦିଲ୍ଲୀ,୧୯।୯: ଜୟକର୍ପ ଲିମିଟେଡର ଚେୟାରମ୍ୟାନ୍‌ ଆନନ୍ଦ ଜେନ ରିଅଲ ଇଷ୍ଟେଟ, ବିତ୍ତ ଓ ପୁଞ୍ଜି ବଜାର ସହିତ ଅନ୍ୟ ଉଦ୍ୟୋଗରେ ୩୦ବର୍ଷର ଅନୁଭବ ରଖିଛନ୍ତି। ତେବେ ଧିରୁଭାଇ…

ଟ୍ରକକୁ ପଛପଟୁ ପିଟିଲା ଭ୍ୟାନ୍‌: ଚାଲିଗଲା ୨ ଜୀବନ

ଆସିକା,୧୯।୯(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ପିତଳ ଛକଠାରେ ରାସ୍ତା କଡ଼ରେ ଠିଆ ହେଇଥିବା ଗୋଟେ ଟ୍ରକକୁ ପଛପଟୁ ଧକ୍କା ଦେଇଛି ପିକ୍‌ଅପ୍‌…

ଭୟଙ୍କର ସ୍ଥିତି ଆଡକୁ ଯାଉଛି ବାଂଲାଦେଶ: ସେନା ହାତକୁ ଗଲା ମାଜିଷ୍ଟ୍ରେଟ କ୍ଷମତା

ଢାକା,୧୯।୯:ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଅରାଜକତାକୁ ରୋକିବାରେ ଅସଫଳ ପ୍ରମାଣ ହୋଇଛନ୍ତି। ଫଳରେ ଦେଶରେ ପୁଣି ଥରେ ସାମରିକ ଶାସନର ଆହ୍ବାନ ବଢୁଛି। ଏହି…

ଓଡ଼ିଶା ସବଓଡ଼ିନେଟ ଷ୍ଟାଫ ସିଲେକ୍ସନ କମିଶନରେ ଓଡ଼ିଶା ପାଇଁ ୨୬୨୯ ପଦ ପାଇଁ ବାହାରିଲା ନିଯୁକ୍ତି, ଲକ୍ଷେ ଯାଏଁ ରହିଛି ଦରମା…

ଭୁବନେଶ୍ୱର,୧୯।୯: ଓଡ଼ିଶା ସବଓଡ଼ିନେଟ ଷ୍ଟାଫ ସିଲେକ୍ସନ କମିଶନରେ ଓଡ଼ିଶା ପାଇଁ ୨୬୨୯ ପଦ ପାଇଁ ନିଯୁକ୍ତି ପ୍ରକାଶ ପାଇଛି। ଏନେଇ ଅଗଷ୍ଟ ୩୧ରେ ଘୋଷଣା କରାଯାଇଥିଲା। ତେବେ…

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି। କ୍ରିକେଟ…

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ ମିଳିଥାଏ।…

ଆଜିଠାରୁ ଭାରତ-ବାଂଲାଦେଶ ଟେଷ୍ଟ ସିରିଜ୍‌: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଚେନ୍ନାଇ, ୧୯।୯ (ପି.ଟି.):ଭାରତ ଓ ବାଂଲାଦେଶ ମଧ୍ୟରେ ୨ ଟେଷ୍ଟ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ ଗୁରୁବାର ଏଠାରେ ଆରମ୍ଭ ହେବ। ବାଂଲାଦେଶ ଏହା ପୂର୍ବରୁ ଶକ୍ତିଶାଳୀ…

ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ଆଶ୍ବସ୍ତି: ଆବେଦନ ଖାରଜ କଲେ ହାଇକୋର୍ଟ

କଟକ,୧୯ା୯ (କାର୍ତ୍ତିକ ସାହୁ):କେନ୍ଦୁଝର ଜିଲା ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କ ବିରୋଧରେ ଆଗତ ନିର୍ବାଚନ ଅନିୟମିତତା ଆବେଦନ ହାଇକୋର୍ଟରେ ବୁଧବାର ଖାରଜ ହୋଇଛି। ଏହି ଆବେଦନ ଧାର୍ଯ୍ୟ…

ନିଖୋଜ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣାଗଡ ୧୯।୯ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡ ଥାନା ସରମୁହାଣ ଓ ଭଇଁଷା ଗାଁର ମୁଖ୍ୟ ରାସ୍ତା କଡ଼ରେ ଏକ ମହୁଲ ଗଛରେ ଯୁବକଙ୍କ ଝୁଲନ୍ତା…