ମୁଖ୍ୟ ପ୍ରସଙ୍ଗରୁ ନଜର ହଟାଇବାକୁ ରାଜ୍ୟ ସରକାରଙ୍କ ପ୍ରୟାସ

ଭୁବନେଶ୍ୱର,୧୯।୯(ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ଓ ୧୦୦ ଦିନ ଅବଧିର ମୋହନ ସରକାର ରାଜ୍ୟବାସୀଙ୍କ ପ୍ରତି କେବଳ ଧୋକା । ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନ…

ମୁହଁ ଖୋଲିଲେ ସୁଜିତ୍‌: ରାଜ୍ୟବାସୀଙ୍କ ସେବା ପାଇଁ…

ଭୁବନେଶ୍ୱର, ୧୯।୯(ସୁନିତ୍‌ ମିଶ୍ର):କିଛିଦିନ ତଲେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ପୂର୍ବତନ ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ବୁଧବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ରାଜ୍ୟ କାର୍ଯ୍ୟାଳୟଠାରେ…

ଭାଜପା ସରକାରକୁ ପୂରିଛି ୧୦୦ ଦିନ: ସଫଳତା ବଖାଣିଲେ ମନମୋହନ

ଭୁବନେଶ୍ୱର, ୧୯।୯(ସୁନିତ୍‌ ମିଶ୍ର):ଦୀର୍ଘ ୬୦ ବର୍ଷ ପରେ ଏକମାତ୍ର ନେତା ଭାବେ ନରେନ୍ଦ୍ର ମୋଦି ୩ୟ ଥର ଲାଗି ଦେଶର ପ୍ରଧାନମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି।…

ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ: ସ୍ବୟମ୍‌ଜିତଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ଫିଜିର ସୁଭାରେ ଚାଲିଥିବା ରାଜ୍ୟଗୋଷ୍ଠୀ ୟୁଥ୍‌, ଜୁନିୟର ଓ ସିନିୟର ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ଓଡ଼ିଶାର ସ୍ବୟମଜିତ ପ୍ରସାଦ ସାହୁ ବୁଧବାର ସ୍ବର୍ଣ୍ଣ…

ପ୍ରଥମ ଦିବସରେ ଏକାଧିକ ମିଟ୍‌ ରେକର୍ଡ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଓଡ଼ିଶା ଆଥଲେଟିକ୍ସ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ୭୦ତମ ରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ବୁଧବାର…

୧୦୦ ଦିନରେ ଭାଜପାର ସଫଳତା ଅପେକ୍ଷା ବିଫଳତା ତାଲିକା ଲମ୍ବା

ଭୁବନେଶ୍ୱର,୧୯।୯(ଅନିଲ ଦାସ):ରାଜ୍ୟ ଭାଜପା ସରକାରଙ୍କ ୧୦୦ ଦିନର କାର୍ଯ୍ୟକ୍ରମରୁ ସ୍ପଷ୍ଟ ହେଉଛି ଯେ, ଏହି ସରକାର ସମୟରେ ଓଡ଼ିଶାର ବିକାଶ ଦୁଇ ପାଦ ପଛକୁ ଯିବ ବୋଲି…

ମିଶନ ଚନ୍ଦ୍ରୟାନ-୪କୁ କ୍ୟାବିନେଟ୍‌ ମଞ୍ଜୁରୀ

ନୂଆଦିଲ୍ଲୀ, ୧୯।୯: କେନ୍ଦ୍ର କ୍ୟାବିନେଟ ବୁଧବାର ମହାକାଶ କ୍ଷେତ୍ରରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛି। ବହୁ ପ୍ରତୀକ୍ଷିତ ଚନ୍ଦ୍ରୟାନ-୪ ମିଶନକୁ ବୁଧବାର କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଥିବା…

ସିଏଜି ରିପୋର୍ଟରେ ଚାଞ୍ଜଲ୍ୟକର ଖୁଲାସା:ଜଙ୍ଗଲ ଜମିରେ ଓଏମ୍‌ସିର ଖଣି ଖନନ

ଯାଜପୁର,୧୯ା୯(ହର୍ଷବର୍ଦ୍ଧନ ବେହେରା):ବିନା ଅନୁମତିରେ ଜଙ୍ଗଲ ଜମିର ବ୍ୟବହାର କାରଣରୁ ଓଡ଼ିଶା ଖଣି ନିଗମ(ଓଏମ୍‌ସି) ଅଡୁଆରେ ପଡିଛି। ଏଥିଯୋଗୁ ଓଏମ୍‌ସିକୁ ୪୭.୧୨ କୋଟି ଟଙ୍କା ଜରିମାନା ଦେବାକୁ ପଡିଛି।…

ଦେଶରେ ଦ୍ୱିତୀୟ ମଙ୍କିପକ୍ସ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୯ା୯(ଅନୁରାଧା ମହାରଣା):ଦେଶରେ ଦ୍ବିତୀୟ ମଙ୍କିପକ୍ସ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କେରଳର ମାଲାପୁରାମରେ ଚିକିତ୍ସିତ ହେଉଥିବା ଜଣେ ୩୮ବର୍ଷ ବୟସ୍କ ବ୍ୟକ୍ତି ଏଥିରେ ସଂକ୍ରମିତ ଥିବା ଜଣାପଡ଼ିଛି। ଏହି…

ଭାରତୀୟ ଖାଦ୍ୟ ଅପରିଷ୍କାର କହିଲେ ଅଷ୍ଟ୍ରେଲୀୟ ୟୁଟ୍ୟୁବର

ନୂଆଦିଲ୍ଲୀ,୧୯ା୯: ଅଷ୍ଟ୍ରେଲୀୟ ୟୁଟ୍ୟୁବର ସିଡ୍‌ନୀ ଓ୍ବାଟ୍‌ସନ୍‌ ଭାରତୀୟ ବ୍ୟଞ୍ଜନକୁ ଅପରସ୍କାର ଆଖ୍ୟା ଦେଇ ବିବାଦୀୟ ହୋଇଛନ୍ତି। ସାମାଜିକ ଗଣମାଧ୍ୟମରେ ତାଙ୍କ ପୋଷ୍ଟ ଝଡ଼ ସୃଷ୍ଟି କରିଛି। ଏକ୍ସ’ରେ…