ଆସିଲା ଆଇପିଏଲ ମେଗା ନିଲାମୀ ତାରିଖ: ଜାଣନ୍ତୁ କେବେ ହେବ ?

ନୂଆଦିଲ୍ଲୀ,୧୮ା୯: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୫ ପାଇଁ ମେଗା ନିଲାମ ଖୁବଶୀଘ୍ର ଅନୁଷ୍ଠିଟି ହେବାକୁ ଯାଉଛି। ନଭେମ୍ବର ଶେଷ କିମ୍ବା ଡିସେମ୍ବର ଆରମ୍ଭରେ ଅନୁଷ୍ଠିତ ହେବ…

ଓଡ଼ିଶା: ଆଜିର ଫଟୋ ( ୧୮ ସେପ୍ଟେମ୍ବର, ୨୦୨୪ )

କଟକ ଚାଉଳିଆଗଞ୍ଜରେ ଅନୁଷ୍ଠିତ ଖୁଦୁରୁକୁଣୀ ଭସାଣି ଶୋଭାଯାତ୍ରା     ଭୁବନେଶ୍ୱର ଭଞ୍ଜକଳା ମଣ୍ଡପରେ ଭାରତୀୟ ଶାସ୍ତ୍ରୀୟ ସଂଗୀତ କାର୍ଯ୍ୟକ୍ରମ ‘ସାୱନ୍’ ପରିବେଷଣ

ପଞ୍ଜାବ କିଙ୍ଗ୍ସର ମୁଖ୍ୟ କୋଚ୍‌ ହେଲେ ପଣ୍ଟିଂ

ନୂଆଦିଲ୍ଲୀ,୧୮ା୯: ଆଇପିଏଲ୍‌ ଫ୍ରାଞ୍ଚାଇଜ ପଞ୍ଜାବ କିଙ୍ଗ୍ସର ନୂତନ ମୁଖ୍ୟ କୋଚ୍‌ ଭାବରେ ବୁଧବାର ରିକି ପଣ୍ଟିଂଙ୍କ ନାମ ଘୋଷଣା କରାଯାଇଛି। ଟ୍ରେଭର ବେଲିସ୍‌ଙ୍କ ସ୍ଥାନରେ ପୂର୍ବତନ ଅଷ୍ଟ୍ରେଲୀୟ…

ଭାଟିରୁ ମଦ ଆଣି କୋଠିରେ ବିକୁଥିଲେ ଦୁଇ ଭାଇ, ଥାନାର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କୋକସରା,୧୮ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଗମ୍ଭାରୀଗୁଡ଼ା ପଞ୍ଚାୟତ ଚିକିଲି ଗ୍ରାମର ରମେଶ ସାହୁ ଓ ରାଜେଶ ସାହୁ ଦୁଇଭାଇ ଦୀର୍ଘ ବର୍ଷ…

ଦୋକାନରେ ଖୁଆଇଲେ, ପରେ ବ୍ରିଜ୍‌ ଉପରୁ ପୁଅକୁ ଧରି ନଦୀକୁ ଡେଇଁପଡ଼ିଲେ ମା’

ପିପିଲି,୧୮ା୯(ଦୁର୍ଗାମାଧବ ମିଶ୍ର): ପୁରୀ ଜିଲା ପିପିଲି ନିକଟବର୍ତ୍ତୀ ଜଗନ୍ନାଥପୁରସ୍ଥିତ ଭାର୍ଗବୀ ନଦୀକୁ ଡେଇଁ ପୁଅଙ୍କ ସହ ଆତ୍ମହତ୍ୟା କରିଛନ୍ତି ଜଣେ ମା’। ମୃତକ ମହିଳା ଜଣକ ପିପିଲି…

ଚଳିତ ବର୍ଷରେ ଏକ କୋଟି ମେଟ୍ରିକ ଟନ୍‌ ଧାନ ସଂଗ୍ରହ କରିବେ ସରକାର: ଏମ୍‌ଏସ୍‌ପି ୩୧୦୦ ଟଙ୍କାରେ ଧାନ ବିକିବେ ଚାଷୀ

ଭୁବନେଶ୍ୱର,୧୮ା୯: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖରିଫ୍‌ ଧାନ ସଂଗ୍ରହ ଓ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ୩୧୦୦ ଟଙ୍କା ଲାଗୁ ନେଇ ସମୀକ୍ଷା କରିଛନ୍ତି।…

ଭରତପୁର ଘଟଣା, ଜାମିନ ପରେ ମୁହଁ ଖୋଲିଲେ…

ଭରତପୁର ଆର୍ମି ପୋଲିସ ଘଟଣା । ଗିରଫ ଯୁବତୀଙ୍କୁ ମିଳିଲା ସର୍ତ୍ତ ମୂଳକ ଜାମିନ । ଜାମିନ ମିଳିବା ପରେ ମୁହଁ ଖୋଲିଲେ ଯୁବତୀଙ୍କ ବାପା ।…

ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର

ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର ଚିନ୍ତାର…

ଗଣେଶ ମେଢ଼ ଭସାଣି ବେଳେ ଇଲେକ୍ଟ୍ରି ତାରରେ ଲାଗିଗଲା ଡିଜେ, ଚାଲିଗଲା ଯୁବକଙ୍କ ଜୀବନ

ପୁରୁଷୋତ୍ତମପୁର,୧୮ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ବୁଧବାର ଗଣେଶ ମେଢ଼ ଭସାଣି ବେଳେ ବିଦ୍ୟୁତ୍‌ ଆଘାତରେ ପବିତ୍ର ସାହୁ( ୨୨)ଙ୍କ ମୃତ୍ୟୁ…

ଶୋଇଥିବା ବେଳେ ନାବାଳିକାଙ୍କୁ କାମୁଡ଼ି ଦେଲା ସାପ, ଆଉ ତା’ ପରେ…

ଅତାବିରା,୧୮ା୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଲରମ୍ଭା ଅମସ୍ତଲାରେ ବିଷାକ୍ତ ସାପ କାମୁଡ଼ାରେ ବୁଧବାର ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଚତୁର୍ଭୁଜ…