ଲୋକ ସଭା ନିର୍ବାଚନ ଉପରେ ଚାଇନାର ନଜର, ମୋଦି ପ୍ରଧାନମନ୍ତ୍ରୀ ହେଲେ…

ବେଜିଂ/ନୂଆଦିଲ୍ଲୀ,୩ା୬: ଲୋକ ସଭା ନିର୍ବାଚନର ଅଧିକାଂଶ ଏକ୍‌ଜିଟ୍‌ ପୋଲ୍‌ରେ ‘ମୋଦି ସରକାର ପୁଣି ଥରେ’ ପୂର୍ବାନୁମାନ କରାଯାଇଛି। ଯଦି ଏକ୍‌ଜିଟ୍‌ ପୋଲକୁ ବିଶ୍ୱାସ କରାଯାଏ, ତେବେ ତୃତୀୟଥର…

Exit Poll ପରେ ଶେୟାର ବଜାରରେ ଉତ୍ସାହ, ସେନସେକ୍ସ-ନିଫ୍ଟିରେ ଜବରଦସ୍ତ ବୃଦ୍ଧି

ମୁମ୍ବାଇ, ୩।୬: ଲୋକସଭା ନିର୍ବାଚନ ପାଇଁ ଏକଜିଟ୍ ପୋଲ୍ ଆକଳନ ପରେ ଶେୟାର ବଜାରରେ ଜବରଦସ୍ତ ଉତ୍ସାହ ଦେଖିବାକୁ ମିଳିଛି। ସୋମବାର ବଜାର ଖୋଲିବା ମାତ୍ରେ ବମ୍ବେ…

ରେପୋରେଟ୍‌ କମିବା ଆଶା କ୍ଷୀଣ

ଭୁବନେଶ୍ୱର,୩।୬(ଅନୁରାଧା ମହାରଣା): ମୁଦ୍ରାସ୍ଫୀତିର ଆହ୍ବାନ ମଧ୍ୟରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଆଗାମୀ ମୁଦ୍ରାନୀତି କମିଟି ବୈଠକରେ ରେପୋ ରେଟ୍‌ ହ୍ରାସ ହେବା ଆଶା କ୍ଷୀଣ ହୋଇଛି।…

ପୁରୀ ବାଣ ବିସ୍ଫୋରଣ: ମୃତ୍ୟୁସଂଖ୍ୟା ୧୪କୁ ବୃଦ୍ଧି

କଟକ, ୩।୬(ଶିଳ୍ପା ପ୍ରିୟଦର୍ଶିନୀ/ଅଜିତ୍‌ କୁମାର ମହାନ୍ତି): ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ି ଚାଲିଛି। ରବିବାର ଆଉ ୪ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଫଳରେ…

ଏକ୍‌ଜିଟ ପୋଲ୍‌ ରିପୋର୍ଟ ନେଇ ବିଜେଡି-ଭାଜପା ଯୁକ୍ତି

ଭୁବନେଶ୍ୱର,୩।୬(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନ ଲାଗି ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ହୋଇଥିବା ଭୋଟ ଗ୍ରହଣ ଗତ ୧ ତାରିଖ ସୁଦ୍ଧା ଶେଷ ହୋଇସାରିଛି। ତେବେ ଆସନ୍ତା…

କନ୍ୟାକୁମାରୀରେ ସାଧନାରୁ ଜନ୍ମନେଲା ନୂଆ ସଂକଳ୍ପ

ମୋର ପ୍ରିୟ ଦେଶବାସୀଗଣ, ଗଣତନ୍ତ୍ରର ଜନନୀରେ ଗଣତନ୍ତ୍ରର ସବୁଠାରୁ ବଡ଼ ପର୍ବ ଆଜି ଜୁନ୍‌ ପହିଲାରେ ପୂରଣ ହେଉଛି। କନ୍ୟାକୁମାରୀରେ ତିନିଦିନର ଆଧ୍ୟାତ୍ମିକ ଯାତ୍ରା ପରେ ମୁଁ…

ଅଂଶୁଘାତର ପ୍ରତିକାର

ଚିକିତ୍ସା ଶାସ୍ତ୍ର ମତାନୁଯାୟୀ ଛୋଟ ପିଲାମାନଙ୍କ ଶରୀରରେ ହାରାହାରି ତାପମାତ୍ରା ୯୭.୯ ଡିଗ୍ରୀ ଫାରେନାଇଟ(୩୬.୬ଡିଗ୍ରୀ ସେଲସିୟସ୍‌)ରୁ ୯୯ ଡିଗ୍ରୀ ଫାରେନାଇଟ (୩୭.୨ଡିଗ୍ରୀ ସେଲସିୟସ୍‌) ଏବଂ ପ୍ରାପ୍ତ ବୟସ୍କ…

ସିରିଆରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ, ଅନେକ ମୃତ: ରିପୋର୍ଟ

ନୂଆଦିଲ୍ଲୀ, ୩।୬: ସୋମବାର ସିରିଆର ଆଲେପ୍ପୋ ସହର ପରିସରରେ ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ଅନେକ ଲୋକଙ୍କର ମୃତ୍ୟୁ ଘଟିଛି ବୋଲି ସିରିଆର ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ କରିଛି।…

ସୌରଜଗତର କ୍ଷୁଦ୍ର ଇତିହାସ

ଆଠଟି ଗ୍ରହ, ଗ୍ରହମାନଙ୍କର ଉପଗ୍ରହ, ବାମନଗ୍ରହ, ଗ୍ରହାଣୁପୁଞ୍ଜ, ଧୂମକେତୁ ଓ ଅଗଣିତ ପିଣ୍ଡକୁ ନେଇ ଆମ ସୌରଜଗତ ତିଆରି ହୋଇଛି। ଆଜି ଆମେ ବିନା ଦ୍ୱିଧା ଓ…

ଚିଲିକା ଉପକୂଳରେ ନିଶା ଔଷଧ ଦେଇ ପକ୍ଷୀ ଶିକାର

କଣାସ,୩ା୬(ବିଭୂତି ଭୂଷଣ ତ୍ରିପାଠୀ): କଣାସ ବ୍ଲକର ଶେଷ ସୀମା ଚିଲିକା ଦୟାନଦୀର ମୁହାଁଣଠାରୁ ମକରାନଦୀ ମୁହାଁଣ ଦେଇ ଭୁଷଣ୍ଡପୁର ପର୍ଯ୍ୟନ୍ତ ଚିଲିକା ଉପକୂଳରେ ଦେଶୀ ଓ ବିଦେଶୀ…