ମହିଳାମାନେ ନାଇଟ୍‌ ଡ୍ୟୁଟି କରିବା ଉଚିତ୍‌ କି? ସରକାରଙ୍କୁ କଡ଼ା ତାଗିଦ୍‌ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭।୯: ନାଇଟ୍‌ ଡ୍ୟୁଟିକୁ ନେଇ ସୁପ୍ରିମକୋର୍ଟ ବଙ୍ଗଳା ସରକାରଙ୍କୁ କଡ଼ା ତାଗିଦ କରିଛନ୍ତି। ଡାକ୍ତରଖାନାରେ ମହିଳା ଡାକ୍ତରଙ୍କ ନାଇଟ୍‌ ସିଫ୍ଟ ରଦ୍ଦ କରିବା ନେଇ ସୁପ୍ରିମକୋର୍ଟ ଅସନ୍ତୋଷ…

ସୋସିଆଲ ମିଡିଆରୁ ପ୍ରେମ, ତା’ ପରେ ଗାଁରେ…ଜାଣନ୍ତୁ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ହଟ୍‌କେ ଲଭ୍‌ ଷ୍ଟୋରୀ

ନୂଆଦିଲ୍ଲୀ,୧୭।୯: ୪୩ ବର୍ଷୀୟା ଆତିଶୀ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହୋଇଛନ୍ତି । କେଜରିଓ୍ବାଲଙ୍କ ଜେଲ୍‌ ଯିବା ପରେ ସେ ଆକ୍ସନ ମୁଡ୍‌କୁ ଆସିଥିଲେ। ଭାଜପାକୁ ସେ ଲଗାତାର…

ସୁଭଦ୍ରା ଯୋଜନାକୁ ନେଇ ମୋଦିଙ୍କୁ ଟାର୍ଗେଟ, ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀଙ୍କୁ…

ଭୁବନେଶ୍ୱର,୧୭।୯: ଓଡ଼ିଶାବାସୀଙ୍କ ପାଇଁ ବହୁ ପ୍ରତିକ୍ଷୀତ ଯୋଜନା ସୁଭଦ୍ରାର ଲୋକାର୍ପଣ ହୋଇଛି । ଆଉ ମହିଳାଙ୍କ ଆକାଉଣ୍ଟକୁ ପଠାଯାଇଛି ଟଙ୍କା । ତେବେ ଏହାକୁ ନେଇ ଭାଜପା…

ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଜର୍ଜିଆ ମେଲୋନୀ, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୧୭।୯: ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କର ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ମଙ୍ଗଳବାର ମୋଦୀଙ୍କୁ ୭୪ ବର୍ଷ ହୋଇଛି। ସୋସିଆଲ ମିଡିଆରେ ଶେୟାର…

ମୋଦିଙ୍କୁ ନେଇ ଷ୍ଟେଜରେ ବଡ଼କଥା କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ମଙ୍ଗଳବାର ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଛି। ନିଜ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚି ଜନତା ମୈଦାନରେ ଏହି ଯୋଜନାର…

ମୁଖ୍ୟମନ୍ତ୍ରୀ ପଦ ଛାଡିବା ପରେ କମିଯିବ କେଜରିଓ୍ବାଲଙ୍କ ପାଓ୍ବାର! ଆତିଶୀଙ୍କ ଠାରୁ କେତେ କମିଯିବ ଦରମା-ଭତ୍ତା ଓ ସୁବିଧା

ନୂଆଦିଲ୍ଲୀ,୧୭।୯: ଅରବିନ୍ଦ କେଜରିୱାଲ ରବିବାର ମୁଖ୍ୟମନ୍ତ୍ରୀ ପଦ ଛାଡିବା ନେଇ ଘୋଷଣା କରିଥିଲେ। ଏହାର ଦୁଇଦିନ ପରେ ଅର୍ଥାତ ମଙ୍ଗଳବାର ସେ ପଦରୁ ଇସ୍ତଫା ଦେଇଛନ୍ତି। ବର୍ତ୍ତମାନ…

ଚାଇନାକୁ ହରାଇ ଭାରତ ଏସିଆ ଚାମ୍ପିୟନ

ନୂଆଦିଲ୍ଲୀ,୧୭।୯: ହରମନପ୍ରୀତ ସିଂହଙ୍କ ନେତୃତ୍ୱାଧୀନ ଭାରତୀୟ ହକି ଟିମ୍ ଚାଇନା ମାଟିରେ ଚାଇନାକୁ ପରାସ୍ତ କରି ପଞ୍ଚମ ଥର ଲାଗି ଏସିଆ ଚାମ୍ପିୟନ ହୋଇଛି। ଫାଇନାଲ ମୁକାବିଲାରେ…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ କେଜ୍‌ରିୱାଲ

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଆମ ଆଦମୀ ପାର୍ଟି(ଏଏପି) ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ । ଅବକାରୀ ନୀତି ଘୋଟାଲା ମାମଲାରେ ଜାମିନ ମିଳିବା ପରେ…

ଡାକ୍ତରଙ୍କ ସହିତ ବୈଠକ ପରେ ପୋଲିସ ମୁଖିଆ ବଦଳାଇଲେ ମମତା

କୋଲକାତା,୧୭।୯: ଟ୍ରେନିଂ ଡାକ୍ତରଙ୍କ ବଳାତ୍କାର ଓ ହତ୍ୟାକୁ ବିରୋଧ କରୁଥିବା ଜୁନିୟର ଡାକ୍ତରଙ୍କ ସହ ସାକ୍ଷାତ କରିବା ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତା ପୋଲିସ…

ଜନ୍ମ ଦିନରେ ମା’ ହିରାବେନଙ୍କୁ ମନେ ପକାଇଛନ୍ତି ମୋଦି

ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସି ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ୫ହଜାର ଟଙ୍କା…