ଯୁକ୍ତ୩ ନାମଲେଖା: ଆଜି ତୃତୀୟ ମେଧା ତାଲିକା

ଭୁବନେଶ୍ୱର,୧୬ା୭(ଅସମାପିକା ସାହୁ):୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ପାଇଁ ମଙ୍ଗଳବାର ଅପରାହ୍ନ ୪ଟାରେ ତୃତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ମନୋନୀତ ଛାତ୍ରୀଛାତ୍ର ଛୁଟିଦିନ ବ୍ୟତୀତ…

ଟାଇଟଲ ବିଜୟରେ ଆର୍ଜେଣ୍ଟିନାର ରେକର୍ଡ

ମିୟାମି ଗାର୍ଡେନ୍ସ, ୧୬ା୭: ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ସୋମବାର କଲମ୍ବିଆକୁ ୧-୦ ଗୋଲରେ ପରାସ୍ତ କରି କୋପା ଆମେରିକା ଫୁଟବଲ ୨୦୨୪ ବିଜୟୀ ହୋଇଛି। ଏହା ସହିତ…

ରାଜ୍ୟ ସଭାରେ ଭାଜପା ସଦସ୍ୟ ସଂଖ୍ୟା ୮୬

ନୂଆଦିଲ୍ଲୀ,୧୬ା୭(ପି.ଟି.): ରାଜ୍ୟ ସଭାକୁ ମନୋନୀତ ୪ ସଦସ୍ୟ ରାକେଶ ସିହ୍ନା, ରାମ ଶକଲ, ସୋନାଲ ମାନସିଂ ଏବଂ ମହେଶ ଜେଠ୍‌ମାଲାନିଙ୍କ କାର୍ଯ୍ୟକାଳ ଶେଷ ହେବା ଫଳରେ ଉଚ୍ଚ ସଦନରେ…

୩୨ ସପ୍ତାହର ଗର୍ଭ ନଷ୍ଟ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ, ୧୬।୭: ୩୨ ସପ୍ତାହର ଗର୍ଭ ନଷ୍ଟ କରିବାକୁ ସୋମବାର ଦିଲ୍ଲୀ ହାଇକୋର୍ଟ ଜଣେ ୩୧ ବର୍ଷୀୟା ମହିଳାଙ୍କୁ ଅନୁମତି ପ୍ରଦାନ କରିଛନ୍ତି। ଅସ୍ବାଭାବିକ ଭ୍ରୂଣ ଯୋଗୁ…

ବିଦ୍ୟାଳୟରେ ବିବାହ ଉତ୍ସବ ପାଇଁ ଅନୁମତି ଦେଇ ଅଡ଼ୁଆରେ ପ୍ରଧାନ ଶିକ୍ଷକ

ଭଣ୍ଡାରିପୋଖରୀ,୧୬ା୭(ରାଜେନ୍ଦ୍ର ଶତପଥୀ):ବିଦ୍ୟାଳୟ ପରିସରରେ ଏକ ବିବାହ ଉତ୍ସବକୁ ଅନୁମତି ଦେଇ ଅଡ଼ୁଆରେ ପଡ଼ିଛନ୍ତି ପ୍ରଧାନ ଶିକ୍ଷକ। ଏନେଇ ଅଭିଯୋଗ ପରେ ବ୍ଲକ ଶିକ୍ଷା ଅଧିକାରୀ ଘଟଣାର ତଦନ୍ତ…

ଏନ୍‌ଇଇଟି-ୟୁଜି: ଏନ୍‌ଟିଏ ଆବେଦନର ଶୁଣାଣି ୧୮ରେ

ନୂଆଦିଲ୍ଲୀ,୧୬ା୭(ପି.ଟି.): ଶୁଣାଣିରେ ସୁବିଧା ପାଇଁ ବିଭିନ୍ନ ହାଇକୋର୍ଟରେ ବିଚାରାଧୀନ ଥିବା ଏନ୍‌ଇଇଟି-ୟୁଜି ବିବାଦ ମାମଲାଗୁଡ଼ିକୁ ସୁପ୍ରିମକୋର୍ଟକୁ ସ୍ଥାନାନ୍ତର କରିବା ନିମନ୍ତେ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆବେଦନ କରିଥିଲା।…

୧୯ରେ ସିୟୁଇଟି-ୟୁଜି ପୁନଃପରୀକ୍ଷା

ନୂଆଦିଲ୍ଲୀ,୧୬ା୭: ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ୧,୦୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କ ପାଇଁ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ ଅଣ୍ଡରଗ୍ରାଜୁଏଟ୍‌ (ସିୟୁଇଟି-ୟୁଜି) ପରୀକ୍ଷା ୧୯ରେ ପୁଣିଥରେ କରାଇବାକୁ ଘୋଷଣା…

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ୧୭ରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୬ା୭(ଅସମାପିକା ସାହୁ):ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ୭.୬ କି.ମି. ଯାଏ ବ୍ୟାପିବା ସହ ଦକ୍ଷିଣ-ପଶ୍ଚିମ ଦିଗକୁ…

ବ୍ୟାନ୍‌ ହେବ ଇମ୍ରାନ୍‌ଙ୍କ ଦଳ

ଇସ୍‌ଲାମାବାଦ୍‌, ୧୬।୭: ପାକିସ୍ତାନର ଶେହବାଜ୍‌ ଶରିଫ୍‌ ସରକାର ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ଦଳ ପାକିସ୍ତାନ ତେହେରିକ-ଏ-ଇନ୍‌ସାଫ(ପିଟିଆଇ) ଉପରେ ଖୁବ୍‌ଶୀଘ୍ର ପ୍ରତିବନ୍ଧକ ଲଗାଇବା ନେଇ ଚିନ୍ତା…

ଏଏସ୍‌ଓ: ମାଡ଼ଖାଇ ବଦଳି

ଭୁବନେଶ୍ୱର,୧୬ା୭(ଅସମାପିକା ସାହୁ): ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ ଅଭିଯୋଗ କରିଥିବା ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି। ସଂସଦୀୟ ବ୍ୟାପାର…