ଉଦ୍‌ଘାଟନ ପୂର୍ବରୁ ବନ୍ଦେ ମେଟ୍ରୋର ବଦଳିଲା ନାଁ

ନୂଆଦିଲ୍ଲୀ,୧୬।୯: ଦେଶର ପ୍ରଥମ ବନ୍ଦେ ମେଟ୍ରୋ ଟ୍ରେନର ନାମ ଉଦଘାଟନ ପୂର୍ବରୁ ବଦଳିଛି। ଏହାର ନାମ ‘ନମୋ ଭାରତ ରାପିଡ ରେଳ’ ରଖାଯାଇଛି। ରେଲଓ୍ବେ ପକ୍ଷରୁ ଏହି…

ପୂର୍ବରୁ ଫେଲ ମାରିବା ପରେ କାହିଁକି ପୁଣିଥରେ ଡାକ୍ତରଙ୍କୁ ବୈଠକ ପାଇଁ ଡାକିଲେ ମମତା

କୋଲକାତା,୧୬।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା କରାଯାଇଥିବା ମାମଲାରେ ଆଜିବି ବିରୋଧ ପ୍ରଦର୍ଶନ କରୁଥିବା ଡାକ୍ତରମାନେ ସେମାନଙ୍କ…

ବଲାଙ୍ଗୀରରେ ଧୂମ୍‌ଧାମ୍‌ରେ ଚାଲିଛି ଦେବଶିଳ୍ପୀଙ୍କ ପୂଜା

ବଲାଙ୍ଗୀର,୧୬ା୯(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ସୋମବାର ବିଭିନ୍ନ ସ୍ଥାନରେ ବିଶ୍ୱକର୍ମା ପୂଜା ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ବଲାଙ୍ଗୀର ସରକାରୀ ନୂତନ ବସ୍‌…

କାଲି ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ସୁଭଦ୍ରା ଟଙ୍କା, ଉପମୁଖ୍ୟମନ୍ତ୍ରୀ କହିଲେ ମୋବାଇଲକୁ ଆସୁଥିବା ଲିଙ୍କ୍‌ରେ…

ଭୁବନେଶ୍ୱର,୧୬ା୯: ଆସନ୍ତାକାଲି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ସୁଭଦ୍ରା ହିତାଧିକାରୀଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଛି। ଆଉ କିଛି ମଧ୍ୟ ଦ୍ୱନ୍ଦ୍ୱ…

ସିଜେଆଇଙ୍କୁ କାହିଁକି ଧନ୍ୟବାଦ ଦେଲେ ଉଦ୍ଧବ ଠାକରେ

ମୁମ୍ବାଇ,୧୬।୯: ପ୍ରଧାନ ବିଚାରପତି ଡି. ଓ୍ବାଇ ଚନ୍ଦ୍ରଚୁଡଙ୍କ ଘରେ ଗଣେଶ ପୂଜାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଂଶଗ୍ରହଣକୁ ନେଇ ଅନେକ ଆଲୋଚନା ହୋଇଛି। ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ…

ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌, ଆସନ୍ତାକାଲି…

ଭୁବନେଶ୍ୱର,୧୬ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅର୍ଥାତ୍‌ ୧୭ ତାରିଖରେ ଓଡ଼ିଶା ଆସିବେ। ଏହି ଗସ୍ତ ନେଇ ବଡ଼ ଅପଡେଟ୍‌ ଆସିଛି। ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବାଠାରୁ ଆରମ୍ଭ…

ବୁଡିବ ଚାଇନା, ତାଣ୍ଡବ ରଚୁଛି ବେବିଙ୍କା

ବେଜିଂ,୧୬।୯: ଘୁର୍ଣ୍ଣିଝଡ଼ ବେବିଙ୍କା ସୋମବାର ସାଂଘାଇରେ ଳ୍ୟାଣ୍ଡଫଲ କରିଛି। ସାଂଘାଇ ସେଣ୍ଟ୍ରାଲ ମେଟେରୋଲୋଜିକାଲ ଅବଜରଭେଟୋରୀ ଅନୁଯାୟୀ ସ୍ଥାନୀୟ ସମୟ ପ୍ରାୟ ୭ଟା ୩୦ ସମୟରେ ଏହି ଝଡ଼…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେସ୍‌ରେ ଅଛନ୍ତି ଏହି ୫ ନେତା: ସବୁଠୁ ଆଗରେ…

ନୂଆଦିଲ୍ଲୀ,୧୬।୯: ଆମ ଆଦମୀ ପାର୍ଟି (ଏଏପି)ର ସୁପ୍ରିମୋ ଅରବିନ୍ଦ କେଜ୍‌ରିୱାଲଙ୍କ ପରେ ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ସେନେଇ ଆଲୋଚନା ଜୋର ଧରିଛି। ଏହି ପ୍ରଶ୍ନ…

୧୭ରେ ଭୁବନେଶ୍ୱରର ସମସ୍ତ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର,୧୫ା୯(ଶର୍ମିଷ୍ଠା ପାଣିଗ୍ରାହୀ): ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶରରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବେ। ରାଜଧାନୀରେ ବିପୁଳ ଜନସମାଗମକୁ ଦୃଷ୍ଟିରେ ରଖି ଭୁବନେଶର ମହାନଗର…

ତପ୍ତପାଣି ଘାଟିରେ ଦୁର୍ଘଟଣା: ଗଛରେ ପିଟିହେଲା ଯାତ୍ରୀବାହୀ ବସ୍‌

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ତପ୍ତପାଣି ଘାଟି ତଳେ ଥିବା ମା’ କନ୍ଧୁଣି ଦେବୀଙ୍କ ମନ୍ଦିର ନିକଟରେ ଘଟିଛି ଦୁର୍ଘଟଣା।…