ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି:୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୪ା୭:ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପରେ ମଧ୍ୟ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି । ଏହାର ପ୍ରଭାବରେ…

ଓ୍ବିମ୍ବଲଡନ୍‌ ଫାଇନାଲ ଦେଖିଲେ ରାଜକୁମାରୀ

ଲଣ୍ଡନ,୧୪ା୭:ବ୍ରିଟେନ୍‌ ରାଜକୁମାରୀ କେଟ୍‌ ମିଡିଲଟନ୍‌ କ୍ୟାନ୍‌ସରରୁ ଆରୋଗ୍ୟ ହେଉଥିବାବେଳେ ରବିବାର ଲଣ୍ଡନରେ ଅନୁଷ୍ଠିତ ଓ୍ବିମ୍ବଲଡନ୍‌ ପୁରୁଷ ଫାଇନାଲ୍‌ ମ୍ୟାଚ୍‌ ଦେଖିବାକୁ ଆସିଥିଲେ। ସେ ରୟାଲ ବକ୍ସରେ ଆସନ ଗ୍ରହଣ…

ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ

ଛତ୍ରପୁର, ୧୪ା୭ (ଦିଲୀପ ସାମଲ/ସନ୍ତୋଷ ପାଢ଼ୀ): ଚମାଖଣ୍ଡି ଥାନା ଅନ୍ତର୍ଗତ କାଳିଆବାଲି ଛକ ନିକଟ ଜାତୀୟ ରାଜପଥରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ ଆରୋହୀଙ୍କ…

୧୫ ଘରୁ କଳାକନା ବୁଲାଇଲେ ଦୁର୍ବୃତ୍ତ: ୪୦ ଲକ୍ଷ ଟଙ୍କାର ସୁନା ଗହଣା କଲେ ଲୁଟ୍‌

ଟେନ୍‌ସା,୧୪ା୭(ସମୀର କୁମାର ପାଢ଼ୀ):ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ସାନଇନ୍ଦୁପୁର ରୁଙ୍ଗଟା କଲୋନୀରେ ଶୁକ୍ରବାର ବିଳମ୍ବିତ ରାତିରେ ୧୫ଟି ଘରୁ ଚୋରି ହୋଇଛି। ୪୦ ଲକ୍ଷ ଟଙ୍କାର ସୁନା…

ଟ୍ରମ୍ପ୍‌ଙ୍କୁ ଆକ୍ରମଣ ଘଟଣାକୁ ନେଇ ଏମିତି କହିଲା ରୁଷିଆ

ମସ୍କୋ,୧୪ା୭:ଆମେରିକାର ପୂର୍ବତନ ରାଷ୍ଟ୍ରପତି ତଥା ଆଗାମୀ ନିର୍ବାଚନ ପାଇଁ ରିପବ୍ଲିକାନ୍‌ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍‌ ପେନ୍‌ସିଲ୍‌ଭାନିଆର ବଟଲର ସହରରେ ଏକ ପ୍ରଚାର ରାଲିକୁ ସମ୍ବୋଧନ କରୁଥିବାବେଳେ ତାଙ୍କୁ…

ବିଜୁ ଏକ୍ସପ୍ରେସୱେରେ ବାଇକ୍‌କୁ ପିଟିଲା କାର୍‌

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବିଜୁ ଏକ୍ସପ୍ରେସୱେର କଳାହାଣ୍ଡି ଜିଲା କୋକସରା ବ୍ଳକ ଭାଲିଆଯୋର ଛକନିକଟରେ କାର୍‌-ବାଇକ ମଧ୍ୟରେ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ବାଇକ୍‌ରେ ଥିବା ୨ଜଣ…

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଛାଡପତ୍ର ଚର୍ଚ୍ଚା ମଧ୍ୟରେ ଆସିଲା ବଡ଼ ଖବର: ସମ୍ପର୍କରେ…

ଅନନ୍ତ ଅମ୍ବାନୀ ଓ ରାଧିକା ମର୍ଚାଣ୍ଟଙ୍କ ଗ୍ରାଣ୍ଡ ୱେଡିଂରେ ଦେଶ ବିଦେଶର ବହୁ କଳାକାର ଓ ସେଲିବ୍ରିଟି ଯୋଗ ଦେଇଥିଲେ। ମୁମ୍ବାଇର ଜିଓ ୱାଲର୍‌ଡ କନ୍‌ଭେନ୍‌ସନ୍‌ ସେଣ୍ଟରରେ…

ମିଳିଲା ବଡ଼ ସଫଳତା: କୋମ୍ବିଂ ଅପରେଶନ ବେଳେ ୫ ମାଓବାଦୀଙ୍କୁ ଧରିଲେ ଯବାନ

ମାଲକାନଗିରି,୧୪ା୭ (ଦୁର୍ଯ୍ୟୋଧନ ପାତ୍ର)-ମାଲକାନଗିରି ଜିଲା  ସୀମାନ୍ତ ଛତିଶଗଡ଼ର ବିଜାପୁର ପୋଲିସ ରବିବାର ୫ଜଣ ମାଓବାଦୀଙ୍କୁ ଗିରଫ କରିଛି।  ସେମାନେ ହେଲେ  ମସାୟୀ  ମଙ୍ଗୁ  ଓରଫ ମଙ୍ଗୁ କୁଞ୍ଜାମ,…

କିଏ ହେବେ କଂଗ୍ରେସର ଉପନେତା: ଘୋଷଣା ହେଲା ନାଁ

ନୂଆଦିଲ୍ଲୀ,୧୪ା୭?:କଂଗ୍ରେସ ଏମ୍‌ପି ଗୌରବ ଗୋଗୋଇ ଲୋକ ସଭାରେ ଦଳର ଉପନେତା ହେବାକୁ ଯାଉଛନ୍ତି। ଦଳର ଏହି ନିଷ୍ପତ୍ତି ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ଜଣାଇ ଦିଆଯାଇଛି।…

ଏହି ନାଁ ଧରି ରତ୍ନଭଣ୍ଡାର ଭିତରକୁ ପ୍ରବେଶ କରିଥିଲେ ୧୧ଜଣ ସଦସ୍ୟ

ପୁରୀ,୧୪।୭: ୫ ଦଶନ୍ଧି ପରେ ଶେଷରେ ପୁରୀ ଶ୍ରୀମନ୍ଦିରର ରହସ୍ୟମୟ ରତ୍ନଭଣ୍ଡାର ଖୋଲିଲା। ପୂର୍ବ ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲିଥିଲା। ରତ୍ନଭଣ୍ତାର ଖୋଲିବା…