ନିଶା ଇଞ୍ଜେକ୍ସନ ନେଇ ସଞ୍ଜୟଙ୍କ ଠାରୁ ସତ କୁହାଇବ ସିବିଆଇ, ଜାଣନ୍ତୁ କେମିତି ହେବ ଟେଷ୍ଟ, ହୋଇପାରେ ବିପଦ!

ନୂଆଦିଲ୍ଲୀ,୧୩।୯: କୋଲକାତା ବଳାତ୍କାର ଓ ହତ୍ୟା ମାମଲାର ଫିଟିବ ଗୁମର। ଅଭିଯୁକ୍ତ ସଞ୍ଜୟ ରୟଙ୍କ ହୋଇପାରେ ନାର୍କୋ ଟେଷ୍ଟ। ଏନେଇ ସିବିଆଇ ସୁପ୍ରିମକୋର୍ଟଙ୍କ ଠାରୁ ଅନୁମତି ଆଣିବ।…

ବିୟୁଟି କୁଇନଙ୍କୁ ଆରିରେ କାଟି, ବ୍ଲେଣ୍ଡରରେ ପେଶି ସ୍ବାମୀ ବନାଇଲେ ‘ପ୍ୟୁରି’

ଡି ଜୁରେ,୧୩।୯: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡର ଫାଇନାଲିଷ୍ଟ କ୍ରୀଷ୍ଟିନା ଜୋକସିମୋଭିକଙ୍କ ହତ୍ୟାକାଣ୍ଡ ୁପରୁ ପରଦା ଉଠିଛି। ଯିଏ ଏହି ଭୟଙ୍କର ଘଟଣା ଶୁଣିଛି କିମ୍ବା ପଢିଛି ସେ…

ଅବକାରୀ ନୀତିକୁ ନେଇ ମୋହନ ସରକାରଙ୍କ ବଡ଼ ନିଷ୍ପତ୍ତି, ପୁରୀ ବେଳାଭୂମି ସହ ପୁରୀରେ ମଦ ଦୋକାନ ଖୋଲିବ…

ପୁରୀ,୧୩।୯: ଅବକାରୀ ନୀତିରେ ପରିବର୍ତ୍ତନ ଆଣିଲେ ରାଜ୍ୟ ସରକାର। ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବା ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ମୋହନ ସରକାର। ମୋହନ ସରକାରଙ୍କ…

ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଗଡିଲା ସୁଭଦ୍ରା ରଥ

କର୍ଲାମୁଣ୍ଡା,୧୩।୯(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ସୁଭଦ୍ରା ରଥ ଆନୁଷ୍ଠାନିକ ଭାବେ ଉଦଘାଟନ ହୋଇଯାଇଛି।ଏହି ଅବସରରେ ବିଡିଓ ମଣ୍ଟୁ ଖମାରୀ, ତହସିଲଦାର…

କେଜରିଓ୍ବାଲଙ୍କୁ ଜାମିନ ମିଳିବା ପରେ ଏଏପି ନେତା କହିଲେ, ସତ୍ୟମେବ ଜୟତେ

ନୂଆଦିଲ୍ଲୀ,୧୩।୯: ଏକ୍ସାଇଜ ପଲିସି ମାମଲା ସହ ଜଡିତ ଅଭିଯୋଗରେ ସୁପ୍ରିମକୋର୍ଟ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଶୁକ୍ରବାର ସେ ଜେଲରୁ ବାହାରକୁ ଆସିବାର…

ସାଙ୍ଗର ଠେଙ୍ଗା ମାଡ଼ରେ ଚାଲିଗଲା ଯୁବକଙ୍କ ଜୀବନ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ସମ୍ବଲପୁର,୧୩।୯(ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅନ୍ତର୍ଗତ ରାସନପୁର ବାଙ୍କିଟିକ୍ରା ଗ୍ରାମରେ ସାଙ୍ଗର ଠେଙ୍ଗା ମାଡ଼ରେ ଜଣେ ଯୁବକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ…

ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟ ପାଇଁ ଚେନ୍ନାଇ ପହଞ୍ଚିଲେ ବିରାଟ, ସୁରକ୍ଷାକୁ ଦେଖିଲେ…, ଦେଖନ୍ତୁ ଭିଡିଓ

ଚେନ୍ନାଇ,୧୩।୯: ଭାରତୀୟ କ୍ରିକେଟ ଦଳର ଭେଟେରାନ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଶ୍ରୀଲଙ୍କା ବିପକ୍ଷ ଏକ ଦିବସୀୟ ସିରିଜ ପରେ ଲଣ୍ଡନ ଯାଇଥିଲେ, କିନ୍ତୁ ସେ ୧୯ତାରିଖରୁ ବାଂଲାଦେଶ…

କେଜରିଓ୍ବାଲଙ୍କୁ ମିଳିଲା ଜାମିନ: କୋର୍ଟ ରଖିଲେ ବଡ଼ ସର୍ତ୍ତ, ଯାଇପାରିବେନି…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟ ଆଜି ରାୟ ଦେଇଛନ୍ତି। ସୁପ୍ରିମକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି।…

ଥାନାର ଦ୍ୱାରସ୍ଥ ହେଲେ ଅଭିନେତା ମନୋଜ ମିଶ୍ର: ଦ୍ୱିତୀୟ ସ୍ତ୍ରୀଙ୍କୁ ନେଇ…

ଭୁବନେଶ୍ୱର,୧୩ା୯(ସୂର୍ଯ୍ୟକାନ୍ତ ବେହେରା):ଭୁବନେଶ୍ୱର ସାଇବର ଥାନାରେ ଅଭିନେତା ମନୋଜ ମିଶ୍ର ଓ ତାଙ୍କ ସ୍ତ୍ରୀ କିଛି ୟୁଟ୍ୟୁବର ଓ ୱେବ୍‌ ଚ୍ୟାନେଲ ମାଲିକଙ୍କ ବିରୋଧରେ ଗୁରୁବାର ଏଫ୍‌ଆଇଆର ଦାଖଲ…

ହରିୟାଣା ନିର୍ବାଚନ: ଷ୍ଟାର ପ୍ରଚାରକଙ୍କ ତାଲିକାରେ ରହିଛି ପ୍ରଧାନମନ୍ତ୍ରୀ ମୋଦି, ବବିତା ଫୋଗାଟଙ୍କ ସମେତ ଏସବୁ ନେତାଙ୍କ ନାମ

ଚଣ୍ଡିଗଡ଼,୧୩।୯: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ ପାଇଛି। ରାଜ୍ୟରେ ନିର୍ବାଚନ ପ୍ରଚାର ପାଇଁ ୪୦ ୪୦ନେତାଙ୍କୁ ବାଛିଛି। ଏହି ୪୦ନେତାଙ୍କ…