ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ସେବାୟତଙ୍କ ପଦଯାତ୍ରା

ଭଦ୍ରକ,୧।୯(ସନାତନ ରାଉତ): ବାରିପଦା ଦେବୋତ୍ତର ବିଭାଗ ଓ ମନ୍ଦିର ସମସ୍ୟା ସମ୍ପର୍କରେ ମଠ, ମନ୍ଦିରର ସେବାୟତମାନେ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ ଜଣାଇବା ପାଇଁ ଗତ ଅଗଷ୍ଟ ୨୮ରୁ ପଦଯାତ୍ରାରେ…

୧୩ ବର୍ଷୀୟା ଛାତ୍ରୀଙ୍କୁ ପିଅନ ବଳାତ୍କାର କରିବାରୁ ଗର୍ଭବତୀ

ଫାରୁକାବାଦ,୧ା୯: ଉତ୍ତରପ୍ରଦେଶର ଫାରୁକାବାଦସ୍ଥିତ ଏକ ସରକାରୀ ସ୍କୁଲରେ ଜଣେ ୧୩ ବର୍ଷୀୟା ଛାତ୍ରୀଙ୍କୁ ପିଅନ ବଳାତ୍କାର କରିବାରୁ ସେ ଗର୍ଭବତୀ ହୋଇଛନ୍ତି। ୫ ମାସ ପରେ ଏହି…

ବିଚାରାଧିନ ମାମଲାଗୁଡ଼ିକ ହ୍ରାସ କରିବା ନ୍ୟାୟପାଳିକା ପାଇଁ ଏକ ବଡ଼ ଆହ୍ୱାନ: ରାଷ୍ଟ୍ରପତି

ନୂଆଦିଲ୍ଲୀ,୧।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି, ବିଚାରାଧୀନ ମାମଲା ହ୍ରାସ କରିବା ନ୍ୟାୟପାଳିକା ପାଇଁ ଏକ ବଡ ଆହ୍ୱାନ । ଆଜି ସନ୍ଧ୍ୟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ…

ଅଗଷ୍ଟ ମାସରେ ସଂଗ୍ରହ ହେଲା ୧.୭୪ ଲକ୍ଷ କୋଟି ଜିଏସଟି, ୧୦ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ,୧।୯: ଅଗଷ୍ଟରେ ମୋଟ ଜିଏସଟି ସଂଗ୍ରହ ୧.୭୪ ଲକ୍ଷ କୋଟି ରହିଛି ଏବଂ ଏହା ୧୦ ପ୍ରତିଶତ ବୃଦ୍ଧି ପାଇଛି। ଅଗଷ୍ଟ ୨୦୨୩ ରେ, ଏହି ସଂଖ୍ୟା…

ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ

ରାଇକିଆ,୧ା୯(ପ୍ରଦୀପ ବେହେରା): କନ୍ଧମାଳରୁ ଯାଇ ବେଙ୍ଗାଲୁରୁଠାରେ କାର୍ଯ୍ୟରତ ଥିବା ଜଣେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରାଇକିଆ ବ୍ଲକ ଦଡିଙ୍ଗିଆ ପଞ୍ଚାୟତ ଆମ୍ବେଦକର କଲୋନୀର…

ଓଡ଼ିଶା ଜିଲା ପରିଷଦର ୧୪୮୭ ପଦବୀରେ ନିଯୁକ୍ତି ସୁଯୋଗ: ଜାଣନ୍ତୁ କିପରି କରିବେ ଆବେଦନ

ଭୁବନେଶ୍ବର,୧।୯: ଏମଜିଏନଆରଇଜିଏ ଯୋଜନା ଅନ୍ତର୍ଗତ ଚୁକ୍ତି ଭିତ୍ତିରେ ଗ୍ରାମ ରୋଜଗର ସେବକ (GRS) ନିଯୁକ୍ତି ପାଇଁ ଓଡିଶା ଜିଲା ପରିଷଦ ଘୋଷଣା କରିଛି। ବାଲେଶ୍ୱର, ନୁଆପଡା, ନୟାଗଡ଼,…

ଓଡ଼ିଶା: ଆଜିର ଫଟୋ (୧ ସେପ୍ଟେମ୍ବର, ୨୦୨୪)

 ଆଗକୁ ଗଣେଶପୂଜା ୟୁନିଟ-୯ ରେ କାରିଗରମାନେ ଗଣେଶ ମୂର୍ତିରେ ରଙ୍ଗ ମାରୁଛନ୍ତି

ଲାଲପଥର ଜଳ ପ୍ରପାତରେ ନାବାଳକ ନିଖୋଜ

ଝାରସୁଗୁଡ଼ା,୧।୯: ଝାରସୁଗୁଡ଼ା ଜିଲା ଲାଲପଥର ଜଳ ପ୍ରପାତରେ ରବିବାର ଏକ ଅଘଟଣ ଘଟିଛି। ଜଳ ପ୍ରପାତରେ ଗାଧୋଇବା ବେଳେ ପାଣି ବୁଡି ନାବାଳକ ଜଣକ ନିଖୋଜ ହୋଇଯାଇଥିବା…

ଚିକିଟି ବିଷାକ୍ତ ମଦରେ ଆଖି ବୁଜିଲେ ଆଉ ଜଣେ

ଚିକିଟି,୧।୯(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଷାକ୍ତ ମଦ ମୃତ୍ୟୁ ମାମଲାରେ ରବିବାର ମଧ୍ୟାହ୍ନରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଚିକିଟି ବିଜ୍ଞାପିତ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ଟଙ୍କା ପଇସା, ଯାତ୍ରା, ବାଣିଜ୍ୟ, ବ୍ୟବସାୟ,ପ୍ରତିଯୋଗିତା ପାଇଁ ଚିନ୍ତା କରିବେ। ଶେଷ ପର୍ଯ୍ୟାୟକୁ ଯାଇଥିବା କୌଣସି ନିଷ୍ପତ୍ତି ଆମତ୍ୀୟସ୍ବଜନଙ୍କ ବିରୁଦ୍ଧାଚରଣ ଯୋଗୁ…