ଗୋଟିଏ ଦିନ ପାଇଁ ବନ୍ଦ ରହିବ ଗେଟ୍‌ଓ୍ବେ ଅଫ୍‌ ଇଣ୍ଡିଆ, ଜାଣନ୍ତୁ କାରଣ

ମୁମ୍ବାଇ,୧ା୯: ଲୋକଙ୍କ ପାଇଁ ଗୋଟିଏ ଦିନ ବନ୍ଦ ରହିବ ଗେଟ୍‌ ଓ୍ବେ ଅଫ୍‌ ଇଣ୍ଡିଆ ବା ଇଣ୍ଡିଆ ଗେଟ୍‌। ରବିବାର ସକାଳ ୧୦ଟାଠାରୁ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ…

ଆଜି ପ୍ରବଳ ବର୍ଷିବ, ୩ରୁ କମିବ

ଭୁବନେଶ୍ୱର,୧।୯(ଅନୁରାଧା ମହାରଣା): ବଙ୍ଗୋପସାଗର ସୃଷ୍ଟି ହୋଇଥିବା ସୁଦୃଶ ଲଘୁଚାପ ଶନିବାର ଅବପାତର ରୂପ ନେବା ପରେ ଦକ୍ଷିଣ ଓଡ଼ିଶା ସମେତ ଅନ୍ୟାନ୍ୟ ଜିଲାରେ ପ୍ରବଳ ବର୍ଷା ଲାଗିରହିଛି।…

ଏକ୍ସ’କୁ ବ୍ୟାନ୍‌

ସାଓ ପାଉଲୋ, ୧।୯: ମାଇକ୍ରୋବ୍ଲଗିଂ ପ୍ଲାଟ୍‌ଫର୍ମ ଏକ୍ସ’କୁ ଶନିବାର ବ୍ରାଜିଲ ବ୍ୟାନ୍‌ କରିଛି। ୨୪ ଘଣ୍ଟା ମଧ୍ୟରେ ଜଣେ ଆଇନ ଅଧିକାରୀଙ୍କୁ ନିଯୁକ୍ତ କରିବା ପାଇଁ ଶୁକ୍ରବାର…

ଇଡି ସ୍କାନରରେ ବୁର୍ଜ ଖଲିଫା ନିର୍ମାଣ କରିଥିବା କମ୍ପାନୀ, ଜାଣନ୍ତୁ ପୂରା ଘଟଣା…

ଦୁବାଇ,୧ା୯: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ର ଦୁବାଇରେ ଥିବା ପ୍ରସିଦ୍ଧ ରିଏଲ ଇଷ୍ଟେଟ କମ୍ପାନୀର ଭାରତୀୟ ୟୁନିଟ୍‌ ଏମାର ଇଣ୍ଡିଆ ବିରୋଧରେ ଏନ୍‌ଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ପ୍ରମୁଖ…

ମାଲୟାଲମ୍‌ ସିନେମାର କଳା ଅଧ୍ୟାୟ: ଗୁପ୍ତ କ୍ୟାମେରାରେ ହେଉଥିଲା ନଗ୍ନ ଭିଡିଓ

ଥିରୁଭାନନ୍ଥପୁରମ୍‌,୧ା୯: ଜଷ୍ଟିସ୍‌ ହେମା କମିଟି ରିପୋର୍ଟ ମାଲୟାଲମ୍‌ ଚଳଚ୍ଚିତ୍ର ଶିଳ୍ପର ପାଣ୍ଡୋରା ବାକ୍ସ ଖୋଲିଥିବାବେଳେ ଅଭିନେତ୍ରୀମାନଙ୍କୁ ଯୌନ ନିର୍ଯାତନା ଦିଆଯାଉଥିବାର ନୂଆ ନୂଆ ଘଟଣା ପ୍ରତିଦିନ ପ୍ରଘଟ…

ଆନ୍ଦୋଳନ ବେଳେ ବଳ ପ୍ରୟୋଗ, କୋଲକାତା ପୋଲିସ ମୁଖ୍ୟଙ୍କୁ ଏନ୍‌ଏଚ୍‌ଆର୍‌ସି ନୋଟିସ

ନୂଆଦିଲ୍ଲୀ,୧ା୯ (ପି.ଟି.): କୋଲକାତାର ଆର୍‌.ଜି. କର ହସ୍ପିଟାଲର ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବିକରି ଛାତ୍ରୀଛାତ୍ର ଗତ ୨୭ ତାରିଖରେ ନବାନ୍ନ…

ଛତୁଆ: ମଣିଷ କ’ଣ, ଗୋରୁ ଖାଉନାହାନ୍ତି

ଭୁବନେଶ୍ୱର,୧ା୯(ଅନିଲ ଦାସ): ଅଙ୍ଗନଓ୍ବାଡି ପିଲାମାନଙ୍କୁ ପୁଷ୍ଟିକର ଖାଦ୍ୟ ନାମରେ ଦିଆଯାଉଥିବା ଛତୁଆ ଅତ୍ୟନ୍ତ ନିମ୍ନମାନର। କେବଳ ଗହମ ଓ ଚିନି ମିଶାଇ ଦିଆଯାଉଛି। ସେ ଛତୁଆକୁ ମଣିଷ…

ରୁବିନା ଫ୍ରାନ୍ସିସ୍‌ଙ୍କୁ ବ୍ରୋଞ୍ଜ

ଚାଟେରକ୍ସ,୧ା୯(ପି.ଟି.): ପ୍ୟାରିସ୍‌ରେ ଅନୁଷ୍ଠିତ ପାରାଲିମ୍ପିକ୍ସ ୨୦୨୪ରେ ଶନିବାର ଭାରତ ପାଇଁ ପଞ୍ଚମ ପଦକ ବିଜୟୀ ହୋଇଛନ୍ତି ପିସ୍ତଲ ଶୁଟର ରୁବିନା ଫ୍ରାନ୍ସିସ୍‌। ଏସ୍‌ଏଚ୍‌୧ ବର୍ଗର୧୦ ମିଟର ଏୟାର…

ବଢ଼ିଲା ଗ୍ୟାସ୍‌ ଦର, ଜାଣନ୍ତୁ କେତେ ବଢ଼ିଲା…

ନୂଆଦିଲ୍ଲୀ,୧ା୯:  ନୂଆ ମାସର ପ୍ରଥମ ଦିନରେ ସାଧାରଣ ଲୋକମାନେ ମୁଦ୍ରାସ୍ଫୀତିର ଏକ ନୂଆ ଝଟ୍‌କା ଟକା ପାଇଛନ୍ତି। ସରକାରୀ ତୈଳ ଏବଂ ଗ୍ୟାସ୍‌ ମାର୍କେଟିଂ କମ୍ପାନୀଗୁଡ଼ିକ ଏଲ୍‌ପିଜି…

ପିଟି ମାରୁଛନ୍ତି ଗୋରକ୍ଷକ

ଚଣ୍ଡିଗଡ଼/ ମୁମ୍ବାଇ/ଗୁଆହାଟୀ, ୧ା୯: ଗୋମାଂସ ଖାଉଥିବା ସନ୍ଦେହରେ ପଶ୍ଚିମବଙ୍ଗର ଜଣେ ଦାଦନ ଶ୍ରମିକଙ୍କୁ ହରିୟାଣା ଗୋରକ୍ଷକ ସଙ୍ଗଠନର ସଦସ୍ୟମାନେ ପିଟି ହତ୍ୟା କରିଛନ୍ତି। ଗତ ୨୭ ତାରିଖରେ…