ବାଲି ଚୋରାଚାଲାଣର ମାଧ୍ୟମ ଗ୍ରାମାଞ୍ଚଳ ରାସ୍ତା

ହାଟଡିହୀ,୩।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ପକ୍ଷରୁ ଯାଞ୍ଚ ପ୍ରକ୍ରିୟାକୁ କଡ଼ାକଡ଼ି କରାଯାଉଛି। ଫଳରେ ବେଆଇନ ବାଲି ଚୋରାଚାଲାଣ କିଛି ମାତ୍ରାରେ ହ୍ରାସ ପାଇଥିଲେ ବି…

ଆରମ୍ଭ ହେବ ‘ବୁଢ଼ାବଳଙ୍ଗ ସଂସ୍କାର ଯୋଜନା’

ବାଲେଶ୍ୱର, ୩।୭(ମାନସ ବିଶ୍ୱାଳ): ବାଲେଶ୍ୱର ନିର୍ବାଚନମଣ୍ଡଳୀ ଅଧୀନ ବନ୍ୟା ପ୍ରବଣ ଅଞ୍ଚଳ ଭାବେ ପରିଚିତ ବିଭିନ୍ନ ପଞ୍ଚାୟତରେ ବନ୍ୟାଜଳ ନିଷ୍କାସନ ଓ ସମ୍ଭାବ୍ୟ ବନ୍ୟା ସ୍ଥିତିର ନିୟନ୍ତ୍ରଣ…

ଚାମ୍ପୟନ୍ସ ଟ୍ରଫି ଉପରେ ଆଇସିସିକୁ ଚେତାବନୀ ଦେଲେ ପାକିସ୍ତାନର ପୂର୍ବତନ ଖେଳାଳି, କହିଲେ ଟିମ୍‌ ଇଣ୍ଡିଆକୁ…

ନୂଆଦିଲ୍ଲୀ,୩।୭: ଟି -୨୦ ବିଶ୍ୱକପ୍‌ ୨୦୨୪ରେ ଭାରତ ଟାଇଟଲ ଜିତିଛି। ବର୍ତ୍ତମାନ ପରବର୍ତ୍ତୀ ଆଇସିସି ଟୁର୍ନାମେଣ୍ଟ ଚାମ୍ପୟନ୍ସ ଟ୍ରଫି ୨୦୨୫ରେ ଖେଳାଯିବ। ଚାମ୍ପିୟନ୍ସ ଟ୍ରଫି ପାକିସ୍ତାନ ଦ୍ୱାରା…

ରାଜ୍ୟ ସଭାରେ ଧନ୍‌କର-ଖାର୍ଗେ ମୁହାଁମୁହିଁ

ନୂଆଦିଲ୍ଲୀ, ୦୩।୦୭: ରାଜ୍ୟ ସଭାରେ ଅଧ୍ୟକ୍ଷତା କରୁଥିବା ଉପରାଷ୍ଟ୍ରପତି ଜଗଦୀପ ଧନ୍‌କର ଏବଂ ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖାର୍ଗେଙ୍କ ମଧ୍ୟରେ ମଙ୍ଗଳବାର ଜୋର୍‌ଦାର ବାକ୍‌ଯୁଦ୍ଧ ଦେଖିବାକୁ…

ଏସ୍‌ଏଚ୍‌ଜି କାର୍ଯ୍ୟକର୍ତ୍ତାଙ୍କୁ ଦୁର୍ବ୍ୟବହାର କଲେ ଇନଚାର୍ଜ, ତାତିଲେ ମହିଳା

ସିମୁଳିଆ, ୩।୭(ସନ୍ତୋଷ ନାୟକ): ସରକାର ଏସ୍‌ଏଚ୍‌ଜି ମହିଳାମାନଙ୍କୁ ମିଶନଶକ୍ତି ମାଧ୍ୟମରେ ସଶକ୍ତିକରଣ କରିବା ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ତେବେ ଗ୍ରୁପମାନଙ୍କ ଦାୟିତ୍ୱରେ ଥିବା ବାଲେଶ୍ୱର…

ବିଧବା ସମୟରେ ମିଳିଥିଲା ଚାକିରି : ଅନ୍ୟତ୍ର ବିବାହ ପରେ ….

ଗୋପବନ୍ଧୁ ନଗର(ଶାନ୍ତନ୍ତୁ କୁମାର ମଢ଼ୁଆଳ)/ଖୁଣ୍ଟା(ଦେବରଞ୍ଜନ ବେହେରା),୩।୭: ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ରାଣୀବନ୍ଧ ନୋଡାଲ ଉଚ୍ଚ ବିଦ୍ୟାଳୟ ଛାତ୍ରୀନିବାସରେ ପାଚିକା ନିଯୁକ୍ତିକୁ ନେଇ ବିବାଦ…

ସତ୍‌ସଙ୍ଗରେ ଦଳାଚକଟା: ୧୧୬ ମୃତ

ହାଥରସ୍‌(ୟୁପି),୩ା୭: ଉତ୍ତରପ୍ରଦେଶର ହାଥରସ୍‌ ଜିଲାର ପୁଲରାଇ ଗ୍ରାମରେ ମଙ୍ଗଳବାର ଅପରାହ୍ନରେ ସତ୍‌ସଙ୍ଗ ଚାଲିଥିବାବେଳେ ଦଳାଚକଟା ଘଟି ୧୧୬ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଅଧିକାଂଶ…

ଜଳବନ୍ଦୀ ସ୍ଥିତିର ମୁକାବିଲା କରିବ ରାପିଡ୍‌ ଆକ୍ସନ୍‌ ଟିମ୍‌

ଭୁବନେଶ୍ୱର, ୩।୭ (ବନ୍ଦନା ସେଠୀ): ଅସରାଏ ବର୍ଷାରେ ଭୁବନେଶ୍ୱରର ବିକାଶ ଉବୁଟୁବୁ ହେଉଛି। ପ୍ରତିବର୍ଷ ଏଭଳି ସମସ୍ୟା ଦେଖାଦେଉଥିଲେ ମଧ୍ୟ ଚେତୁନି ବିଏମ୍‌ସି। ସେଥିପାଇଁ ମୁକୁଳା ଡ୍ରେନ୍‌ରେ…

ୟୁନିଭର୍ସିଟି ଲ’ କଲେଜରେ ଏଲ୍‌ଏଲ୍‌ଏମ୍‌ ପାଠ୍ୟକ୍ରମ ଜାରି ରହିବ

ଭୁବନେଶ୍ୱର,୩।୭(ଅସମାପିକା ସାହୁ): ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ୟୁନିଭର୍ସିଟି ଲ’ କଲେଜରେ ଏଲ୍‌ଏଲ୍‌ଏମ୍‌ ପାଠ୍ୟକ୍ରମ ଜାରି ରହିବ। ଏନେଇ ମଙ୍ଗଳବାର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ…

ଶିକ୍ଷାବର୍ଷ ଆରମ୍ଭର ୩ ମାସ ପରେ ବି ମିଳିନି ପାଠ୍ୟପୁସ୍ତକ: ଚିନ୍ତାରେ ଅଭିଭାବକ

ବାରିପଦା,୩।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଜ୍ୟ ସରକାର ଶିକ୍ଷାକୁ ଗୁରୁତ୍ୱ ଦେବା ନିମନ୍ତେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ସରକାରୀ ସ୍କୁଲ ପ୍ରତି ଛାତ୍ରୀଛାତ୍ରମାନଙ୍କୁ ଆକୃଷ୍ଟ କରିବା ପାଇଁ…