ବାରିପଦା ସହରରେ ବୁଲୁଛି ବାଘ

ବାରିପଦା,୧୭ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରସ୍ଥିତ ବୁଢ଼ିଖମାରୀଠାରେ କଲରାପତରିଆ ବାଘ ଆତଙ୍କ ଖେଳାଇବାରେ ଲାଗିଛି। ବାଘଟି ଏକ ସ୍କୁଲ ମଧ୍ୟରେ ପଶିଯାଇଥିବାରୁ ଧରିବା ପାଇଁ…

୨୦୨୪ରେ ଭାରତର ଜିଡିପି ଅଭିବୃଦ୍ଧି ଆକଳନ ୬.୯% ପର୍ଯ୍ୟନ୍ତ ବୃଦ୍ଧି କଲା ଜାତିସଂଘ

ନୂଆଦିଲ୍ଲୀ,୧୭।୫: ମିଳିତ ଜାତିସଂଘ ୨୦୨୪ ପାଇଁ ଭାରତର ଅଭିବୃଦ୍ଧି ଆକଳନକୁ ସଂଶୋଧନ କରିଛି ଏବଂ ଚଳିତ ବର୍ଷ ଅର୍ଥନୀତି ପ୍ରାୟ ୭% ବୃଦ୍ଧି ପାଇବ ବୋଲି ଆକଳନ…

କୋହଲିଙ୍କ ପରି ତାଙ୍କ ଝିଅ ବି ହେବେ କ୍ରିକେଟର୍‌! ଏବେଠୁ କଲେଣି…

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଆଇପିଏଲ ୨୦୨୪ର ପ୍ଲେ ଅଫରେ ପହଞ୍ଚିବା ଲକ୍ଷ୍ୟରେ ରହିଛି। ଏହି ଦଳ ଆଜି ଚେନ୍ନାଇ ସୁପର କିଙ୍ଗ୍ସ…

ବହୁମତ ହାସଲ ନ କଲେ କ’ଣ ରହିବ ଭାଜପାର ପ୍ଲାନ୍‌ ବି: ଜାଣନ୍ତୁ କ’ଣ କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୭।୫: ଲୋକ ସଭା ନିର୍ବାଚନର ଚାରୋଟି ପର୍ଯ୍ୟାୟ ପାଇଁ ମତଦାନ ହୋଇଛି। ଏନଡିଏ ପୁଣିଥରେ କେନ୍ଦ୍ରରେ ସରକାର ଗଠନ କରିବ ବୋଲି ଦାବି କରିଛି ଭାଜପା। ଅନ୍ୟପଟେ…

ଜାଣନ୍ତୁ କେଉଁ ରାଜନେତା କେତେ ପଢ଼ିଛନ୍ତି, କାହାର ଶିକ୍ଷାଗତ ଯୋଗ୍ୟତା ଅଧିକ, କାହାର କମ୍‌

ଆମର ଅନେକ ରାଜନେତା ଅଛନ୍ତି, ଯେଉଁମାନଙ୍କ ହାତରେ ଆମ ଦେଶ ଏବଂ ରାଜ୍ୟ ପରିଚାଳିତ ହେଉଛି। ତେବେ ଏମାନଙ୍କ ଶିକ୍ଷାଗତ ଯୋଗ୍ୟତା ବିଷୟରେ ଅଧିକାଂଶ ଲୋକ ଜାଣି…

ଚଳିତ ମାସ ଶେଷରେ ବଙ୍ଗୋପସାଗରରେ ଆସିପାରେ ବାତ୍ୟା, ଓଡ଼ିଶା ଉପରେ ପଡ଼ିବ କି ପ୍ରଭାବ ?

ଭୁବନେଶ୍ୱର,୧୭।୫: ଚଳିତ ମାସର ଶେଷ ଭାଗରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଯଦିଓ ଭାରତ ପାଣିପାଗ ବିଭାଗ (ଆଇଏମଡି) ଏପର୍ଯ୍ୟନ୍ତ କୌଣସି ଅଫିସିଆଲ ପୂର୍ବାନୁମାନ କରିପାରି…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଶସ୍ତା ହେଲା ୪୧ ଔଷଧର ଦାମ୍‌

ନୂଆଦିଲ୍ଲୀ,୧୭।୫:ମଧୁମେହ, ଯନ୍ତ୍ରଣା, ହୃଦ୍‌ରୋଗ, ଯକୃତ, ସଂକ୍ରମଣ ଏବଂ ଆଲର୍ଜି ପାଇଁ ଔଷଧ ଶସ୍ତା ହୋଇଛି। କେନ୍ଦ୍ର ସରକାର ଏହିସବୁ ଔଷଧ ଗୁଡିକର ନୂତନ ମୂଲ୍ୟ ସ୍ଥିର କରିଛନ୍ତି।…

ଏହି ଦିନ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ

କଟକ,୧୭।୫: ମେ’ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ। ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ମୁକ୍ତବିଦ୍ୟାଳୟ ଫଳ ଏକକାଳୀନ ପ୍ରକାଶ ପାଇବ ବୋଲି ଜଣାପଡିଛି।…

୩ ବର୍ଷର ଝିଅକୁ କାର୍‌ ଭିତରେ ଛାଡି ମା’ବାପା ଗଲେ ବିବାହ ଭୋଜି: ପରେ ଆସି ଦେଖିବାରୁ…

କୋଟା, ୧୭।୫:ରାଜସ୍ଥାନର କୋଟାରେ ଗୁରୁବାର ଏକ ବନ୍ଦ କାର୍‌ରେ ଜଣେ ୩ ବର୍ଷୀୟା ଝିଅର ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ଘଟିଛି। ସ୍ଥାନୀୟ ବାସିନ୍ଦା ପ୍ରଦୀପ ନାଗର ୨…

ପୁଣି ଘୁଞ୍ଚିଲା ‘ଏମରଜେନ୍ସି’ର ରିଲିଜ୍‌ ଡେଟ୍‌

ମୁମ୍ବାଇ:ଚଳିତ ଲୋକ ସଭା ନିର୍ବାଚନରେ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାୱତ ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଆସନ୍ତା…