ଜେଜେ ବୟସର ବ୍ୟକ୍ତିଙ୍କ ସହ ହେଲା ପ୍ରେମ: ଭିଡିଓ ଶେୟାର କରି ଏପରି କହିଲେ ଯୁବତୀ, ଥରେ ଶୁଣିଲେ… 

ବର୍ତ୍ତମାନ  ସମୟରେ ଯେ କେହି ରାତାରାତି ଭାଇରାଲ ହେବାକୁ ସର୍ବଦା ଚେଷ୍ଟା  ଚଲାଇଛନ୍ତି। ଏ ନେଇ ଇନ୍‌ଷ୍ଟାଗ୍ରାମ୍‌ ରିଲ୍‌ରେ ସେମାନେ ସମ୍ପର୍କ ଯୋଡ଼ି ସେସବୁକୁ ସୋସିଆଲ ମିଡିଆରେ…

ରାହୁଲଙ୍କୁ ପାଠ ପଢାଇଲେ ମୋଦି, କହିଲେ ବିରୋଧୀ ଦଳ ନେତାଙ୍କୁ…

ନୂଆଦିଲ୍ଲୀ,୧।୭: ସୋମବାର ସଂସଦ ଅଧିବେଶନ ଉତ୍ତେଜନା ପୂର୍ଣ୍ଣ ହୋଇଥିଲା। କଂଗ୍ରେସ ଏମପି ତଥା ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଭାଜପା ଓ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ…

ବିଭିନ୍ନ ବିଭାଗର ସଚିବଙ୍କ ସହିତ ଆଲୋଚନା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧।୭: ନୂତନ ଭାବେ ଯୋଗଦେଇଥିବା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୋମବାର ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଆଲୋଚନା କରିଛନ୍ତି। ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକରେ…

ଲାଗୁ ହେଲା ନୂଆ ଆପରାଧିକ ଆଇନ

ଖୋର୍ଦ୍ଧା,୧।୭ (ପ୍ରଭାତ ପାଣିଗ୍ରାହୀ) : ଆଜିଠୁ ଦେଶରେ ଲାଗୁ ହେଲା ନୂଆ ଆପରାଧିକ ଆଇନ। ଏଣିକି ଦଣ୍ଡ ନୁହେଁ, ଜନତାଙ୍କୁ ନ୍ୟାୟ ଦେବା ଉପରେ କାର୍ଯ୍ୟ କରିବ…

ପ୍ରବଳ ବର୍ଷା ପରେ ରାସ୍ତାରେ ବୁଲୁଛି କୁମ୍ଭୀର, ଲୋକେ ଭୟଭୀତ

ମୁମ୍ବାଇ,୧।୭: ମୌସୁମୀ ଆସିବା ପରେ ମହାରାଷ୍ଟ୍ରର ଉପକୂଳ ଅଞ୍ଚଳ ରତ୍ନଗୀରିରେ ଏକ ଅଦ୍ଭୁତ ଦୃଶ୍ୟ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ପରେ ରାସ୍ତାରେ କୁମ୍ଭୀର ଚାଲୁଥିବାର ଦୃଶ୍ୟ…

ମନଇଛା କାଟିପାରିବେନି ତାଳଗଛ; ନେବାକୁ ପଡ଼ିବ ସରକାରଙ୍କ ଅନୁମତି

ଭୁବନେଶ୍ୱର, ୧।୭: ବଜ୍ରପାତ ଯୋଗୁ ରାଜ୍ୟରେ ବହୁ ଜୀବନ ଚାଲିଯାଉଛି। ଏଥିରୁ ଲୋକମାନଙ୍କୁ ବଞ୍ଚାଇବା ପାଇଁ ପାରମ୍ପରିକ ପଦ୍ଧତି ଆପଣାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ବିନା ଅନୁମତିରେ…

ସଂସଦରେ ରାହୁଲଙ୍କ ବୟାନକୁ ନେଇ ଏମିତି ହେଲା ହଙ୍ଗାମା…, ହଠାତ୍‌ ଉଠି ଠିଆ ହୋଇଗଲେ ମୋଦି

ନୂଆଦିଲ୍ଲୀ,୧।୭: ସଂସଦ ଅଧିବେଶନରେ ରାହୁଲ ଗାନ୍ଧୀ ସୋମବାର ଏମିତି ଏକ ବୟାନ ଦେଇଛନ୍ତି ଯାହା ସମଗ୍ର ଲୋକ ସଭାରେ ଆଲୋଡ଼ନ ସୃଷ୍ଟି କରିଛି। ରାହୁଲ ଗାନ୍ଧୀ ତାଙ୍କ…

ନୂଆ ଆଇନକୁ ନେଇ ବୈଠକ: ଥାନାଧିକାରୀଙ୍କ ବ୍ୟବହାର ଦେଖି…

ମୋରଡ଼ା,୧ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ପରିସରରେ ଆଜି ଆଇନ ସଚେତନତାକୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଥାନାଧିକାରୀ ସତ୍ୟନାରାୟଣ ବଳଙ୍କ ପୌରୋହିତ୍ୟରେ ଅନୁଷ୍ଠିତ…

୧୬ ବର୍ଷ ପରେ ସାଧାରଣ ଲୋକଙ୍କ ପାଇଁ ଖୋଲାଗଲା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର,୧।୭: ଦୀର୍ଘ ୧୬ ବର୍ଷ ପରେ ସାଧାରଣ ଲୋକଙ୍କ ପାଇଁ ଖୋଲିଲା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ। ୨୦୦୮ ମସିହାରେ ଶେଷଥର ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ବିଏମ୍‌ସି ଉପରେ ‘ମୋ ଖତ’ ବୋଝ

ଭୁବନେଶ୍ୱର, ୧।୭ (ବନ୍ଦନା ସେଠୀ): ସହରରୁ ସଂଗୃହୀତ ଓଦା ଆବର୍ଜନାକୁ ପ୍ରକ୍ରିୟାକରଣ କରାଯାଇ ସେଥିରୁ ଖତ ପ୍ରସ୍ତୁତ କରାଯିବ। ସେହି ଖତକୁ ବିକ୍ରି କରାଯିବା ସହ ଏଥିରେ…