ରାଜ୍ୟପାଳଙ୍କ ଅଡ଼ୁଆ ବଢ଼ିଲା, ଏବେ ନୃତ୍ୟଶିଳ୍ପୀ ଆଣିଲେ ଦିଲ୍ଲୀ ନେଇ ଅସଦାଚରଣ କରିଥିବା ଅଭିଯୋଗ

କୋଲକାତା,୧୪।୫: ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦଙ୍କ ଅଡ଼ୁଆରେ ବଢ଼ିବାରେ ଲାଗିଛି। ଏବେ ତାଙ୍କ ଉପରେ ଜଣେ ନୃତ୍ୟଶିଳ୍ପୀ ଅସଦାଚରଣ ଭଳି ବଡ଼ ଅଭିଯୋଗ ଆଣିଛନ୍ତି। ନୃତ୍ୟଶିଳ୍ପୀଙ୍କ ଅଭିଯୋଗ…

ଆହତ ସତ୍ତ୍ୱେ ଟସ୍କିନ ଅହମଦଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଢାକା,୧୪ା୫: ପାର୍ଶ୍ୱ ଯନ୍ତ୍ରଣା ପାଇଁ ଚିକିତ୍ସାଧୀନ ଥିବା ସତ୍ତ୍ୱେ ପେସ୍‌ ବୋଲର ଟସ୍କିନ ଅହମଦ ଆସନ୍ତା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ବାଂଲାଦେଶ ଦଳରେ ସ୍ଥାନ ପାଇଛନ୍ତି।…

ଗାଳି ପରେ ଏବେ କେ ଏଲ୍‌ ରାହୁଲଙ୍କୁ ଡିନର୍‌ ପାର୍ଟୀ ଦେଲେ ମାଲିକ, ଆଲିଙ୍ଗନ କରି ସ୍ବାଗତ

ନୂଆଦିଲ୍ଲୀ,୧୪।୫: ବିବାଦର ଅନ୍ତ। କେ ଏଲ୍‌ ରାହୁଲ ଏବଂ ସଞ୍ଜୀବ ଗୋଏଙ୍କାଙ୍କ ମଧ୍ୟରେ ସବୁକିଛି ଠିକ୍‌ ଅଛି। ସାମ୍ନାକୁ ଆସିଥିବା ଉଭୟଙ୍କ ଫଟୋରୁ ଏହା ସ୍ପଷ୍ଟ ହୋଇଛି।…

ଦୁର୍ଘଟଣାରେ ମୃତ ପ୍ରିିଜାଇଡିଂ ଅଫିସରଙ୍କ ପରିବାରକୁ ମିଳିବ ସହାୟତା, ଇସି କଲେ ଘୋଷଣା

ନୂଆପଡ଼ା/କୋରୁକୋଣ୍ଡା,୧୪।୫: ନିର୍ବାଚନ କାର୍ଯ୍ୟ ସାରି ଘରକୁ ଫେରୁଥିବାବେଳେ ଦୁର୍ଘଟଣାର ଶିକାର ହୋଇ ପ୍ରିିଜାଇଡିଂ ଅଫିସର ପ୍ରସନ୍ନ ନାୟକଙ୍କ ମୃତ୍ୟୁ ଘଟିଛି। ତାଙ୍କ ପରିବାରଙ୍କୁ ସହାୟତା ପାଇଁ ଘୋଷଣା…

କେଜରିଓ୍ବାଲଙ୍କ ଘରେ ସ୍ବାତୀ ମାଲିୱାଲଙ୍କୁ ମାଡ଼ ମରାଯିବା ଘଟଣା: ସ୍ବୀକାର କଲା ଏଏପି

ନୂଆଦିଲ୍ଲୀ,୧୪।୫:ଦଳର ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବାସଭବନରେ ଦୁର୍ବ୍ୟବହାର କରାଯିବା ସହ ମାଡ଼ ମରାଯାଇଥିବା ଘଟଣାକୁ ସ୍ବୀକାର କରିଛି ଆମ ଆଦମୀ…

ଅବକାରୀ ଦୁର୍ନୀତି ମାମଲା: ଏଏପିକୁ ଅଭିଯୁକ୍ତ ଦର୍ଶାଇବ ଇଡି

ନୂଆଦିଲ୍ଲୀ,୧୪।୫: ଅବକାରୀ ଦୁର୍ନୀତି ମାମଲାରେ ଦାଖଲ କରାଯିବାକୁ ଥିବା ଆଗାମୀ ଅଭିଯୋଗପତ୍ରରେ ଆମ ଆଦମୀ ପାର୍ଟି(ଏଏପି)କୁ ଅଭିଯୁକ୍ତ ଦର୍ଶାଯିବ ବୋଲି ଦିଲ୍ଲୀ ହାଇକୋର୍ଟରେ ଇଡି କହିଛି। ଏପରିକି…

ଶକ୍ତି ପ୍ରଦର୍ଶନ କଲା ବିଜେଡି: ୭ ପଞ୍ଚାୟତରେ ବାଇକ୍‌ ରାଲି

ହାଟଡିହୀ,୧୪l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ପକ୍ଷରୁ ବାଇକ୍‌ ରାଲି ମାଧ୍ୟମରେ ନିର୍ବାଚନ ପ୍ରଚାରକୁ ଜୋରଦାର କରାଯାଇଛି। ମଙ୍ଗଳବାର ହାଟଡିହୀ ବ୍ଲକର ୩୭ନମ୍ବର…

ଏବେ ତିହାର ଜେଲ୍‌କୁ ବୋମାରେ ଉଡାଇ ଦେବାକୁ ଧମକ; ଦିଲ୍ଲୀ ପୋଲିସର ତନାଘନା…

ନୂଆଦିଲ୍ଲୀ,୧୪।୫: ଦିଲ୍ଲୀର ତିହାର ଜେଲ୍‌କୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି। ମଙ୍ଗଳବାର ଏକ ଇମେଲ ମାଧ୍ୟମରେ ଏହି ଧମକ ମିଳିବା ପରେ ଜେଲ ପ୍ରଶାସନ ପକ୍ଷରୁ…

ଆସୁଛି ବଡ଼ ଲଘୁଚାପ! ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୪।୫: ଆସୁଛି ବଡ଼ ବର୍ଷା। ଆଗାମୀ ଦୁଇ ଦିନ ଘଡ଼ଘଡ଼ି ସହ ବର୍ଷା ପବନ ହେବା ସମ୍ଭାବନା ରହିଛି। ଏନେଇ କିଛି ଜିଲାକୁ ଆଞ୍ଚଳିକ ପାଣିପାଗ ବିଭାଗର…

ରାଶିଫଳ: ବୁଧବାର, ମେ ୧୫ ତାରିଖ – Daily Horoscope

ମେଷ ଆଜି ସବୁ ଭଲ ହେଲେ ମଧ୍ୟ ସ୍ପଷ୍ଟବାଦିତା ଯୋଗୁ ଅନ୍ୟମାନଙ୍କ ଚକ୍ଷୁଶୂଳ ହେବେ। ବାଣିଜ୍ୟ, ଯୋଗାଯୋଗ, ବନ୍ଧୁଙ୍କୁ ପ୍ରତୀକ୍ଷା ଏବଂ କାର୍ଯ୍ୟାରମ୍ଭ କ୍ଷେତ୍ରରେ ବ୍ୟତିକ୍ରମର ଆଶଙ୍କା…