ଧାନ କିଣାରେ ବିଭ୍ରାଟ : ବିଷ ବୋତଲ ଧରି ଧାରଣାରେ ବସିଲେ ଚାଷୀ

ବାସୁଦେବପୁର , ୨୭।୧(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପୁର ପଞ୍ଚାୟତର ବଛାଦା ସେବା ସମବାୟ ସମିତିରେ ଧାନ କିଣାରେ ବିଭ୍ରାଟ ନେଇ ମଙ୍ଗଳବାର ବିଷ ବୋତଲ…

ଏହି ଗାଁରେ ବ୍ୟାନ ହେଲା ‘ଲଭ ମ୍ୟାରେଜ’, ନିୟମ ନ ମାନିଲେ ଦମ୍ପତ୍ତିଙ୍କ ସହ ପରିବାର ସଦସ୍ୟଙ୍କୁ ମିଳିବ ଏମିତି ଦଣ୍ଡ

ରତଲାମ,୨୭।୧: ମଧ୍ୟପ୍ରଦେଶର ରତଲାମ ଜିଲାର ପଞ୍ଚେଭା ଗାଁରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଗାଁ ଲୋକେ ଏକ ‘ତୁଗଲକି ନିୟମ’ ଜାରି କରିଛନ୍ତି ଯାହା ଦ୍ୱାରା…

ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା: ବିଜେଡି କହିଲା ଅଲ ଦି ବେଷ୍ଟ…

ଭୁବନେଶ୍ୱର,୨୭।୧: ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ନବନିର୍ମାଣ କୃଷି ସଂଘ ଦ୍ୱାରା ଏହି ଡାକରା ଦିଆଯାଇଛି। ନବନିର୍ମାଣ କୃଷକ ସଂଗଠନ ଓଡ଼ିଶା ବନ୍ଦ ପାଇଁ ଆହ୍ବାନ…

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍‌, ଘଟଣାସ୍ଥଳରେ…

ଗୁଣପୁର,୨୭।୧( ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ଗଛକୁ ପିଟିହେଲା ବାଇକ୍‌। ଜଣେ ମୃତ ଓ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି । ସୋମବାର ବିଳମ୍ବିତ ରାତିରେ ରାମନାଗୁଡ଼ା ବ୍ଲକ…

ଗର୍ଭବତୀ ବୋହୂଙ୍କୁ ନିଆଁ ଲଗାଇ ମାରିଦେଲେ ଶାଶୁଘର ଲୋକେ, ସୁନା ଚେନ୍ ଦେଇନଥିଲେ ବୋଲି..

ପାଟନା, ୨୭।୧: ବିହାରର ନାଳନ୍ଦା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଗର୍ଭବତୀ ମହିଳାଙ୍କୁ ଜୀଅନ୍ତା ଜାଳି ଦେଇଥିବା ନେଇ ଅଭିଯୋଗ ହୋଇଛି।…

ସରକାରୀ ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଧର୍ମଘଟ: ଆନ୍ଦୋଳନରେ ସାମିଲ ହେଲେ…

ଛତ୍ରପୁର, ୨୭।୧(ଦିଲ୍ଲୀପ ସାମଲ): ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ (ୟୁଏଫ୍‌ବିୟୁ) ଆହ୍ବାନରେ ମଙ୍ଗଳବାର ଦେଶର ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି…

ଗୋପାଳପୁର ବେଳାଭୂମି ମହୋତ୍ସବ:ମା’ ତାରାତାରିଣୀଙ୍କ ପୀଠରୁ ବାହାରିଲା ମଶାଲ ଶୋଭାଯାତ୍ରା

ପୁରୁଷୋତ୍ତମପୁର,୨୬।୧(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିିଦ୍ଧ  ଗୋପାଳପୁର ବେଳାଭୂମି ମହୋତ୍ସବ ମଙ୍ଗଳବାରଠାରୁ ଆରମ୍ଭ ହେଉଥିବା ବେଳେ ଏହା ପୂର୍ବରୁ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରୁ  ମଶାଲ ଶୋଭାଯାତ୍ରା…

ଯାତ୍ରା ସାରି ଫେରୁଥିବାବେଳେ ଓଲଟିପଡିଲା ଗାଡି: ଭିତରେ ବସିଥିଲେ ୮ କଳାକାର

ନବରଙ୍ଗପୁର,୨୭।୧(ସଦାଶିବ ପ୍ରହରାଜ): ଝରିଗାଁ-ଚନ୍ଦାହାଣ୍ଡି ଘାଟିରେ ଆଜି ସକାଳେ କଳାକାରମାନେ ଯାଉଥିବା ଗାଡି ଭାରସାମ୍ୟ ହରାଇ ଓଲଟି ପଡିଥିବା ସୂଚନା ମିଳିଛି। ଗାଡ଼ିରେ ବସିଥିବା ପ୍ରାୟ ୮ ଜଣ…

ଅଙ୍ଗନଓ୍ବାଡି ପିଲାଙ୍କ ପାଇଁ ଖୁସିଖବର: ସରକାରଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର, ୨୭।୧: ଅଙ୍ଗନଓ୍ବାଡି ପିଲାଙ୍କ ପାଇଁ ଖୁସିଖବର। ବଡ଼ ଘୋଷଣା କଲେ ସରକାର। ବଢ଼ିଲା ଅଙ୍ଗନବାଡି ଶିଶୁଙ୍କ ପୋଷାକର ସରକାରୀ ମୂଲ୍ୟ। ବାଳକଙ୍କ ପୋଷାକ ମୂଲ୍ୟ ୧୦୦ରୁ…

ବ୍ୟାଙ୍କ ଧର୍ମଘଟ: ବଲାଙ୍ଗୀର SBI ବ୍ୟାଙ୍କ ସମ୍ମୁଖରେ ଧାରଣା

ବଲାଙ୍ଗୀର,୨୭।୧(ସୁନିଲ କୁମାର ମହାନ୍ତି): ମଙ୍ଗଳବାର ବ୍ୟାଙ୍କ ୟୁନିଅନଗୁଡ଼ିକ ଦ୍ୱାରା ପୂର୍ଣ୍ଣ ଦିବସ ଧର୍ମଘଟ ଘୋଷଣା ପରେ, ସରକାର ଏବଂ ବ୍ୟାଙ୍କଗୁଡ଼ିକ ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ସୋମବାର ଏହାକୁ ନେଇ…