ମନୋଜ ଆହୁଜାଙ୍କୁ ବଡ଼ ଦାୟିତ଼୍ବ ଦେଲେ ଭାଜପା ସରକାର

ଭୁବନେଶ଼୍ବର, ୨୮।୦୬: ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ମନୋଜ ଆହୁଜାଙ୍କୁ ବଡ଼ ଦାୟିତ଼୍ବ ଦେଇଛନ୍ତି ରାଜ୍ୟ ସରକାର । ସେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ…

ବିକ୍ରମ ମିସରି ହେବେ ନୂଆ ବୈଦେଶିକ ସଚିବ

ନୂଆଦିଲ୍ଲୀ,୨୮।୬: ଦେଶର ଉପ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ତଥା ପୂର୍ବତନ ରାଷ୍ଟ୍ରଦୂତ ବିକ୍ରମ ମିସରିଙ୍କୁ ଭାରତ ସରକାରଙ୍କ ପରବର୍ତ୍ତୀ ବୈଦେଶିକ ସଚିବ ଭାବେ ନିଯୁକ୍ତ କରାଯାଇଛି। ସେ…

‘ସୁଭଦ୍ରା ଯୋଜନା’କୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ, ଜାଣନ୍ତୁ କ’ଣ କହିଲେ…

ଭୁବନେଶ୍ୱର,୨୮।୬: ଖୁବ୍‌ଶୀଘ୍ର ଆରମ୍ଭ ହେବ ସୁଭଦ୍ରା ଯୋଜନା । ଯାହା ନିର୍ବାଚନରେ ପ୍ରତିଶ୍ରୁତି ଦିଆଯାଇଥିଲା ତାକୁ ବାସ୍ତବ ରୂପରେଖ ଦେବେ ସରକାର । ଶୁକ୍ରବାର ଏନେଇ ସୂଚନା…

ମଦକୁ ନେଇ ବଡ଼ ଖବର, ଆହୁରି ଏତେ ମଦ ଦୋକାନ ଖୋଲିବାକୁ ବିଜ୍ଞପ୍ତି ପ୍ରକାଶ କଲେ ସରକାର

ଭୁବନେଶ୍ୱର, ୨୮।୬: କିଛିଦିନ ପୂର୍ବରୁ ଓଡ଼ିଶାରେ ମଦ ବ୍ୟାନ ହେବ ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଥିଲେ। କହିବାର ୧୨ଘଣ୍ଟା…

ଦୁଇ ଅଜେୟ ଟିମ ମଧ୍ୟରେ ହେବ ଫାଇନାଲ, ଯିଏ ବି ଜିତିଲେ ହେବ ଇତିହାସ

ନୂଆଦିଲ୍ଲୀ,୨୮।୬: ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଶନିବାର ଟି -୨୦ ବିଶ୍ୱକପ ଫାଇନାଲରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ପଡ଼ିଆକୁ ଓହ୍ଲାଇବ। ଫାଇନାଲ ପର୍ଯ୍ୟନ୍ତ ଉଭୟ ଦଳ…

କୋରାପୁଟରେ ପ୍ରବଳ ବର୍ଷା: ଜୟପୁରରେ ଟପିଲା ରେକର୍ଡ

କୋରାପୁଟ,୨୮।୬(ଅମିତାଭ ବେହେରା): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏପରିକି ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଶୁକ୍ରବାର କୋରାପୁଟ…

ରଥଯାତ୍ରା ପାଇଁ ଗଡ଼ିବ ୩୧୫ ସ୍ବତନ୍ତ୍ର ଟ୍ରେନ୍‌: ମନ୍ତ୍ରୀ

ନୂଆଦିଲ୍ଲୀ/ପୁରୀ,୨୮।୬: ଜୁଲାଇ ୭ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହାକୁ ନେଇ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ୩୧୫ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ…

ରାଶିଫଳ: ଶନିବାର, ଜୁନ୍‌ ୨୯ ତାରିଖ – Daily Horoscope

ମେଷ ଆଜି ନିଜ ପରିସରରେ ସାହାଯ୍ୟ ମାଗୁଥିବା ଲୋକଟିକୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ…

ରାଜ୍ୟସଭାରେ ଖସିପଡ଼ିଲେ କଂଗ୍ରେସର ମହିଳା ଏମ୍‌ପି, ତାପରେ…

ନୂଆଦିଲ୍ଲୀ, ୨୬।୦୬: ନିଟ୍‌ ମୁଦ୍ଦାକୁ ନେଇ ସାରା ଦେଶରେ ବିରୋଧ କରାଯାଉଥିବା ବେଳେ ବିପକ୍ଷ ଦଳ ମଧ୍ୟ ସରକାରଙ୍କୁ ଛାଡ଼ି ନାହାନ୍ତି । ଉଭୟ ଲୋକ ସଭା…

ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଅଗ୍ନିକାଣ୍ଡ

ଖଲ୍ଲିକୋଟ,୨୮।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଶୁକ୍ରବାର ଶର୍ଟ ସର୍କିଟ ହୋଇ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି…