ବୁଲାଣି ରାସ୍ତାରେ ୨ ବସ୍‌ ମୁହାଁମୁହିଁ: ଡ୍ରାଇଭରଙ୍କ ଜୀବନ ଗଲା, ୩୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ସୋନପୁର,୧୦।୫(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର-ସମ୍ବଲପୁର ରାସ୍ତାର ଉଲୁଣ୍ଡା ବ୍ଲକସ୍ଥିତ ଡୁଡୁପାଲି ଛକରେ ଶୁକ୍ରବାର ରାତିରେ ସଡକ ଦୁର୍ଘଟଣା ଘଟିଛି। ବୁଲାଣି ରାସ୍ତାରେ ୨ ଯାତ୍ରୀବାହୀ ବସ୍‌ ମଧ୍ୟରେ ମୁହାଁମୁହିଁ…

କିଶନ, ଆୟରଙ୍କୁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟରୁ ବାଦ୍‌ ଦେଇଛନ୍ତି ଅଗରକର; ଆଉ କେହି ଦାୟୀ ନୁହନ୍ତି…

ମୁମ୍ବାଇ, ୧୦ା୫: ଇଶାନ କିଶନ ଓ ଶ୍ରେୟାସ ଆୟରଙ୍କୁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟରୁ ସମ୍ପୂର୍ଣ୍ଣ ବାଦ୍‌ ଦେବା ନିଷ୍ପତ୍ତି ସିଲେକ୍ସନ କମିଟି ଚେୟାରମ୍ୟାନ ଅଜିତ ଅଗରକର ଏକାକୀ ନେଇଛନ୍ତି।…

ୟୁଜିସି-ଏନ୍‌ଇଟି ଆବେଦନ ଅବଧି ବଢ଼ିଲା

ଭୁବନେଶ୍ୱର, ୧୦।୫(ଅସମାପିକା ସାହୁ) - ଆସନ୍ତା ମାସରେ ୟୁଜିସି-ଏନ୍‌ଇଟି ଅନୁଷ୍ଠିତ ହେବ। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ଏହି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ ଅବଧିକୁ…

ମେଣ୍ଟକୁ ନେଇ ସଫାସଫା କହିଦେଲେ ମୋଦି, ଜାତୀୟ ଗଣମାଧ୍ୟମରେ ଚହଳ

ଭୁବନେଶ୍ୱର,୧୦।୪: ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ମେଣ୍ଟକୁ ନେଇ ଜାତୀୟ ଗଣମାଧ୍ୟମରେ ବଡ଼…

ଜାତୀୟ ଗଣମାଧ୍ୟମରେ ଓଡ଼ିଶାକୁ ନେଇ ମୋଦିଙ୍କ ବଡ଼ ବୟାନ, କହିଲେ ଏଥର…

ଭୁବନେଶ୍ୱର, ୧୦।୫: ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ଓଡ଼ିଶାକୁ ନେଇ ଜାତୀୟ ଗଣମାଧ୍ୟମରେ…

ଏଥର ହ୍ବାଟ୍ସଆପ୍‌ରେ ମିଳିବ ମାଟ୍ରିକ୍‌ ପରୀକ୍ଷାଫଳ

କଟକ,୧୦ା୫ (କାର୍ତ୍ତିକ ସାହୁ)- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାଫଳ ଆସନ୍ତା ୨୦ ତାରିଖ ପରେ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ପୂର୍ବରୁ ଏସ୍‌ଏମ୍‌ଏସ୍‌…

ବିଶାଳ ରାଲି ନୁହେଁ, ପ୍ରାର୍ଥିପତ୍ର ଦାଖଲ ପାଇଁ ସାଇକେଲରେ ପହଞ୍ଚିଲେ ସୁରଙ୍କ ପୁଅ ସିଦ୍ଧାର୍ଥ

ନିମାପଡ଼ା,୧୦ା୫: ପ୍ରାର୍ଥୀପତ୍ର ଦାଖଲ ସମୟରେ ସମସ୍ତ ପ୍ରାର୍ଥୀ ବିଶାଳ ରାଲି କରି ଯାଉଥିବା ନଜର ଆସିଥାଏ। ହେଲେ ନିମାପଡ଼ା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସିଦ୍ଧାର୍ଥ ରାଉତରାୟ…

ଉଇକେଟ ନେବା ପରେ ବି ସେଲିବ୍ରେଟ୍‌ କରନ୍ତି ନାହିଁ ସୁନୀଲ ନରେନ୍‌, ପଛରେ ରହିଛି ଏଭଳି କାରଣ…

ନୂଆଦିଲ୍ଲୀ,୧୦।୫: କୌଣସି ବୋଲର ପାଇଁ ଉଇକେଟ ନେବା ସବୁଠାରୁ ବଡ଼ ମୂହୁର୍ତ୍ତ ହୋଇଥାଏ। ଏହାକୁ ନେଇ ସେ ନିଜର ଖୁସିକୁ ସେଲିବ୍ରେଶନ ମାଧ୍ୟମରେ ପରିପ୍ରକାଶ କରିଥାଏ। ହେଲେ…

କେଜରିଓ୍ବାଲଙ୍କୁ ଜାମିନ ମିଳିବା ନେଇ ଶାହାଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ମିଳିଛି ଜାମିନ। ଦିଲ୍ଲୀ ଅବକାରୀ ଦୂର୍ନୀତି ମାମଲାରେ କେଜରିଓ୍ବାଲଙ୍କୁ ସୁପ୍ରିମକୋର୍ଟରୁ ଆନ୍ତରୀଣ ଜାମିନ ମିଳିଛି। ତେବେ ଏହାକୁ ନେଇ କେନ୍ଦ୍ର…

ଏହା ଲଜ୍ଜାଜନକ କଥା; ରାଗରେ ଏଭଳି କହିଦେଲେ ଶାମି…

ନୂଆଦିଲ୍ଲୀ,୧୦।୫: ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ କେଏଲ୍‌ ରାହୁଲଙ୍କ ଉପରେ ବର୍ଷିଥିଲେ ଲକ୍ଷ୍ନୌ ମାଲିକ। ଏହାର ଭିଡିଓ ଭାଇରାଲ ହେବା ପରେ ପ୍ରଶଂସକ ରାହୁଲଙ୍କ ସମର୍ଥନରେ ବାହାରିଥିଲେ।…