ଆଜି ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ୱର,୨୫।୬(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ନିମନ୍ତେ ମଙ୍ଗଳବାର ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ସାମ୍ସ ପୋର୍ଟାଲରେ ଏହା ଉପଲବ୍ଧ ହେବ।…

ଦୃଢ଼ ବିରୋଧୀ ଭୂମିକା ନେବ ବିଜେଡି

ଭୁବନେଶ୍ୱର,୨୫।୬(ଅନିଲ ଦାସ): ଦୀର୍ଘ ୨୪ ବର୍ଷ ପରେ ବିଜେଡି ଓଡ଼ିଶାରେ କ୍ଷମତାଚ୍ୟୁତ ହୋଇଛି। ଏକ ଦୃଢ଼ ବିରୋଧୀ ଦଳ ଭାବେ ବିଜେଡି ନିଜକୁ ପ୍ରସ୍ତୁତ କରିବା ଆରମ୍ଭ…

ଚାଷୀଙ୍କୁ ଦଲାଲ ମୁକ୍ତ କରାଯିବ: ମୁଖ୍ୟମନ୍ତ୍ରୀ

ଚମ୍ପୁଆ/ଝୁମ୍ପୁରା,୨୫।୬ (ମହେଶ୍ୱର ଦାସ/ଶଶିଭୂଷଣ ସାହୁ): ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ନିଜ ଜିଲା କେନ୍ଦୁଝରକୁ ମୋହନ ଚରଣ ମାଝୀ ୨ ଦିନିଆ ଗସ୍ତରେ ଆସିଛନ୍ତି।…

ବିଜେଡି ସରକାର ସମୟରେ ମୋତେ ହତ୍ୟା ଉଦ୍ୟମ ହୋଇଥିଲା: ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୫।୬(ପି.ଟି.): ବିଜେଡି ସରକାର ସମୟରେ ମୋ ଉପରେ ବୋମା ପକାଇ ହତ୍ୟା ଉଦ୍ୟମ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିଯୋଗ କରିଛନ୍ତି। କେନ୍ଦୁଝରର ଝୁମ୍ପୁରାଠାରେ…

ବଦ୍‌ଲା ନେବ ଭାରତ, ଏହି ଦେଶ ସହ ବଡ଼ ମୁକାବିଲା

ନୂଆଦିଲ୍ଲୀ, ୨୫।୬: କଙ୍ଗାରୁ ଦଳକୁ ହରାଇ ଟିମ ଇଣ୍ଡିଆ ଟି-୨୦ ବିଶ୍ୱକପ ୨୦୨୪ର ସେମିଫାଇନାଲରେ ପ୍ରବେଶ କରିଛି । ସୁପର-୮ର ଶେଷ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଅଷ୍ଟ୍ରେଲିଆକୁ…

ଅଷ୍ଟ୍ରେଲିଆକୁ ହରାଇ ସେମିଫାଇନାଲରେ ପହଞ୍ଚିଲା ଭାରତ

ଗ୍ରସ ଆଇସ୍ଲେଟ, ୨୪।୬: ସେଣ୍ଟ ଲୁସିଆସ୍ଥିତ ଡାରେନ ସାମି ଜାତୀୟ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଟି୨୦ କ୍ରିକେଟ ବିଶ୍ୱକପର ଶେଷ ସୁପର-୮ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୨୪…

ସରୋଗେସୀରେ ମା’ ହୋଇଥିବା ମହିଳା ସରକାରୀ କର୍ମଚାରୀଙ୍କୁ ୬ ମାସ ମିଳିବ ମାତୃତ୍ୱ ଛୁଟି

ନୂଆଦିଲ୍ଲୀ,୨୪ା୬: ସରୋଗେସୀରେ ମା’ ହୋଇଥିବା ମହିଳା ସରକାରୀ କର୍ମଚାରୀ ୧୮୦ ଦିନ ମାତୃତ୍ୱ ଛୁଟି ନେଇପାରିବେ। କେନ୍ଦ୍ର ସରକାର ସେଣ୍ଟ୍ରାଲ ସିଭିଲ୍‌ ସର୍ଭିସ (ଛୁଟି) ନିୟମାବଳୀ, ୧୯୭୨ରେ…

ଓଡ଼ିଶା: ଆଜିର ଫଟୋ (୨୪ ଜୁନ, ୨୦୨୪)

କଟକ ମହାନଗର ନିଗମ ମେୟର ସୁବାଷ ସିଂଙ୍କ ଉପସ୍ଥିତିରେ ନେତାଜୀ ସେତୁ ରାସ୍ତା ପାର୍ଶ୍ୱରେ ଜମି ରହିଥିବା ବାଲି ସଫା କରାଯାଉଛି

୨୦୨୭ରେ ଅଖିଳେଶ କେମିତି ହେବେ ୟୁପି ମୁଖ୍ୟମନ୍ତ୍ରୀ, ଏସ୍‌ପି ସାଂସଦ କହିଦେଲେ ଏହି ଫର୍ମୁଲା

ଲକ୍ଷ୍ନୌ,୨୪।୬: ୨୦୨୭ରେ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଲୋକ ସଭା ନିର୍ବାଚନରେ ୨୦୨୪ରେ ବିଜୟରେ ଆନନ୍ଦିତ ଥିବା ଇଣ୍ଡିଆ ନିଶ୍ଚିତ ଯେ ସମାଜବାଦୀ ପାର୍ଟି ଆଗାମୀ…

ରାସ୍ତାକଡ଼ରୁ ମିଳିଲା ଶିଶୁପୁତ୍ର

ନୂଆପଡ଼ା,୨୪ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା ଲଖନା ଥାନା କୁରୁମପୁରି ପଞ୍ଚାୟତ ବେଲମୁଣ୍ଡିଆ ପଡ଼ା ରାସ୍ତାପାର୍ଶ୍ୱରୁ ସୋମବାର ଏକ ଶିଶୁପୁତ୍ର ଉଦ୍ଧାର ହୋଇଛି। ଶିଶୁର ବୟସ ଏକ…