କାଳିଆଙ୍କୁ ଦେଖି ଭକ୍ତ ବିଭୋର: ଶ୍ରୀମନ୍ଦିରଠୁ ବେଳାଭୂମି ସବୁଠି କଡ଼ା ସୁରକ୍ଷା

ପୁରୀ,୨୨।୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। କାଳିଆସାଆନ୍ତଙ୍କ ଶ୍ରୀମୁଖ ଟିକେ ଦେଖିବାକୁ…

ଅରବ ପତି ହିନ୍ଦୁଜା ପରିବାରର ୪ ସଦସ୍ୟ ଯିବେ ଜେଲ

ଜେନେଭା,୨୨।୬: ଭାରତୀୟ ମୂଳବାସିନ୍ଦା ହିନ୍ଦୁଜା ପରିବାର ବ୍ରିଟେନର ସବୁଠାରୁ ଧନୀ ପରିବାର ମଧ୍ୟରେ ଗଣାଯାଏ। ବର୍ତ୍ତମାନ ଏହି ପରିବାରର ଚାରି ଜଣଙ୍କୁ ସ୍ବିଜରଲାଣ୍ଡ କୋର୍ଟ ଦ୍ୱାରା ସାଢେ…

ସ୍ନାନବେଦିରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଦାରୁଦିଅଁ

ପୁରୀ,୨୨।୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରିଛନ୍ତି। ପ୍ରଥମେ ବଡ଼ଠାକୁର ଶ୍ରୀ ବଳଭଦ୍ର ରତ୍ନବେଦୀ ଛାଡ଼ି ଧାଡି…

କୃଷକଙ୍କ ପାଇଁ ବଡ଼ ଉପହାର: ୨ ଲକ୍ଷ ଟଙ୍କା ଋଣ ଛାଡ କରିବାକୁ ଘୋଷଣା କଲେ ସରକାର

ହାଇଦ୍ରାବାଦ,୨୨।୬: ତେଲଙ୍ଗାନାରେ କୃଷକମାନେ ଏକ ବଡ ଉପହାର ପାଇବାକୁ ଯାଉଛନ୍ତି। ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ ରେବନ୍ତ ରେଡ୍ଡୀ କୃଷକଙ୍କ ପାଇଁ ୨ ଲକ୍ଷ ଟଙ୍କା ଋଣ ଛାଡ…

ସାଧାରଣ ଲୋକଙ୍କ ପାଇଁ ମହଙ୍ଗା ମାଡ, ବଢିଲା ସିଏନଜି ମୂଲ୍ୟ

ନୂଆଦିଲ୍ଲୀ,୨୨।୬: ଦେଶର ରାଜଧାନୀ ଦିଲ୍ଲୀ ସମେତ ଅନେକ ସହରର ଲୋକମାନେ ଶନିବାର ମୁଦ୍ରାସ୍ଫୀତିର ଏକ ନୂଆ ଝଟ୍‌କା ପାଇଛନ୍ତି। ଶନିବାରଠାରୁ ଅନେକ ସହରରେ CNG ମୂଲ୍ୟ ବୃଦ୍ଧି…

ବାଲେଶ୍ୱରରେ କର୍ଫ୍ୟୁ କଟକଣା କୋହଳ, ଆଜିଠୁ ଇଣ୍ଟରନେଟ ସେବା ଉପଲବ୍ଧ

ଭୁବନେଶ୍ୱର,୨୨।୬: ବାଲେଶ୍ୱରରେ ସ୍ଥିତି ସ୍ବାଭାବିକ ହେଉଛି। ଆଜିଠୁ ଲିଜ ଲାଇନ ସହ ବ୍ରଡବ୍ୟାଣ୍ଡରେ ଇଣ୍ଟରନେଟ ସେବା ଉପଲବ୍ଧ ହେବ। ହେଲେ ମୋବାଇଲରେ ଇଣ୍ଟରନେଟ ସେବା ବନ୍ଦ ରହିବ।…

୪୦ ଲକ୍ଷର ବାଥରୁମ, ମସାଜ ସେଣ୍ଟର… ବିବାଦରେ ଜଗନ ରେଡ୍ଡୀଙ୍କ ମହଲ

ଅମରାବତୀ,୨୨।୬: ଆନ୍ଧ୍ରପ୍ରଦେଶରେ କ୍ଷମତା ପରିବର୍ତ୍ତନ ହେବା ମାତ୍ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଓ୍ବାଇଏସଆର ଜଗନ ମୋହନ ରେଡ୍ଡୀ ତାଙ୍କ ବିଳାସପୂର୍ଣ୍ଣ ପ୍ରାସାଦ ପାଇଁ ଖବରକୁ ଆସିଛନ୍ତି। ଏହା ଛୋଟ…

୧୦ ବର୍ଷର ଜେଲ, ୧ କୋଟି ଜରିମାନା…ଦେଶରେ ଆଣ୍ଟି ପେପର ଲିକ୍‌ ଆଇନ ହେଲା ଲାଗୁ, ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୨।୬: ନିଟ୍‌ ପେପର ଲିକ୍‌ ଏବଂ ୟୁଜିସି-ନେଟ୍‌ ପରୀକ୍ଷା ବାତିଲ ହେବାନେଇ ସାରା ଦେଶରେ ଉତ୍ତେଜନା ଦେଖାଦେଇଛି। ଏହି ସମୟରେ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି।…

ବାଲୁକା କଳାରେ ସ୍ନାନପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ପୁରୀ,୨୨।୬: ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ଯାତ୍ରା। ସ୍ନାନ ମଣ୍ଡପରେ ଦିବ୍ୟସ୍ନାନ କରିବେ କଳାସାଆନ୍ତ । ପାରମ୍ପରିକ ରୀତିନୀତିରେ ମହାପ୍ରଭୁ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ।…

୯ମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ଉଦ୍‌ଘାଟିତ

ଭୁବନେଶ୍ୱର,୨୨।୬: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱର ଜନତା ମଇଦାନଠାରେ ୯ମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୪ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶାର କ୍ରୀଡ଼ା…