ପିଏସ୍‌ବି କାର୍ଯ୍ୟଦକ୍ଷତା ସମୀକ୍ଷା କଲେ ଅର୍ଥମନ୍ତ୍ରୀ

ଭୁବନେଶ୍ୱର, ୨୦।୮ (ଅନୁରାଧା ମହାରଣା): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ନୂଆଦିଲ୍ଲୀରେ ଆୟୋଜିତ ଏକ ବୈଠକରେ ଅଧ୍ୟକ୍ଷତା କରି ସରକାରୀ କ୍ଷେତ୍ରର ବ୍ୟାଙ୍କ(ପିଏସ୍‌ବି)ଗୁଡ଼ିକର କାର୍ଯ୍ୟଦକ୍ଷତାର ସମୀକ୍ଷା  କରିଛନ୍ତି। ବୈଠକରେ…

ଆଲିଶାନର ସୁପର ଆନୁଆଲ ସେଲ୍‌

ଭୁବନେଶ୍ୱର,୨୦।୮: ରାଜ୍ୟର ଅଗ୍ରଣୀ ପୁରୁଷ ପରିଧାନ ବ୍ରାଣ୍ଡ୍‌ ତଥା ଭୁବନେଶ୍ୱରର ପ୍ରମୁଖ ଗାର୍ମେଣ୍ଟ ଶୋ’ରୁମ୍‌ ‘ଆଲିଶାନ’ର ବହୁ ପ୍ରତୀକ୍ଷିତ ‘ସୁପର ଆନୁଆଲ ସେଲ୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି।…

‘ବର୍ଡର ୨’ରେ ବରୁଣ

ମୁମ୍ବାଇ: ୧୯୯୭ ମସିହାରେ ରିଲିଜ୍‌ ହୋଇଥିବା ଲୋକପ୍ରିୟ ଦେଶାତ୍ମବୋଧ ଚଳଚ୍ଚିତ୍ର ‘ବର୍ଡର’ର ସ୍ବିକେଲ ‘ବର୍ଡର ୨’କୁ ନେଇ ଏବେ ଚର୍ଚ୍ଚା ଲାଗିରହିଛି। ଏହି ଚଳଚ୍ଚିତ୍ରକୁ ନେଇ ରବିବାର ଏକ…

୨୦୦ କୋଟି କ୍ଲବ୍‌ରେ ‘ସ୍ତ୍ରୀ ୨’

ମୁମ୍ବାଇ:  ଅଗଷ୍ଟ ୧୫ରେ ମୁକ୍ତିଲାଭ କରିଥିବା ଶ୍ରଦ୍ଧା କପୁର ଏବଂ ରାଜକୁମାର ରାଓଙ୍କ ବହୁ ପ୍ରତୀକ୍ଷିତ ‘ସ୍ତ୍ରୀ ୨’ ଚଳଚ୍ଚିତ୍ରକୁ ଦର୍ଶକ ଖୁବ୍‌ ପସନ୍ଦ କରିଛନ୍ତି। ଏହି…

ଧର୍ମଘଟ ବଢ଼ାଇବ ଆଳୁ ସଙ୍କଟ

ଭୁବନେଶ୍ୱର,୨୦ା୮(ଅନିଲ ଦାସ): ରାଜ୍ୟରେ ଗଚ୍ଛିତ ଥିବା ଆଳୁ ଆଗାମୀ ୩ ଦିନ ମଧ୍ୟରେ ଶେଷ ହୋଇଯିବ। ଏହା ପରେ ରାଜ୍ୟରେ ପୁଣି ଆଳୁ ସଙ୍କଟ ଦେଖାଦେଇ ପାରେ।…

ବିକଶିତ ଭାରତ ରାଜୀବଙ୍କ ସ୍ବପ୍ନ ଥିଲା

ସବୁ ଜାତି, ଧର୍ମ, ବର୍ଣ୍ଣର ଲୋକଙ୍କ ମଧ୍ୟରେ ଜାତୀୟ ଏକତା ମନୋଭାବ ସହ ଶାନ୍ତି, ସ୍ନେହ ଏବଂ ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟକୁ ଉତ୍ସାହିତ କରି ଭାରତକୁ ଏକ ବିକଶିତ…

ବାଇଡେନ୍‌ଙ୍କ ବିରୋଧରେ ରିପବ୍ଲିକାନଙ୍କ ମହାଭିଯୋଗ ରିପୋର୍ଟ

ଓ୍ବାଶିଂଟନ,୨୦ା୮: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ବିରୋଧରେ ହାଉସ୍‌ ରିପବ୍ଲିକାନମାନେ ସେମାନଙ୍କର ପ୍ରାରମ୍ଭିକ ମହାଭିଯୋଗ ତଦନ୍ତ ରିପୋର୍ଟ ପ୍ରକାଶ କରିଛନ୍ତି। ବାଇଡେନ୍‌ କ୍ଷମତାର ଦୁରୁପଯୋଗ କରି ପୁଅ ହଣ୍ଟର…

ଝାଡ଼ଖଣ୍ଡକୁ ଲମ୍ବିଛି ସିମବକ୍ସ

ଭୁବନେଶ୍ୱର,୨୦ା୮(ସତ୍ୟଜିତ୍‌ ରାଉତ): ଓଡ଼ିଶାରେ ଅପରେଟ୍‌ ହେଉଥିବା ସିମ୍‌ବକ୍ସ ନେଟୱର୍କ ମାମଲାରେ ଦିନକୁ ଦିନ ନୂଆ ତଥ୍ୟ ମିଳିବାରେ ଲାଗିଛି। ଏବେ ଏହାର ଲିଙ୍କ୍‌ ଝାଡ଼ଖଣ୍ଡରେ ରହିଥିବା ଜଣାପଡ଼ିଛି।…

୨୩ରେ ୟୁକ୍ରେନ୍‌ ଯିବେ ମୋଦି

ନୂଆଦିଲ୍ଲୀ, ୨୦।୮: ଆସନ୍ତା ୨୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକ୍ରେନ୍‌ ଗସ୍ତରେ ଯିବେ। ଏନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ଏହି ଅବସରରେ ୨ ଦେଶ…

ତଲାକ ପ୍ରଥା ବିବାହ ପାଇଁ ଘାତକ ଥିଲା

ନୂଆଦିଲ୍ଲୀ,୨୦ା୮(ପି.ଟି.): ୨୦୧୯ର ୩ ତଲାକ ଆଇନକୁ କେନ୍ଦ୍ର ସରକାର ସୋମବାର ସୁପ୍ରିମକୋର୍ଟରେ ସମର୍ଥନ କରିଛନ୍ତି। ପୂର୍ବରୁ ତଲାକ ପ୍ରଥା ବିବାହ ପାଇଁ ଘାତକ ଥିଲା ବୋଲି ସରକାର କହିଛନ୍ତି।…