ସରକାରଙ୍କ ବଡ଼ ଘୋଷଣା, ରୋପ୍ୟ ପଦକ ବିଜେତା ଭଳି ସମ୍ମାନ ଓ ସୁବିଧା ପାଇବେ ଭିନେଶ ଫୋଗଟ

ନୂଆଦିଲ୍ଲୀ,୮।୮: ପ୍ୟାରିସ ଅଲିମ୍ପିକ୍ସରେ ଅଯୋଗ୍ୟ ହେବା ପରେ ଭାରତୀୟ ମହିଳା ରେସଲର ଭିନେଶ ଫୋଗେଟ କୁସ୍ତିରୁ ସନ୍ୟାସ ଘୋଷଣା କରିଛନ୍ତି। ସେପଟେ ହରିୟାଣା ମୁଖ୍ୟମନ୍ତ୍ରୀ ନାୟବ ସିଂ…

ଘେରିବନ୍ଧରେ ଘାଇ, ଚିନ୍ତାରେ ଚାଷୀ

ମହାକାଳପଡ଼ା,୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ସମୁଦ୍ରର ଉଚ୍ଚ ଜୁଆରରେ ଲୁଣିପାଣି ମାଡ଼ି ଜଙ୍ଗଲ ନିକଟ ଘେରିବନ୍ଧରେ ଘାଇ ସୃଷ୍ଟି ହୋଇଛି। ନିକଟସ୍ଥ ଚାଷ ଜମିରେ ଲୁଣି ପାଣି ପ୍ରବେଶ…

ସିରିଆଲ-ଫିଲ୍ମରେ ଶିଶୁଙ୍କ ନିୟୋଜନ ନେଇ କଟକଣା

ଭୁବନେଶ୍ୱର,୮ା୮(ଶର୍ମିଷ୍ଠା ପାଣିଗ୍ରାହୀ): ମନୋରଞ୍ଜନ ଶିଳ୍ପ ଓ ବ୍ୟବସାୟିକ ମନୋରଞ୍ଜନ କାର୍ଯ୍ୟକ୍ରମରେ ଶିଶୁ ଏବଂ କିଶୋରଙ୍କୁ ନିୟୋଜନ ନେଇ କେତେକ କଟକଣା ଲଗାଯାଇଛି। ଏନେଇ ଓଡ଼ିଶା ରାଜ୍ୟ ଶିଶୁ…

ପ୍ରଫେସର୍‌ ଗୋବିନ୍ଦରାଜନ ପଦ୍ମନାଭନ ପାଇବେ ଭାରତର ପ୍ରଥମ ବିଜ୍ଞାନ ରତ୍ନ ପୁରସ୍କାର

ନୂଆଦିଲ୍ଲୀ, ୮।୮: ଭାରତର ପ୍ରଥମ ବିଜ୍ଞାନ ରତ୍ନ ପୁରସ୍କାର ପାଇଁ ପ୍ରସିଦ୍ଧ ଜୈବ ରସାୟନବିତ୍‌ ଗୋବିନ୍ଦରାଜନ ପଦ୍ମନାଭନଙ୍କ ନାମକୁ ବୁଧବାର ଚୟନ କରାଯାଇଛି। ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା…

ଓଡ଼ିଶାକୁ ପଶି ଆସିବେ ବାଂଲାଦେଶୀ! ସମୁଦ୍ର ତଟରେ କଡ଼ା ନଜର

ପୁରୀ, ୮ା୮(ଅଜିତ୍‌ କୁମାର ମହାନ୍ତି): ଆରକ୍ଷଣକୁ ନେଇ ପଡ଼ୋଶୀ ଦେଶ ବାଂଲାଦେଶରେ ହିଂସା ଓ ରାଜନୈତିକ ସଙ୍କଟ ଉଗ୍ର ରୂପ ନେଇଛି। ଶେଖ୍‌ ହାସିନା ସରକାରଙ୍କ ପତନ…

ଯୋଗାଣ ବିଭାଗର ଚଢ଼ାଉ ଲୋକଦେଖାଣିଆ

କଟକ,୮ା୮ (କାର୍ତ୍ତିକ ସାହୁ): କ୍ରମାଗତ ଭାବେ ଆଳୁ ଦର ବଢ଼ି ଚାଲିଥିବାବେଳେ ଯୋଗାଣ ବିଭାଗର ଅଧିକାରୀ କିନ୍ତୁ ବେଫିକର ଅଛନ୍ତି। ଆଳୁ କିଲୋ ୩୨ ଟଙ୍କାରେ ବିକ୍ରି…

ଆଜି ଶପଥ ନେବେ ମହମ୍ମଦ ୟୁନୁସ

ଢାକା,୮ା୮: ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ପାର୍ଲାମେଣ୍ଟକୁ ଭଙ୍ଗକରି ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସ୍‌ଙ୍କୁ ଅନ୍ତରୀରଣ ସରକାରରେ ମୁଖ୍ୟ ପରାମର୍ଶଦାତା ନିଯୁକ୍ତ କରିଛନ୍ତି। ୮୪ ବର୍ଷୀୟ ୟୁନୁସ୍‌…

ତଲାବିରା: ଫସିଲେ ନବୀନ!

ଭୁବନେଶ୍ୱର,୮।୮(ସୁନିତ୍‌ ମିଶ୍ର): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ କୋଇଲା ଦୁର୍ନୀତି ପ୍ରସଙ୍ଗକୁ ନେଇ ରାଜନୀତି ଜୋର୍‌ ଧରିଛି। ହିଣ୍ଡାଲ୍‌କୋ ନାଁରେ…

ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ, ସମ୍ପତ୍ତି ଦେଖି ଭିଜିଲାନ୍ସ ତାଜୁବ

କଟକ,୮ା୮ (କାର୍ତ୍ତିକ ସାହୁ): କଟକ ଜିଲା ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଭିଜିଲାନ୍ସର ୮ଟି ଟିମ୍‌ ଏକକାଳୀନ ବିଡିଓ ସାହୁଙ୍କ ଆଠଗଡ଼ସ୍ଥିତ…

୧୨ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୮।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆସନ୍ତା ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଜନ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ…