ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ କରିଛି।…

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି ନ…

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା କମିଟି…

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି…

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ଗୁଳି…

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି। ଟିକେଟ୍‌…

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ ମଣ୍ଡଳୀରୁ…

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ଏଥିରେ…

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ କୋର୍ଟ…

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର ଆବଶ୍ୟକ…