ଓଡ଼ିଶା: ଆଜିର ଫଟୋ (୪ ଜୁନ, ୨୦୨୪)

ପୁରୀ ଲୋକସଭା ବିଜେପି ପ୍ରାର୍ଥୀ ସମ୍ବିତ ପାତ୍ର ଜିତିବା ପରେ ବିଜେପି ଶିବିରରେ ଲୋକମାନେ ଖୁସି ମନାଉଛନ୍ତି ଭୋଟ ଗଣତି କେନ୍ଦ୍ର ବାହାରେ ରେଜଲ୍ଟ ଜାଣିବା ପାଇଁ…

ଦେବଗଡ଼ରେ ଜିତିଲା ବିଜେଡି

ଦେବଗଡ,୪ା୬(ଶଶାଙ୍କଶେଖର ଝାଙ୍କର): ଦେବଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରୋମାଞ୍ଚରଞ୍ଜନ ବିଶ୍ୱାଳ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାଜପା ପ୍ରାର୍ଥୀ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କୁ ୧୫୭୯୨ଟି ଭୋଟରେ ପରାସ୍ତ…

ପ୍ରଥମ ଥର ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ମାଟିରେ ଭାଜପା ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛି: ମୋଦି

ନୂଆଦିଲ୍ଲୀ,୪।୬: ୨୦୨୪ ନିର୍ବାଚନ ଫଳାଫଳ ଆସିବା ପରେ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ସ୍ପଷ୍ଟ ହୋଇଛି। ଏନ୍‌ଡିଏ ନେତୃତ୍ୱରେ ଦଳ ଭଲ ପ୍ରଦର୍ଶନ…

ପରାଜୟ ପରେ ନବୀନଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କଣ କହିଲେ

ଭୁବନେଶ୍ୱର,୩।୬: ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ପରାଜୟ ପରେ ପ୍ରଥମ ବୟାନ ଦେଇଛନ୍ତି ନବୀନ ପଟ୍ଟନାୟକ। ସେ କହିଛନ୍ତି ''ଦଳମତ ନିର୍ବିଶେଷରେ ବିଜୟୀ ସମସ୍ତ ପ୍ରାର୍ଥୀଙ୍କୁ…

କଣ୍ଟାବାଞ୍ଜିରୁ ହାରିଲେ ନବୀନ ପଟ୍ଟନାୟକ, ଜାଣନ୍ତୁ କାହାଠୁ ହାରିଲେ

ଭୁବନେଶ୍ୱର,୪।୬: ପ୍ରଥମ ଥର ପରାଜିତ ହୋଇଛନ୍ତି ନବୀନ ପଟ୍ଟନାୟକ। ନିଜ କ୍ଷମତାସୀନ ରାଜ୍ୟରେ ଦୁର୍ଗ ହରାଇଛନ୍ତି ନବୀନ। ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଥିବା ବଲାଙ୍ଗୀରର କଣ୍ଟାବାଞ୍ଜି ଆସନରୁ…

ତୃତୀୟ ଥର ସରକାର ଗଢିବେ ମୋଦି, କହିଲେ ଜନତାଙ୍କ ପାଖରେ ଋଣି

ନୂଆଦିଲ୍ଲୀ,୪।୬: ଲଗାତାର ତୃତୀୟ ଥର ପାଇଁ ଲୋକ ସଭା ନିର୍ବାଚନରେ ଏନଡିଏର ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାତିରେ ଦଳ ମୁଖ୍ୟାଳୟରେ ପହଞ୍ଚିଛନ୍ତି। ଏହି…

ସତ ହେଲା ଓଡ଼ିଶାକୁ ନେଇ ମୋଦି କରିଥିବା ଭବିଷ୍ୟବାଣୀ 

ଭୁବନେଶ୍ୱର,୪।୬: ଓଡ଼ିଶା ବିଧାନସଭା ନିର୍ବାଚନ ୨୦୨୪ରେ ଇତିହାସ ରଚିଛି ଭାଜପା। ଦୀର୍ଘ ୨୫ ବର୍ଷର ବିଜେଡି ଶାସନର ଦୁର୍ଗକୁ ଭେଦ କରିଛି ଦଳ। ୧୪୭ ଆସନରେ ହୋଇଥିବା…

ଜିତିବା ପରେ ଧର୍ମେନ୍ଦ୍ର ଶୁଣାଇଲେ-”ଉଠ କଙ୍କାଳ ଛିଡୁ ଶୃଙ୍ଖଳ ଜାଗ ଦୂର୍ବଳ ଆଜି”

ଭୁବନେଶ୍ୱର,୪।୬: ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ବିଧାନସଭା ଏବଂ ଲୋକସଭାରେ ବିଜୟ ପରେ ଗଣମାଧ୍ୟମକୁ ସମ୍ବୋଧନ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ଦଳର ରାଜ୍ୟ କାର୍ଯ୍ୟାଳୟ ନିକଟରେ ଆୟୋଜିତ…

ଏକଜିଟ ପୋଲ ଭାଜପାକୁ ଦେଲା ୩୬୧, ଫଳାଫଳକୁ ଦେଖି ଭୋ ଭୋ କାନ୍ଦିଲେ ଆକ୍ସିସ ମାଇଁ ଇଣ୍ଡିଆର ମାଲିକ

ନୂଆଦିଲ୍ଲୀ,୪।୬: ଲୋକ ସଭା ନିର୍ବାଚନ ଫଳାଫଳ ଏକଜିଟ ପୋଲକୁ ଧୋଇ ଦେଇଛି। ଏକଜିଟ ପୋଲରେ ସମସ୍ତ ସଂସ୍ଥା ପ୍ରାୟ ୪୦୦ ଟି ଆସନରେ ଭାଜପା-ଏନଡିଏକୁ ବିଜୟ ପ୍ରଦାନ…

ନବାଗତଙ୍କ ଠାରୁ ହାରିଗଲେ ବିଜେଡିର ଏହି ୧୨ ମନ୍ତ୍ରୀ

ଭୁବନେଶ୍ୱର,୪।୬: ରାଜ୍ୟରେ ୨୦୨୪ ନିର୍ବାଚନର ଫଳାଫଳ ସମସ୍ତଙ୍କ ଚକିତ କରିଛି । ଓଡ଼ିଶାରେ କ୍ଷମତାସୀନ ବିଜେଡିର ଦୁର୍ଗ ଭୁଶୁଡିଛି । ବିଜେଡିର ବହୁ ହେଭିୱେଟ ନେତା ପରାଜିତ…