ଭୁବନେଶ୍ୱର ଏକାମ୍ରରେ ବାବୁ ସିଂ ବିଜୟୀ

ଭୁବନେଶ୍ୱର,୪ା୬(ଅସମାପିକା ସାହୁ): ଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀର ଭାଜପା ପ୍ରାର୍ଥୀ ବାବୁ ସିଂ ବିଜୟୀ ହୋଇଛନ୍ତି। ବାବୁ ସିଂ ୭୪୩୯୯ ଭୋଟ ପାଇଛନ୍ତି। ତାଙ୍କର ନିକଟତମ ପ୍ରତିନ୍ଦ୍ୱନ୍ଦ୍ୱୀ…

ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବ ବିଜୟୀ

ଭୁବନେଶ୍ୱର,୪।୬: ଖୋର୍ଦ୍ଧାରୁ ଜିତିଲେ ପ୍ରଶାନ୍ତ ଜଗଦ୍ଦେବ। ସେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର କୁମାର ସାହୁଙ୍କୁ ୮୫୯୮ ଭୋଟରେ ପରାସ୍ତ କରିଛନ୍ତି। ପ୍ରଶାନ୍ତ ଜଗଦ୍ଦେବ ୮୦,୫୬୪ ଭୋଟ ପାଇଥିବା…

ବାରାଣସୀରେ ଦେଢ଼ ଲକ୍ଷରୁ ଅଧିକ ଭୋଟରେ ଜିତିଲେ ମୋଦି

ବାରାଣସୀ,୪।୬: କେନ୍ଦ୍ରରେ ଭାଜପାର ‘୪୦୦ ପାର୍‌’ ସ୍ଲୋଗାନ ଫେଲ୍‌ ମାରିଥିବା ପ୍ରତ୍ୟୟ ହେଉଛି। ସାଧାରଣ ନିର୍ବାଚନରେ କଂଗ୍ରେସ ଦଳକୁ କଡ଼ା ଟକ୍କର ଦେଉଛି। ଏମିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ନିରଞ୍ଜନ ପୂଜାରୀଙ୍କ ବଡ଼ ବିଜୟ

ଭୁବନେଶ୍ୱର,୪।୬: ସୋନପୁରରୁ ଜିତିଛନ୍ତି ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ। ଭାଜପା ପ୍ରାର୍ଥୀ ପ୍ରମୋଦ କୁମାର ମହାପାତ୍ରଙ୍କୁ ୧୫,୧୨୧ ଭୋଟରେ ହରାଇ ସେ ବିଜୟୀ ହୋଇଛନ୍ତି।

ଆନ୍ଧ୍ର ପ୍ରଦେଶ ବିଧାନସଭା ନିର୍ବାଚନ: ୧୬୪ ଆସନରେ ଆଗରେ ଥିବାରୁ ଟିଡିପି, ଭାଜପା, ଜେଜେପି ମନାଇଲେ ଉତ୍ସବ

ନୂଆଦିଲ୍ଲୀ,୪।୬: ମିଳିଥିବା ସଦ୍ୟ ସୂଚନା ଅନୁଯାୟୀ,ନିର୍ବାଚନ କମିଶନ କହିଛନ୍ତି, ଆନ୍ଧ୍ର ପ୍ରଦେଶ ବିଧାନସଭା ନିର୍ବାଚନରେଏନଡିଏ ସହଯୋଗୀ ଦଳମାନେ ବହୁ ଆଗରେ ରହିଛନ୍ତି।ଏହିସବୁ ସହଯୋଗୀ ଦଳ ମଧ୍ୟରୁ ଟିଡିପି,…

ଏତିକି କମ୍‌ ଭୋଟରେ ଜିତିଲେ ଅରୁଣ ସାହୁ

ଭୁବନେଶ୍ୱର,୪।୬:ନୟାଗଡର ବିଜେଡି ପ୍ରାର୍ଥୀ ଅରୁଣ ସାହୁ ବିଜୟୀ ହୋଇଛନ୍ତି। ୮୧,୪୭୦ ଭୋଟ ପାଇ ସେ ଭାଜପାର ପ୍ରତ୍ୟୁଷା ରାଜେଶ୍ୱରୀ ସିଂଙ୍କୁ ପରାସ୍ତ କରିଛନ୍ତି। ହେଲେ ସେଠାରେ ଦୁହିଁଙ୍କ…

ଖଲ୍ଲିକୋଟରେ ଭାଙ୍ଗିଲା ବିଜେଡି ଦୁର୍ଗ, ପୂର୍ଣ୍ଣଚନ୍ଦ୍ର ସେଠୀ ବିଜୟୀ

ପୁରୁଷୋତ୍ତମପୁର,୪ା୬(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାରେ ଏକଦା ବିଜେଡିର ଦୁର୍ଗ କୁହାଯାଉଥିବା ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ଦୁର୍ଗକୁ ଭାଙ୍ଗି ଇତିହାସ ରଚିଛି ଭାଜପା। ବିଧାୟକ ପ୍ରାର୍ଥୀ…

ମହାକାଳପଡ଼ାରେ ହାରିଗଲେ ଅତନୁ, ବାଜି ମାରିଲେ ଦୁର୍ଗାପ୍ରସନ୍ନ

ମହାକାଳପଡ଼ା,୪ା୬: ମହାକାଳପଡ଼ା ବିଧାନସଭା ଆସନରେ ଭାଜପା ବିଧାୟକ ପ୍ରାର୍ଥୀ ଦୁର୍ଗାପ୍ରସନ୍ନ ନାୟକ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେଡିର ପୂର୍ବତନ ବିଧାୟକ ଅତନୁ ସବ୍ୟସାଚୀ ନାୟକଙ୍କୁ ୩୩,୪୫୧…

ହୋଇପାରେ ବଡ଼ ଖେଳ! ନୀତୀଶ କୁମାର, ଚନ୍ଦ୍ରବାବୁ ନାଇଡୁଙ୍କ ଯୋଗାଯୋଗରେ ଶରଦ ପାୱାର

ନୂଆଦିଲ୍ଲୀ,୪।୬: ଲୋକ ସଭା ନିର୍ବାଚନର ଭୋଟ ଗଣତି ଜାରି ରହିଥିବା ବେଳେ ଭାଜପା ମ୍ୟାଜିକ୍‌ ନମ୍ବରଠାରୁ ବହୁ ଦୂରରେ ରହିଛି। ଏପରି ସ୍ଥିତିରେ ଦଳ ଏକାକୀ ସରକାର…

ସମ୍ବଲପୁର ଲୋକସଭା ଆସନରୁ ଧର୍ମେନ୍ଦ୍ର ପ୍ରଧାନ ବିଜୟୀ

ସମ୍ବଲପୁର,୩।୬: ଓଡ଼ିଶାର ପ୍ରାୟ ୧୯ ଲୋକ ସଭା ଆସନରେ ଆଗରେ ଥିବା ବେଳେ ସମ୍ବଲପୁର ଆସନରୁ ବିଜୟୀ ହୋଇଛନ୍ତି ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ। ଧର୍ମେନ୍ଦ୍ର ପ୍ରଧାନଙ୍କୁ…