ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ କଡାକଡି ହେଲା ସୁରକ୍ଷା ବ୍ୟବସ୍ଥା, ନିୟୋଜିତ ହେବେ ୩୬ହଜାର ପୋଲିସ ଫୋର୍ସ

ଭୁବନେଶ୍ୱର,୩୧।୫: ଓଡ଼ିଶାରେ ଅନୁଷ୍ଠିତ ହେବ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ । ଚତୁର୍ଥ ପର୍ଯ୍ୟାୟ ବା ଶେଷ ପର୍ଯ୍ୟାୟରେ ୬ ଲୋକ ସଭା ଓ ୪୨ ବିଧାନସଭା ଆସନରେ…

ପୁରୀ ବାଣ ବିସ୍ଫୋରଣ ଘଟଣା, ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

ପୁରୀ,୩୧।୫: ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଛି।…

ନିର୍ବାଚନ ଫଳାଫଳକୁ ନେଇ ସଟ୍ଟା ବଜାର ସକ୍ରିୟ: ଜୁନ୍‌ ୪କୁ ଅପେକ୍ଷା

ବାଲିଗୁଡା, ୩୧।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ଜୁନ୍‌ ୧ରେ ରାଜ୍ୟର ସମସ୍ତ ୪ଟି ପର୍ଯ୍ୟାୟ ନିର୍ବାଚନ ଶେଷ ହେବ। ଜୁନ ୪ ଦିନ ଭୋଟ ଗଣତି ହୋଇ ଫଳାଫଳ…

ଓଲଟିଲା ଭ୍ୟାନ୍‌ : ୨ ମୃତ, ୬ ଗୁରୁତର

ହେମଗିର,୩୧।୫(ଚୈତନ୍ୟ ପଟେଲ): ସୁନ୍ଦରଗଡ ଜିଲା ହେମଗିର ଥାନା ଅନ୍ତର୍ଗତ ଉସତାଲି ଘାଟି ନିକଟରେ ଏକ ଶ୍ରମିକ ନେଇ ଯାଉଥିବା କ୍ୟାମ୍ପର ଭ୍ୟାନ ଭାରସାମ୍ୟ ହରାଇ ଦୁଘଟଣାଗ୍ରସ୍ତ ହୋଇଛି।…

କ୍ୟାବିନେଟ୍‌ ସଚିବଙ୍କ ମୋଟ ଦରମା କେତେ ଜାଣନ୍ତି

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ଲୋକ ସେବା ଆୟୋଗ ଦ୍ୱାରା ପରିଚାଳିତ ସିଭିଲ ସର୍ଭିସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପ୍ରାର୍ଥୀମାନେ ଆଇଏଏସ୍‌ ଅଧିକାରୀ ହୁଅନ୍ତି। ଯେଉଁମାନଙ୍କର ଅନେକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ଏୟାରହୋଷ୍ଟେସ୍‌ କଲେ ଏପରି ଘୃଣ୍ୟ କାମ, ଜାଣିଲେ ପାଦତଳୁ ଖସିଯିବ ମାଟି…

ଥିରୁଭାନନ୍ତପୁରମ୍‌,୩୧ା୫: ବେଆଇନ ତଥା ଘୃଣ୍ୟ କାର୍ଯ୍ୟ ପାଇଁ ଜଣେ ଏୟାର ହୋଷ୍ଟେସଙ୍କୁ ଗିରଫ କରାଯିବା ଏହା ବୋଧହୁଏ ଦେଶରେ ପ୍ରଥମ ଘଟଣା ହୋଇପାରେ। ଏୟାର ହୋଷ୍ଟେସଙ୍କୁ କେବଳ…

ଜାଣିପାରିଲେନି ଆମେରିକା ଏବଂ ବ୍ରିଟେନ; ବିଶାଳ ଗୋଇନ୍ଦା ସୈନ୍ୟ ଗଠନ କରିଦେଲା ଚାଇନା

ନୂଆଦିଲ୍ଲୀ,୩୧।୫: ଚାଇନା ଗତ କିଛି ଦଶନ୍ଧି ମଧ୍ୟରେ ବିଭିନ୍ନ କ୍ଷେତ୍ରରେ ଯଥେଷ୍ଠ ଅଗ୍ରଗତି କରିଛି। ବାଣିଜ୍ୟ କ୍ଷେତରୁ ଆରମ୍ଭ କରି ସୁରକ୍ଷା ପର୍ଯ୍ୟନ୍ତ ଚାଇନା ଆତ୍ମନିର୍ଭର ହେବା…

ନୂଆ ଜୀବନ ପାଇଲେ ଜୀବନ: ଆହତ ନାବାଳକଙ୍କ ଶରୀରରୁ କଢାଗଲା ଲୁହାରଡ

ବରଗଡ଼,୩୧।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ରଥପଡାରେ ଶୁକ୍ରବାର ସକାଳୁ ପିଲାକଳିରୁ ଜଣେ ନାବାଳକଙ୍କ ଶରୀର ଭିତରକୁ ପଶି ଯାଇଥିବା ଲୁହାରଡକୁ ବାହାର କରାଯାଇଛି। ଭୀମସାର୍‌, ବୁର୍ଲା ଡ଼ାକ୍ତରଖାନାର…

ଭାରତର ପ୍ରଥମ ଏକଜିଟ ପୋଲ, ଯେଉଁଥିରେ ଭାଜପା ଜିତିବ ବୋଲି ହୋଇଥିଲା ପୂର୍ବାନୁମାନ, ରେଜଲ୍ଟରେ ତାଜୁବ ହୋଇଯାଇଥିଲା ସାରା ଦୁନିଆ

ନୂଆଦିଲ୍ଲୀ,୩୧।୫: ଭାରତରେ ଗଣତନ୍ତ୍ରର ଏହି ବଡ଼ ପ୍ରତିଯୋଗିତା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଜୁନ ୧ରେ ଲୋକ ସଭା ନିର୍ବାଚନର ସପ୍ତମ ପର୍ଯ୍ୟାୟର ମତଦାନ ଅନୁଷ୍ଠିତ ହେବ ଏବଂ…

ନିଜକୁ ଭଗବାନ କହୁଛନ୍ତି ମୋଦି: କେଜ୍‌ରିୱାଲ

ନୂଆଦିଲ୍ଲୀ,୩୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅହଂକାର ବଢିଗଲାଣି। ଆଜିକାଲି ସେ ନିଜକୁ ଭଗବାନ ବୋଲି ଘୋଷଣା କରିଛନ୍ତି। ଏକ ସାକ୍ଷାତକାରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଏହି…