ରବିବାର ହାଇଦ୍ରାବାଦ-କୋଲକାତା ଫାଇନାଲ

ଚେନ୍ନାଇ, ୨୫।୫: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ସତ୍ତ୍ୱେ ବ୍ୟାଟରଙ୍କ ବିଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପ୍ଲେ-ଅଫ୍‌ରୁ ବିଦାୟ ନେଇଛି। ସ୍ଥାନୀୟ…

ମହୀଶୂର ଫିଲ୍ମ ନିର୍ମାତାଙ୍କୁ କାନ୍ସ ଲା ସିନେଫ୍‌ ପ୍ରଥମ ପୁରସ୍କାର

କାନ୍ସ,୨୫ା୫(ପି.ଟି.): ୭୭ତମ କାନ୍ସ ଫିଲ୍ମ ଫେଷ୍ଟିଭାଲ୍‌ରେ ଭାରତକୁ ବଡ଼ ସଫଳତା ମିଳିଛି। ମହୀଶୂରର ଫିଲ୍ମ ନିର୍ମାତା ଚିଦାନନ୍ଦ ଏସ୍‌ ନାଏକଙ୍କ କ୍ଷୁଦ୍ର ଚଳଚ୍ଚିତ୍ର ‘ସନ୍‌ଫ୍ଲାଓ୍ବାର୍ସ ଓ୍ବେୟାର ଦି ଫାଷ୍ଟ…

ହନିଟ୍ରାପ୍‌ରେ ଫସିଥିଲେ ବାଂଲାଦେଶୀ ଏମ୍‌ପି

କୋଲକାତା,୨୫ା୫: ବାଂଲାଦେଶ ଏମ୍‌ପି ଅନଓ୍ବରୁଲ ଅଜିମ୍‌ ଅନଓ୍ବରଙ୍କୁ କୋଲକାତାରେ ହତ୍ୟା କରାଯିବା ପରେ ପ୍ରମାଣ ନଷ୍ଟ ପାଇଁ ହତ୍ୟାକାରୀ ତାଙ୍କ ମୃତଦେହରୁ ଚର୍ମ ଓ ମାଂସ ଉତ୍ତାରିବା ପରେ…

୧୧ କୋଟି ଭୋଟର ପ୍ରତିନିଧି ବାଛିବେ

ନୂଆଦିଲ୍ଲୀ,୨୫ା୫: ଅଷ୍ଟାଦଶ ଲୋକ ସଭାର ୫୪୩ ଆସନ ପାଇଁ ନିର୍ବାଚନ ସରିବାକୁ ବସିଲାଣି। ୨୫ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଅଧୀନ ୪୨୮ ଲୋକ ସଭା ଆସନରେ ପ୍ରଥମ…

ଓଡ଼ିଶାର ଆହାନ ମିଶ୍ରଙ୍କୁ ତ୍ରିମୁକୁଟ

ଭୁବନେଶ୍ୱର, ୨୫।୫ (ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମ ଟେନିସ କମ୍ପ୍ଲେକ୍ସରେ ଅନୁଷ୍ଠିତ ୧୪ ଓ ୧୬ ବର୍ଷରୁ କମ୍‌ ଚାମ୍ପିୟନଶିପ୍‌ ସିରିଜ (ସିଏସ୭) ଟେନିସ ଟୁର୍ନାମେଣ୍ଟରେ ଓଡ଼ିଶାର…

ରାଫାହ ବର୍ବରରାଫାହ ବର୍ବରତା ବନ୍ଦ କର: ଆଇସିଜେତା ବନ୍ଦ କର: ଆଇସିଜେ

ହେଗ୍‌,୨୫ା୫: ଗାଜା ସିଟିର ରାଫାହରେ ବୋମା ବର୍ଷଣ ଓ ରକେଟ ମାଡ଼ ତୁରନ୍ତ ବନ୍ଦ କରିବା ପାଇଁ ନେଦରଲାଣ୍ଡ୍ସର ହେଗ୍‌ସ୍ଥିତ ଇଣ୍ଟରନ୍ୟାଶନାଲ କୋର୍ଟ ଅଫ୍‌ ଜଷ୍ଟିସ୍‌ ଶୁକ୍ରବାର ଇସ୍ରାଏଲ୍‌କୁ…

ଟି୨୦ ବିଶ୍ୱକପ୍‌ରେ ପ୍ରମୁଖ ଭୂମିକା ଗ୍ରହଣ କରିବେ ଆଫ୍ରିଦୀ

ଦୁବାଇ, ୨୫ା୫ : ପୂର୍ବତନ ଅଲରାଉଣ୍ଡର ଶାହିଦ ଆଫ୍ରିଦୀ ଆସନ୍ତା ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବାକୁ ଯାଉଛନ୍ତି। ତାଙ୍କୁ ଟୁର୍ନାମେଣ୍ଟର…

ରବିବାର ଅପରାହ୍ନ ୩ଟାରେ ଯୁକ୍ତ୨ ରେଜଲ୍ଟ

ଭୁବନେଶ୍ୱର, ୨୫।୫(ଅସମାପିକା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଫଳ ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ। ପରିଷଦ କାର୍ଯ୍ୟାଳୟରେ ରବିବାର…

ସୋସିଆଲ ମିଡିଆ, ମୋବାଇଲରେ ଭୋଟ ଡିଲ୍‌

ଭୁବନେଶ୍ୱର,୨୫।୫(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ୧୨ ଜିଲାରେ ଶନିବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଛି। ଏଥିପାଇଁ ୨୩ ତାରିଖ ଗୁରୁବାର ସନ୍ଧ୍ୟାରୁ ପ୍ରଚାର…

ଚଢ଼ାଦରରେ କୋଇଲା ବିକୁଥିଲା ଆଦାନୀ

ନୂଆଦିଲ୍ଲୀ,୨୫ା୫: ଶିଳ୍ପପତି ଗୌତମ ଆଦାନୀଙ୍କ ଆଦାନୀ ଗ୍ରୁପ୍‌ ୨୦୧୩ରେ ଇଣ୍ଡୋନେସିଆରୁ ନିମ୍ନମାନର କୋଇଲା ଆମଦାନୀ କରି ଭାରତ ଓ ଅନ୍ୟ ଦେଶଗୁଡ଼ିକରେ ଚଢ଼ାଦରରେ ବିକ୍ରି କରୁଥିଲା। କୋଇଲାର…