କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ଘରୋଇ କମ୍ପାନୀ ନିଯୁକ୍ତିରେ ୭୫% ସଂରକ୍ଷଣ

ବେଙ୍ଗାଲୁରୁ,୧୭ା୭:କର୍ନାଟକରେ ଘରୋଇ କମ୍ପାନୀ ଚାକିରିରେ ସ୍ଥାନୀୟ ଯୁବତୀଯୁବକମାନଙ୍କୁ ସଂରକ୍ଷଣ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ମ୍ୟାନେଜ୍‌ମେଣ୍ଟ ଚାକିରିରେ ସ୍ଥାନୀୟ ପ୍ରାର୍ଥୀମାନଙ୍କ ପାଇଁ ୫୦ ପ୍ରତିଶତ ଏବଂ…

ସମୁଦ୍ରରେ ତୈଳବାହୀ ଜାହାଜ; ୯ ଜଣଙ୍କୁ ଉଦ୍ଧାର କଲା ଭାରତୀୟ ନୌସେନା, ୭ ନିଖୋଜ

ନୂଆଦିଲ୍ଲୀ,୧୭।୭: ଓମାନ ନିକଟ ସମୁଦ୍ରରେ ବୁଡ଼ି ଯାଇଥିବା ତୈଳବାହୀ ଜାହାଜର ୯ ଜଣ କ୍ରୁ ସଦସ୍ୟଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଜାହାଜରେ ସମୁଦାୟ ୧୬ ଜଣ…

ଅଜିତ ପାଓ୍ବାରଙ୍କୁ ବଡ଼ ଝଟ୍‌କା: ହାତ ଛାଡିଦେଲେ ୪ ଶୀର୍ଷ ନେତା

ପୁଣେ,୧୭ା୭:ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ନ୍ୟାଶନାଲ କଂଗ୍ରେସ ପାର୍ଟି (ଏନ୍‌ସିପି)ର ୪ ଜଣ ଶୀର୍ଷ ନେତା ବୁଧବାର ଦଳ ଛାଡ଼ିଛନ୍ତି। ସେମାନଙ୍କ ମଧ୍ୟରେ…

ବଡ଼ ରାଜନୈତିକ ହଲଚଲ, ମୋଦିଙ୍କୁ ଭେଟିଲେ ଶାହା: ଚାଲିଛି ଭାଜପାର ମନ୍ଥନ

ନୂଆଦିଲ୍ଲୀ,୧୭।୭: ଉତ୍ତରପ୍ରଦେଶର ରାଜନୈତିକ ପରିସ୍ଥିତିକୁ ନେଇ ରାଜଧାନୀ ଲକ୍ଷ୍ନୌରୁ ଦେଶର ରାଜଧାନୀ ଦିଲ୍ଲୀ ପର୍ଯ୍ୟନ୍ତ ଭାଜପାର ମନ୍ଥନ ଚାଲିଛି। ଉତ୍ତରପ୍ରଦେଶ ଭାଜପା ରାଜ୍ୟ ସଭାପତି ଭୁପେନ୍ଦ୍ର ଚୌଧୁରୀ…

ଆଗରୁ ବ୍ଲେଡ୍‌ରେ କାଟିଥିଲେ, ଏବେ ପନିକିରେ କାଟି ଜୀବନ ହାରିଲେ ଯୁବକ

କେନ୍ଦୁଝର,୧୭ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପନିକିରେ ନିକ ବେକ କାଟି ଜଣେ ଯୁବକ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସେ ହେଲେ ସଦର ଥାନା ଅନ୍ତର୍ଗତ ବାଉରୀପଦା ପଞ୍ଚାୟତ ମୁକୁନା…

୧୨ ମାଓବାଦୀ ସଫା: ପୋଲିସ ଟିମ୍‌ ପାଇଁ ପୁରସ୍କାର ଘୋଷଣା କଲେ ସରକାର

ପୁଣେ,୧୭।୭: ମହାରାଷ୍ଟ୍ରର ଗଡଚିରୋଲିରେ ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଛି। ପ୍ରାୟ ୬ ଘଣ୍ଟା ଧରି ଚାଲିଥିବା ଏହି ଏନକାଉଣ୍ଟରରେ ୧୨ ଜଣ ମାଓବାଦୀ…

ମା’ ତାରିଣୀଙ୍କ ପୀଠରେ ଜିଭ କାଟିଲେ ଜଣେ ଭକ୍ତ, କାରଣ ଜାଣିଲେ…

କେନ୍ଦୁଝର,୧୭ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଘଟଗାଁସ୍ଥିତ ମା’ ତାରିଣୀଙ୍କ ମନ୍ଦିର ସମ୍ମୁଖରେ ଜିଭକୁ ବ୍ଲେଡ୍‌ରେ କାଟି ଦେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ…

କେବଳ ଇଞ୍ଜିନ୍‌ ନୁହେଁ, ଏବେ ଡବା ବି ପରସ୍ପର ମୁହାଁମୁହିଁ ହେଲେଣି: ଏମିତି କାହିଁକି କହିଲେ ଅଖିଳେଶ

ଲକ୍ଷ୍ନୌ,୧୭।୭: ଉତ୍ତରପ୍ରଦେଶରେ ଭାଜପା ନେତୃତ୍ୱରେ ବିବାଦ ଲାଗିରହିଛି। ଏସବୁ ଭିତରେ ସମାଜବାଦୀ ପାର୍ଟି (ଏସପି) ରାଷ୍ଟ୍ରୀୟ ସଭାପତି ତଥା ଏମ୍‌ପି ଅଖିଳେଶ ଯାଦବ ବୁଧବାର ମୁଖ୍ୟମନ୍ତ୍ରୀ ଯୋଗୀ…

ଆସାମରେ ମୁସଲମାନ ଜନସଂଖ୍ୟା ବୃଦ୍ଧି ‘ଜୀବନ ଏବଂ ମୃତ୍ୟୁର ବିଷୟ’: ହିମନ୍ତ ବିସ୍ୱଶର୍ମା

ନୂଆଦିଲ୍ଲୀ,୧୭।୭: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିସ୍ୱଶର୍ମା ବୁଧବାର କହିଛନ୍ତି ଯେ ତାଙ୍କ ରାଜ୍ୟରେ ପରିବର୍ତ୍ତିତ ଜନସଂଖ୍ୟା ଏକ ବଡ଼ ଚିନ୍ତାର ବିଷୟ। ଆସାମରେ ମୁସଲମାନ ଜନସଂଖ୍ୟାରେ ଉଲ୍ଲେଖନୀୟ…

ସାଙ୍ଗପିଲା ଖାଦ୍ୟ ଖାଇ ଦେବାରୁ ରାଗିଯାଇ ହଷ୍ଟେଲ ଛାଡ଼ି ଚାଲିଆସିଲେ ଛାତ୍ରୀ, ଆଉ ତା’ ପରେ…

ମୋରଡ଼ା,୧୭ା୭(ସ୍ମାରକ ମାଜୀ): ଜଣେ ନାବାଳିକା ଛାତ୍ରୀ ବିଦ୍ୟାଳୟ ହଷ୍ଟେଲରୁ ରାଗି କି ଚାଲି ଆସିଥିଲେ। ତେବେ  ପ୍ରାୟ ୪୦ କିଲୋମିଟରରୁ ଅଧିକ ଚାଲି ଚାଲି ମୟୂରଭଞ୍ଜ ଜିଲା…