୩୫୦ ଥର ପରାଜିତ ହୋଇଥିଲେ, ତଥାପି ଜିତିବା ଲାଗି ନୁହେଁ ବରଂ ହାରିବା ଲାଗି ନିର୍ବାଚନ ଲଢ଼ୁଥିଲେ ଏହି ବ୍ୟକ୍ତି; ଜାଣନ୍ତୁ କିଏ?

ଲକ୍ଷ୍ନୌ,୬।୪: ଉତ୍ତରପ୍ରଦେଶର ବରେଲି ସହରର କାକା ଜୋଗିନ୍ଦର ସିଂ ଓରଫ ଧରତି ପକଡ଼ ୧୯୬୨ରୁ ନେଇ ମୃତ୍ୟୁ ପର୍ଯ୍ୟନ୍ତ ପ୍ରତିଟି ନିର୍ବାଚନ ଲଢ଼ିଥିଲେ। ଜିତିବା ପାଇଁ ନୁହେଁ…

ଆପଣଙ୍କ ପୁଅର ଭବିଷ୍ୟତ ଗଢିବାକୁ ବିରୋଧୀଙ୍କ ଗାଳି ଶୁଣୁଛି: ମୋଦି

ସାହାରନପୁର,୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତର ପ୍ରଦେଶରେ ଭାଜପା ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶନିବାର ସେ ସାହାରନପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଏହି…

ସିସୋଡିଆଙ୍କ ନ୍ୟାୟିକ ହେପାଜତ ୧୮ ଏପ୍ରିଲ ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୬।୪: ଦିଲ୍ଲୀ ଲିକର ପଲିସି ସହ ଜଡିତ ଅର୍ଥ ହେରଫେର ମାମଲାରେ ରାଉଜ ଆଭେନ୍ୟୁ କୋର୍ଟ ଆମ ଆଦମୀ ପାର୍ଟି ନେତା ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ…

ଖରାରେ କଲବଲ ସାରା ଓଡ଼ିଶା: ଅଂଶୁଘାତରେ ୮ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୬।୪: ଫୁଟୁଛି ସାରା ଓଡିଶା। ଗରମ ପବନ କଲବଲ ହେଉଛନ୍ତି ଓଡିଶାବାସୀ। ରାଜ୍ୟରେ ତାତି ବଢିବା ସହ ବଢୁଛି ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା…

ଗଡୁଛି ମୁଣ୍ଡ ଉପରେ ମୁଣ୍ଡ : ସପ୍ତାହକରେ ୨ ହତ୍ୟା

ପୁରୁଷୋତ୍ତମପୁର,୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳ ଦିନକୁ ଦିନ ଅଶାନ୍ତ ହେବାରେ ଲାଗିଥିବା ବେଳେ ମୁଣ୍ଡ ପରେ ମୁଣ୍ଡ ଗଡ଼ି ଚାଲିଛି। ଶିକୁଳା ଗ୍ରାମରେ…

ଛତ୍ରପୁର ନିର୍ବାଚନମଣ୍ଡଳୀ: ହ୍ୟାଟ୍ରିକ୍‌ ଲକ୍ଷ୍ୟରେ ବିଜେଡି

ଗଞ୍ଜାମ,୬।୪(ବିଦ୍ୟାଧର ସାହୁ): ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି, ରାଜନୈତିକ ଉଷ୍ମତା ସେତିକି ବଢ଼ିବାରେ ଲାଗିଛି। ଛତ୍ରପୁର ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ପୁଣି ସୁବାସ ଚନ୍ଦ୍ର ବେହେରାଙ୍କୁ…

ପଡିଆରେ ଖେଳିବା ଉପରେ କଟକଣା, ଜାଣନ୍ତୁ କାହିଁକି ଏପରି ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୬।୪: ଖରାରେ ଖେଳିବା ଉପରେ ଲାଗିଲା କଟକଣା । ପ୍ରବଳ ଖରା ହେଉଥିବାରୁ ଆଉଟ ଡୋର୍‌ ଖେଳ ଉପରେ କଟକଣା ଲଗାଇଛନ୍ତି ସରକାର । ଖରାରେ କ୍ରିକେଟ,…

ଭାଜପା ଏମପି ହେବା ପରେ ୫ ବର୍ଷରେ ୩୦ ଗୁଣା ବଢିଗଲା ତେଜସ୍ବୀ ସୂର୍ଯ୍ୟାଙ୍କ ସମ୍ପତ୍ତି

ନୂଆଦିଲ୍ଲୀ,୬।୪: ଲୋକ ସଭା ନିର୍ବାଚନର ପାଇଁ ବିଗୁଲ ବାଜି ସାରିଛି। ସମସ୍ତ ରାଜନୈତିକ ଦଳ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ସମୟରେ ଗୁରୁବାର (ଏପ୍ରିଲ…

ଲୋକ ସଭା ନିର୍ବାଚନ ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ନୂଆଦିଲ୍ଲୀ,୬।୪: ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ଗୋଆ, ମଧ୍ୟପ୍ରଦେଶ ଏବଂ ଦାଦ୍ରାର ୬ଟି ଆସନ…

ଓଡ଼ିଶାରେ ନିର୍ବାଚନ ଲଢିବ ଏଏପି, ପ୍ରାର୍ଥୀ ଫାଇନାଲ!

ଭୁବନେଶ୍ୱର,୬।୪: ଓଡ଼ିଶାରେ ଅନୁଷ୍ଠିତ ହେବାକୁ ଯାଉଥିବା ଆଗାମୀ ବିଧାନସଭା ନିର୍ବାଚନରେ ମଇଦାନକୁ ଓହ୍ଲାଇବ ଆମ ଆଦମୀ ପାର୍ଟି (ଏଏପି)। ପାର୍ଟିର ଓଡିଶା ମୁଖ୍ୟ ନିଶିକାନ୍ତ ମହାପାତ୍ର ଏକ…