ଓଡ଼ିଶାରେ କୌଣସି ବିକାଶ ହୋଇ ନାହିଁ: ରାଜନାଥ

ଖୋର୍ଦ୍ଧା,୨୦।୫(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ହାବେଳି ପଡ଼ିଆରେ ରବିବାର ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ରାଜନାଥ ସିଂ ରାଜ୍ୟ…

ମୋଦି ଯେତେ ଓଡ଼ିଶା ଆସିବେ କଂଗ୍ରେସ ସେତିକି ବଢ଼ିବ: ଅଜୟ

ଭୁବନେଶ୍ୱର,୨୦।୫(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ତେବେ ତାଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ବିଭିନ୍ନ ପ୍ରସଙ୍ଗରେ ମୋଦିଙ୍କୁ ବହୁ ପ୍ରଶ୍ନ…

ଦାରିଙ୍ଗବାଡ଼ିରେ ମତଦାନ ଆରମ୍ଭ: ଭୋଟ୍‌ ଦେଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଦାରିଙ୍ଗବାଡ଼ି,୨୦ା୫(ଅରୁଣ ସାହୁ): ଗଣତନ୍ତ୍ରର ମହାନ ପର୍ବ ତଥା ସାଧାରଣ ନିର୍ବାଚନ ସକାଳ ୭ଟାରେ ଶାନ୍ତି ଶୃଙ୍ଖଳାର ସହ ଆରମ୍ଭ ହୋଇଯାଇଛି। ଏହି କ୍ରମରେ କନ୍ଧମାଳ ଜିଲା ଜି.ଉଦୟଗିରି…

ରାଜ୍ୟ ନେତାଙ୍କ ସହ ମୋଦିଙ୍କ ଆଲୋଚନା, ଦେଲେ ଗୁରୁମନ୍ତ୍ରଣା

ଭୁବନେଶ୍ୱର, ୧୯।୫(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସନ୍ଧ୍ୟାରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ବାୟୁସେନାର ସ୍ବତନ୍ତ୍ର ବିମାନରେ ରବିବାର ବିଜୁ ପଟ୍ଟନାୟକ ବିମାନବନ୍ଦରରେ…

ଶ୍ରୀମନ୍ଦିରରେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି।  ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି ସମୟରେ…

ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି, କଣ୍ଟାବାଞ୍ଜି ଆସନରେ ହେବ ଆଜି ଭୋଟ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ରାଜ୍ୟରେ ୨ୟ ପର୍ଯ୍ୟାୟ ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ଚଳିତ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ଟି ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ…

ଆଜି ୩୦୫ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା, ଜାଣନ୍ତୁ କେଉଁଠି ହେଉଛି ମତଦାନ…

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ଦେଶରେ ୫ମ ଏବଂ ରାଜ୍ୟରେ ୨ୟ ପର୍ଯ୍ୟାୟ ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ୫ ଲୋକ ସଭା ଆସନ ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, ଆସିକା…

ବିଜେଡି-ଭାଜପା କର୍ମୀ ଗଣ୍ଡଗୋଳ: ୪ ଗିରଫ

ରାଉରକେଲା, ୧୯ା୫(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅନ୍ତର୍ଗତ ଗଙ୍ଗାଧରପାଲି ବସ୍ତି ଅଞ୍ଚଳରେ ହୋଇଥିବା ବିଜେଡି ଓ ଭାଜପା ଗଣ୍ଡଗୋଳ ମାମଲାରେ ରବିବାର ପୋଲିସ ୨ଟି ପୃଥକ ମାମଲା…

ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ ଘୋଷାଡ଼ିଲେ ନେଲେ, ଆଉ ତାପରେ…

ଗରହ୍ବା,୧୯ା୫: ଝାଡ଼ଖଣ୍ଡର ଗରହ୍ବା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋରୁ ଚୋରାଚାଲାଣ ସନ୍ଦେହରେ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ ବାନ୍ଧି…

ଜୟରାମ ଠାକୁରଙ୍କ ତୃତୀୟ ଫିଲ୍ମ ‘କଙ୍ଗନା ମଣ୍ଡି କେ ଅଙ୍ଗନା’ ବି ହେବ ଫ୍ଲପ: ମୁଖ୍ୟମନ୍ତ୍ରୀ ସୁଖୁ

ଶିମଲା,୧୯୧।୫: ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ବିଲାସପୁରର ଜଗତଖାନା ଠାରେ ନିର୍ବାଚନ ପ୍ରଚାର କରିଥିଲେ। ସେ ହମିରପୁର ଆସନରୁ ଲୋକ ସଭା ପ୍ରାର୍ଥୀ ସତ୍ୟପାଲ ସିଂ ରାୟଜାଦାଙ୍କ…