ନିର୍ବାଚନ ପୂର୍ବରୁ ବଡ଼ ଆଇଟି ରେଡ୍‌, ଜୋତା ବ୍ୟବସାୟୀଙ୍କ ଘରୁ ମିଳିଲା ୪୦ କୋଟି ନଗଦ ଟଙ୍କା

ନୂଆଦିଲ୍ଲୀ,୧୯।୫: ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ବଡ଼ ଆଇଟି ରେଡ୍‌। ଉତ୍ତରପ୍ରଦେଶ ଆଗ୍ରାରେ ବଡ଼ ଧରଣର ଆଇଟି ରେଡ ହୋଇଛି । ଜଣେ ଜୋତା ବ୍ୟବସାୟୀଙ୍କ ଘରୁ…

ବିଜେଡି-ଭାଜପା ମୁଦ୍ରାର ଉଭୟ ପାର୍ଶ୍ୱ : ସଚିନ୍‌

ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ), ୧୯।୫: ‘ଲୋକେ ଜାଣିଗଲେଣି ବିଜେଡି ଓ ଭାଜପା ଗୋଟିଏ ମୁଦ୍ରାର ଉଭୟ ପାର୍ଶ୍ୱ’, ଜାତୀୟ କଂଗ୍ରେସର ସାଧାରଣ ସମ୍ପାଦକ ତଥା ଷ୍ଟାର…

ଭାଜପା ପ୍ରାର୍ଥୀଙ୍କର ୧୨ ଗାଡ଼ି, ୧୧୫୦ ଗ୍ରାମ୍‌ ସୁନା

ରାଜନଗର, ୧୯ା୫(ଭାସ୍କର ରାଉତରାୟ)ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ମଇଦାନରେ ୯ ପ୍ରାର୍ଥୀ ଅଛନ୍ତି। ଶାସକ ବିଜେଡିରୁ ଧ୍ରୁବ ଚରଣ ସାହୁ, କଂଗ୍ରେସରୁ ଅଶୋକ କୁମାର ପ୍ରତିହାରୀ,…

ଭୋଟ୍‌ ବେଲେ ମାଗି ଆଏସନ୍‌

ସୁନ୍ଦରଗଡ଼ରୁ ଅନିଲ ଦାସ,୧୯ା୫: ଭୋଟ୍‌ ବେଲେ ମାଗି ଆଏସନ୍‌, ପଛେ ଦେଖା ନି ମିଲେ। ଏହାର ଅର୍ଥ ନେତାମାନେ ନିିର୍ବାଚନ ସମୟରେ ଭୋଟ ମାଗିବାକୁ ଘରକୁ ଆସୁଥିବା…

ଡିଜିପି ପରିବର୍ତ୍ତନ ଦାବି କଲା ଭାଜପା

ଭୁବନେଶ୍ୱର,୧୯।୫(ଅନୁରାଧା ମହାରଣା)ନିର୍ବାଚନ ହାରିବା ଭୟରେ ବିଜେଡି ସରକାରୀ କଳ, ବଳର ଅପବ୍ୟହାର କରିବା ସହ ରକ୍ତମୁଖା ହୋଇ ଭାଜପା କାର୍ଯ୍ୟକର୍ତ୍ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରୁଛି। ଏଥିରେ…

ଦାଦନ, ଭାଗଚାଷ ବଢ଼ାଇଛି ଲୋକଙ୍କ ଦୁଃଖ

ଆସିକାରୁ ସୁନୀତ ମିଶ୍ର, ୧୯ା୫ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଗତ ୧୩ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୦ ତାରିଖରେ ଆଉ ୫ ଲୋକ ସଭା ଆସନ…

ବିକାଶ ହିଁ ଆମର ପ୍ରସଙ୍ଗ: ଦେବେଶ ଆଚାର୍ଯ୍ୟ

ବରଗଡ଼ ଜିଲାରେ ଦେବେଶ ଆଚାର୍ଯ୍ୟ ଏକ ପରିଚିତ ଚେହେରା। ପଦ୍ମଶ୍ରୀ କୃତାର୍ଥ ଆଚାର୍ଯ୍ୟଙ୍କ ନାତି ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଆନନ୍ଦ ଆଚାର୍ଯ୍ୟଙ୍କ ସେ ପୁଅ। ଦେବେଶ…

ଜମିପଟ୍ଟା ନ ଥିଲେ ମିଳୁନି ଜାତି ପ୍ରମାଣପତ୍ର

ସମ୍ବଲପୁର,୧୯।୫(ଭବାନୀ ଶଙ୍କର ଭୋଇ)ଶିକ୍ଷା କ୍ଷେତ୍ରରେ ମିଳୁଥିବା ବିଭିନ୍ନ ସରକାରୀ ସୁବିଧା ପାଇବା ପାଇଁ ଅନୁସୂଚିତ ଜାତି ଏବଂ ଜନଜାତ ଛାତ୍ରୀଛାତ୍ରଙ୍କ ପାଇଁ ଜାତି ପ୍ରମାଣ ପତ୍ରର ଆବଶ୍ୟକତା…

ପାଣିଟାଙ୍କି ଉପର ପାଲଟିଛି ମୋବାଇଲ ନେଟ୍‌ୱର୍କ ଜୋନ୍‌

ବଲାଙ୍ଗୀର/ମୁରିବାହାଲ,୧୯ା୫ (ବୀରେନ୍ଦ୍ର କୁମାର ଝାଙ୍କର/ଶ୍ରୀବତ୍ସ ବେହେରା)ମୋବାଇଲ ଫୋନ୍‌ରେ କଥା ହେବା ପାଇଁ ଗ୍ରାମବାସୀଙ୍କୁ ଚଢ଼ିବାକୁ ପଡୁଛି ଗଁାରେ ଥିବା ପାଣିଟାଙ୍କି ଉପରକୁ। ଗଁାରେ ଲାଗି ରହିଛି ମୋବାଇଲ…

ହଟୁନି ଚିରାଫଟା ବ୍ୟାନର, ସ୍ମାର୍ଟସିଟି ସୌନ୍ଦର୍ଯ୍ୟତାରେ ସାଜୁଛି ପ୍ରତିବନ୍ଧକ

ରାଉରକେଲା,୧୯ା୫(ବିପ୍ଳବ ରଞ୍ଜନ ଦାଶ)ରାଉରକେଲାରେ ହୋର୍ଡିଂ ସେବାର ଠିକ୍‌ ପରିଚାଳନା ହେଉନାହିଁ। ଫଳରେ ଏହା ସହରର ସୌନ୍ଦର୍ଯ୍ୟ ବୃଦ୍ଧିରେ ପ୍ରତିବନ୍ଧକ ସାଜୁଛି। ଆରଏମ୍‌ସି ଅନୁମୋଦନରେ ବିଭିନ୍ନ ସଂସ୍ଥା ପକ୍ଷରୁ…