ମୋଦିଙ୍କ ରୋଡ ଶୋ’ରେ ବାଧକ ସାଜିବ କି ବର୍ଷା, ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୦।୫: ଆଗାମୀ ୩ଘଣ୍ଟା ପ୍ରବଳ ବର୍ଷା ହେବା ନେଇ ସୂଚନା ଜାରି କରିଛି ପାଣିପାଗ ବିଭାଗ । ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି…

ସଚିବାଳୟ, ମୁଖ୍ୟମନ୍ତ୍ରୀଙ୍କ ଅଫିସ ଯାଇପାରିବେନି କେଜରିଓ୍ବାଲ, ରହିଛି ଅନେକ ସର୍ତ୍ତ

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିବା ସହିତ ସୁପ୍ରିମକୋର୍ଟ ଅନେକ କଡା ସର୍ତ୍ତ ରଖିଛନ୍ତି। କେଜରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ ଆଦେଶରେ…

ପୋଟଳି ନେଇ କଲେକ୍ଟରଙ୍କ ଅଫିସ ପହଞ୍ଚିଲେ ବିଧାୟକ, ଖୋଲିବା ପରେ ସମସ୍ତେ ହେଲେ ଆଶ୍ଚର୍ଯ୍ୟ

ବାରାଣସୀ,୧୦।୫: ବାରାଣାସୀ ଲୋକ ସଭା ଆସନରେ ଏକ ଅଜବ ଚିତ୍ର ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ସ୍ବାଧୀନ ପ୍ରାର୍ଥୀ କଏନ ନେଇ ନାମାଙ୍କନ ଫର୍ମ ଫି ସହିତ…

ବୁଲେଟ୍‌ରେ ନଜର ଆସିଲେ ପାଣ୍ଡିଆନ, ଦେଲେ ଖାସ୍‌ ବାର୍ତ୍ତା

ଭୁବନେଶ୍ୱର,୧୦।୫: ବିଜୁ ଜନତା ଦଳ ଚଳିତ ନିର୍ବାଚନ ପାଇଁ ନିଜ ଇସ୍ତାହାର ପ୍ରକାଶ କରିଛି। ଯେଉଁଥିରେ ବଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମହିଳା ଓ ଯୁବପିଢିଙ୍କୁ ଗୁରୁତ୍ୱ…

ବୃଦ୍ଧଙ୍କ ଉପରେ ମାଡ଼ିଗଲା ଚିପ୍ସ ବୋଝେଇ ହାଇୱା

ଦେଓଗାଁ,୧୦।୫(କୃଷ୍ଣପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଧୀନ ଦେଓଗାଁ କଲେଜ ଛକରେ ଶୁକ୍ରବାର ଏକ ହାଇୱା ଚାପାରେ ଜଣେ ସାଇକେଲ ଆରୋହୀଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି।…

ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିରେ ଭିଜିଗଲା ସମସ୍ତ ଦେଶବାସୀଙ୍କ ଆଖି: ରାଘବ ଚଢା

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଜାମିନ ପାଇବା ମାତ୍ରେ ଏଏପି ନେତାଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିବା ଆରମ୍ଭ କରିଛି। ଏଏପିର ରାଜ୍ୟ ସଭା…

କେଜରିଓ୍ବାଲଙ୍କୁ ଜାମିନ ମିଳିବା ପରେ ପ୍ରଥମେ କାହାକୁ ଭେଟିଥିଲେ ସୁନିତା

ନୂଆଦିଲ୍ଲୀ,୧୦।୫: ଶୁକ୍ରବାର ସୁପ୍ରିମକୋର୍ଟ ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ସ୍ତ୍ରୀ ସୁନୀତା କେଜରିୱାଲଙ୍କ…

କେଜରିଓ୍ବାଲଙ୍କ ଜାମିନରେ ଉତ୍ସାହିତ ଇଣ୍ଡିଆ ମେଣ୍ଟ

ନୂଆଦିଲ୍ଲୀ,୧୦।୫: କେବଳ ଆମ ଆଦମୀ ପାର୍ଟି ନୁହେଁ ବିରୋଧୀ ମେଣ୍ଟ ଇଣ୍ଡିଆ ପାଇଁ ମଧ୍ୟ ଆଜି ଖୁସିର ଦିନ । କାରଣ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିରିଓ୍ବାଲଙ୍କ…

କେଜରିଓ୍ବାଲଙ୍କୁ ଜାମିନ ମିଳିବା ପରେ…, ଏଏପିର ବଡ ନିଷ୍ପତ୍ତି, ରଦ୍ଦ ହେଲା ସମସ୍ତ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜରିୱାଲ ସୁପ୍ରିମକୋର୍ଟରୁ ଜାମିନ ପାଇଛନ୍ତି। ଏହା ପରେ ଦଳ ଶୁକ୍ରବାର ନିଜର ସମସ୍ତ ନିର୍ବାଚନ…

ବିମାନ ବନ୍ଦରରେ ଲାଗିଲା ନିଆଁ, ଇମିଗ୍ରେଶନ ସିଷ୍ଟମ ପ୍ରଭାବିତ

ଲାହୋର,୧୦।୫: ଗୁରୁବାର ପାକିସ୍ତାନର ପଞ୍ଜାବ ପ୍ରଦେଶ ଲାହୋରର ଆଲାମା ଇକବାଲ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ସମଗ୍ର ଇମିଗ୍ରେସନ ସିଷ୍ଟମକୁ କ୍ଷତି ପହଞ୍ଚାଇଛି…