ଢେଙ୍କାନାଳରୁ ସୁଧୀର, କାମାକ୍ଷାନଗରରୁ ପ୍ରଫୁଲ୍ଲ ଓ ପରଜଙ୍ଗରୁ ନୃସିଂହ

ଢେଙ୍କାନାଳ,୨୮ା୩(ରତନ ନାୟାର)ଢେଙ୍କାନାଳ ଜିଲାର ୪ଟି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୩ଟି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ପକ୍ଷରୁ ବୁଧବାର ପ୍ରାର୍ଥୀ ଘୋଷଣା କରାଯାଇଛି। ଢେଙ୍କାନାଳ, କାମାକ୍ଷାନଗର ଓ…

ଝୁଲି ରହିଲା କୋରେଇ,ବରୀ, ବଡ଼ଚଣା

ଯାଜପୁର,୨୮ା୩(ହର୍ଷବର୍ଦ୍ଧନ ବେହେରା) :ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରାଯାଇଛି। ଏଥିରେ ୭୨ ବିଧାନସଭା…

ଏଥର ବୈଜୟନ୍ତଙ୍କ ସହ ଅଂଶୁମାନ୍‌ଙ୍କ ମୁକାବିଲା

କେନ୍ଦ୍ରାପଡ଼ା,୨୮ା୩ (ଜଗନ୍ନାଥ ଧଳ)ଆସନ୍ତା ଜୁନ୍‌ ୧ ତାରିଖରେ କେନ୍ଦ୍ରାପଡ଼ା ଲୋକସଭା ଆସନ ପାଇଁ ସାଧାରଣ ନିର୍ବାଚନ ହେବ ା ୭ ବିଧାନସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ…

ବିଜେଡି ପ୍ରାର୍ଥୀ ତାଲିକାରୁ ଜଗତ୍‌ସିଂହପୁର ଏମ୍‌ପି ସିଟର ୬ ଆସନ ବାଦ୍‌

ଜଗତ୍‌ସିଂହପୁର, ୨୮ା୩ (ପ୍ରମୋଦ କୁମାର ନାୟକ)୨୦୨୪ ସାଧାରଣ ନିର୍ବାଚନ ତାରିଖ ଘୋଷଣା ପରେ ବିଜେଡି-ଭାଜପା ମେଣ୍ଟ ପ୍ରସଙ୍ଗ କିଛି ଦିନ ରାଜ୍ୟ ରାଜନୀତିରେ ନିଆରା ପରିବେଶ ସୃଷ୍ଟି…

ଭଣ୍ଡାରିପୋଖରୀରୁ ପ୍ରଫୁଲ୍ଲ ଗଲେ, ଭଦ୍ରକରୁ ସଞ୍ଜୀବ ଆସିଲେ

ଭଦ୍ରକ(ସନାତନ ରାଉତ)/ବନ୍ତ(ହରି ନାରାୟଣ ମହାନ୍ତି),୨୮ା୩ବୁଧବାର ବିଜେଡ଼ିର ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ତେବେ ଜିଲାର ଭଦ୍ରକ ଓ ଭଣ୍ଡାରିପୋଖରୀରେ ବିଧାୟକଙ୍କ ଅଦଳ ବଦଳକୁ ନେଇ ଚର୍ଚ୍ଚା ଜୋର…

ଭାଜପା ଲୋକସଭା ପ୍ରାର୍ଥୀଙ୍କ ଗାଡ଼ିକୁ ଅଣ୍ଡା ମାଡ଼

ପାପଡ଼ାହାଣ୍ଡି, ୨୮।୩(ସ୍ବପ୍ନଜିତ ପଟ୍ଟନାୟକ)ନବରଙ୍ଗପୁର ଜିଲା ମଇଦଲପୁର ହାଟପଦାଠାରେ ବୁଧବାର ଭାଜପାର ନବରଙ୍ଗପୁର ଲୋକ ସଭା ପ୍ରାର୍ଥୀ ବଳଭଦ୍ର ମାଝିଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ ହୋଇଛି। ବଳଭଦ୍ର ନିଜ…

କଂଗ୍ରେସ ଭୋଟ ହାତେଇବାକୁ ମନ୍ମଥଙ୍କୁ ଦଳରେ ମିଶାଇଛିି ବିଜେଡି!

ଭୁବନେଶ୍ୱର, ୨୮।୩(ସୁନିତ୍‌ ମିଶ୍ର)ଭୁବନେଶ୍ୱର ଲୋକ ସଭା ଆସନ ଅନ୍ତର୍ଗତ ଜଟଣୀ ବିଧାନସଭା କ୍ଷେତ୍ରରୁ ବିଧାୟକ ଥିବା ବରିଷ୍ଠ କଂଗ୍ରେସ ନେତା ସୁରେଶ କୁମାର ରାଉତରାୟଙ୍କ ସାନ ପୁଅ…

ଭର୍ତ୍ତୁହରିଙ୍କ ହୋଲି ବନ୍ଧୁମିଳନରେ ଅନୁଭବ,ଭାଜପା ନେତା

କଟକ, ୨୮ା୩(ଶିଳ୍ପା ପ୍ରିୟଦର୍ଶିନୀ)ହୋଲି ପର୍ବ ବା ହୋଲି ବନ୍ଧୁମିଳନ ପ୍ରତିବର୍ଷ ପରି ଏବର୍ଷ ବି ପାଳିଛନ୍ତି କଟକ ଏମ୍‌ପି ଭର୍ତ୍ତୃହରି ମହତାବ। କିଛିଦିନ ବ୍ୟବଧାନରେ ସେ ବିଜେଡିରୁ…

ସମ୍ବଲପୁରରେ ବିଗ୍‌ ଫାଇଟ୍‌

ସମ୍ବଲପୁର,୨୮ା୩ (ଭବାନୀ ଶଙ୍କର ଭୋଇ)ବିଜୁ ଜନତା ଦଳ ପକ୍ଷରୁ ସମ୍ବଲପୁର ଲୋକ ସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ଭାବେ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାମ ଘୋଷଣା କରାଯାଇଛି।…

ସୁନୀଲ, ଅରୂପଙ୍କୁ ନେଇ ବିଜେଡି ଶିବିରରେ ଉତ୍ସାହ

ପୁରୀ,୨୮ା୩(ଅଜିତ୍‌ ମହାନ୍ତି)ଆଗାମୀ ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପକ୍ଷରୁ ବୁଧବାର ବିଧାନସଭା ଓ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ପୁରୀ ସଦର ବିଧାନସଭା…