ଟ୍ରକ୍‌ରୁ ପୁଳାପୁଳା ଟଙ୍କା ଜବତ

ହାଇଦ୍ରାବାଦ, ୧୦।୫: ଆନ୍ଧ୍ରପ୍ରଦେଶର ଏନ୍‌ଟିଆର ଜିଲାର ଏକ ଚେକ୍‌ପୋଷ୍ଟରେ ଗୁରୁବାର ଗୋଟିଏ ଟ୍ରକରୁ ନଗଦ ୮ କୋଟି ଟଙ୍କା ଜବତ କରାଯାଇଛି। ଏହି ମାମଲାରେ ପୋଲିସ ୨…

କଲିକତି ଦଳରେ ପରିପୂର୍ଣ୍ଣ ଖରଖରା ନାଳ

କଣାସ,୧୦ା୫(ବିଭୂତି ଭୂଷଣ ତ୍ରିପାଠୀ): କେନ୍ଦ୍ର ଓ ରାଜ୍ୟ ସରକାର ନଦୀନାଳର ସୁରକ୍ଷା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବାବେଳେ କଣାସ ବ୍ଲକର ଦୟା ଓ ଲୁଣାନଦୀର…

କର୍କଟ ପୀଡ଼ିତାଙ୍କ ପାଇଁ କେଶ ଦାନକଲେ ସଂଯୁକ୍ତା

ରାଜକନିକା,୧୦ା୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଜୟନଗର ପଞ୍ଚାୟତ ବଜରପୁରର ସୁରେଶ ଚନ୍ଦ୍ର ନାୟକଙ୍କ ସ୍ତ୍ରୀ ସଂଯୁକ୍ତା ନାୟକ କର୍କଟ ପୀଡ଼ିତାଙ୍କ ଉଦ୍ଦେଶ୍ୟରେ ତାଙ୍କର…

ଭାରତୀୟ ନିର୍ବାଚନରେ ଆମେରିକାର ହସ୍ତକ୍ଷେପ ଉଦ୍ୟମ

ନୂଆଦିଲ୍ଲୀ,୧୦ା୫:ଭାରତରେ ସାଧାରଣ ନିର୍ବାଚନ ଚାଲିଥିବାବେଳେ ଆମେରିକା ଏଥିରେ ହସ୍ତକ୍ଷେପ କରି ରାଜନୈତିକ ଅସ୍ଥିରତା ସୃଷ୍ଟି ଲାଗି ଉଦ୍ୟମ କରୁଛି ବୋଲି ରୁଷିଆ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।…

ଏପିଏସ୍‌ଇଜେଡ୍‌ର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୧୦ା୫: ଆଦାନୀ ପୋଟର୍ସ ଆଣ୍ଡ ସ୍ପେଶିଆଲ ଇକୋନୋମିକ୍‌ ଜୋନ୍‌ (ଏପିଏସ୍‌ଇଜେଡ୍‌)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ ଆଗାମୀ କାର୍ଯ୍ୟକଳାପ…

ଟାଟା ଷ୍ଟିଲ୍‌ର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୧୦ା୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଟାଟା ଷ୍ଟିଲ୍‌ ନିକଟରେ ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି। ଉଲ୍ଲେଖଯୋଗ୍ୟ, ପ୍ରଥମ…

ଫସଲ ଅମଳ ପାଇଁ ନାହିଁ ଖଳା

ପ୍ରୀତିପୁର,୧୦ା୫(ସୁଶାନ୍ତ ବେହୁରିଆ): ଖଳା ନ ଥିବାରୁ ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଅଧୀନ ବିଭିନ୍ନ ପଞ୍ଚାୟତର ଚାଷୀମାନେ ସେମାନଙ୍କ ଉତ୍ପାଦିତ ସାମଗ୍ରୀ ଅମଳ କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି…

ଡାବର ଇଣ୍ଡିଆର ନୂତନ ଅଭିଯାନ

ଭୁବନେଶ୍ୱର,୧୦ା୫ (ଅଭୟ ଦାଶ): ଡାବର ଇଣ୍ଡିଆ ଲିମିଟେଡ୍‌ର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀର ଅଗ୍ରଣୀ ଇନ୍‌ଷ୍ଟାଣ୍ଟ ଏନର୍ଜି ଡ୍ରିଙ୍କ୍‌ ଡାବର ଗ୍ଲୁକୋଜ ପକ୍ଷରୁ ଦେଶର…

ନଗଡ଼ା ବାମ, ଡାହାଣ ପାର୍ଶ୍ୱ ଅବହେଳିତ

ଯାଜପୁର,୧୦ା୫(ହର୍ଷବର୍ଦ୍ଧନ ବେହେରା): ପ୍ରତି ୫ ବର୍ଷରେ ଥରେ ସାଧାରଣ ନିର୍ବାଚନ ହୁଏ। କିନ୍ତୁ ଆଦିବାସୀ ବହୁଳ ସୁକିନ୍ଦା ବ୍ଲକର ଭାଗ୍ୟ ବଦଳେ ନାହିଁ। ଯାହାର ଉଦାହରଣ ଏବେ…

ନିର୍ବାଚନ ପ୍ରଚାରର ମାଧ୍ୟମ ପାଲଟିଛି ୟୁଟ୍ୟୁବ୍‌: ବ୍ଲଗର୍‌ଙ୍କ ଦ୍ୱାରା କଟକର ଖାଦ୍ୟ, ପ୍ରସିଦ୍ଧ ସ୍ଥାନକୁ ଗୁରୁତ୍ୱ

କଟକ,୧୦ା୫(ଶିଳ୍ପା ପ୍ରିୟଦର୍ଶିନୀ):ନିର୍ବାଚନକୁ ନେଇ ବାରବାଟୀ-କଟକ ରାଜନୀତି ସରଗରମ ହେବାରେ ଲାଗିଛି। ଏଠାରେ ଉଚ୍ଚ ଶିକ୍ଷିତ ପ୍ରାର୍ଥୀ ଏବେ ନୂଆଢଙ୍ଗରେ ପ୍ରଚାର କରୁଥିବା ଦେଖିବାକୁ ମିଳିଛି। ପ୍ରାର୍ଥୀଙ୍କ ମଧ୍ୟରେ…