ସଇଁତଳା,୫।୭: ବଲାଙ୍ଗୀର ଜିଲା ସଇଁତଳା ସହରରେ ଦିନକୁ ଦିନ ଡେଙ୍ଗୁ ବ୍ୟାପିବାରେ ଲାଗିଛି। ସହରରେ ମୋଟ ୧୮ଜଣ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧ ଜଣଙ୍କୁ…
ନୂଆଦିଲ୍ଲୀ,୫।୭: କେନ୍ଦ୍ରରେ ନୂତନ ସରକାର ଗଠନ ପରେ ସମସ୍ତେ ଉତ୍ସାହର ସହିତ ବଜେଟକୁ ଅପେକ୍ଷା କରିଛନ୍ତି। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କ’ଣ…
ନୂଆଦିଲ୍ଲୀ,୫।୭: ସ୍ନାତକୋତ୍ତର ମେଡିକାଲ ପାଠ୍ୟକ୍ରମରେ ନାମଲେଖା ଲାଗି ଅନୁଷ୍ଠିତ NEET-PG ପରୀକ୍ଷା ପାଇଁ ମେଡିକାଲ ସାଇନ୍ସ ଜାତୀୟ ପରୀକ୍ଷା ବୋର୍ଡ ତାରିଖ ଘୋଷଣା କରିଛି। ଅଗଷ୍ଟ ୧୧ରେ…
ହାଇଦ୍ରାବାଦ,୫।୭: ତେଲଙ୍ଗାନାରେ ଭାରତ ରାଷ୍ଟ୍ର ସମିତି (ବିଆରଏସ) ବିଧାୟକଙ୍କ ଦଳ ଛାଡି କଂଗ୍ରେସରେ ଯୋଗଦେବା ପ୍ରକ୍ରିୟା ଜାରି ରହିଛି। ଗୁରୁବାର ବିଳମ୍ବିତ ରାତିରେ ତେଲଙ୍ଗାନାରେ ଶାସକ ଦଳରେ…
ଭୁବନେଶ୍ୱର,୫ା୭: ରାଜ୍ୟରେ ୫ କୋଟି ଗଛ ଲାଗିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କହିଛନ୍ତି। ବୃକ୍ଷରୋପଣରେ ଓଡ଼ିଶା ଦେଶରେ ଏକ ନମ୍ବର ହେବ। ‘ଏକ୍ ପେଡ୍…
ନୂଆଦିଲ୍ଲୀ,୫।୭: ଦିଲ୍ଲୀ ଏକ୍ସାଇଜ ପଲିସି ସ୍କାମରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଜାମିନ ଆବେଦନ ଶୁକ୍ରବାର ଦିଲ୍ଲୀ ହାଇକୋର୍ଟରେ ଶୁଣାଣି ହୋଇଛି। ଏହି ଆବେଦନରେ କେଜ୍ରିୱାଲଙ୍କ ଗିରଫଦାରୀକୁ…
ଭୁବନେଶ୍ୱର,୫।୭: ରତ୍ନଭଣ୍ଡାର ଖୋଲିବା ନେଇ ପୂର୍ବରୁ ଗଠିତ କମିଟି ଭଙ୍ଗାଯାଇ ରାଜ୍ୟ ସରକାର ୧୬ ଜଣିଆ ନୂତନ କମିଟି ଗଠନ କରିଛନ୍ତି। ଏହି ପ୍ରସଙ୍ଗରେ ବିରୋଧୀ ଦଳ…
ଭୁବନେଶ୍ୱର,୫।୭: ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲିବା, ଅଳଙ୍କାର ଗୁଡ଼ିକର ଗଣନା ପାଇଁ ରାଜ୍ୟ ସରକାର ଓଡ଼ିଶା ହାଇକୋର୍ଟ ପୂର୍ବତନ ବିଚାରପତି ବିଶ୍ଵନାଥ ରଥଙ୍କ ଅଧ୍ୟକ୍ଷତାରେ କମିଟି ଗଠନ…
ନୂଆଦିଲ୍ଲୀ,୫।୭: ଅମରନାଥ ଯାତ୍ରା ପରେ ପରେ ଜମ୍ମୁ-କଶ୍ମିରରେ ଅନୁଷ୍ଠିତ ହୋଇପାରେ ବିଧାନସଭା ନିର୍ବାଚନ। ଅଗଷ୍ଟ ୨୯ ତାରିଖରେ ଅମରନାଥ ଯାତ୍ରା ଶେଷ ହେଉଥିଲା ବେଳେ ଭାଜପା ବରିଷ୍ଠ…
ଲଣ୍ଡନ,୫ା୭: ବ୍ରିଟେନ ସାଧାରଣ ନିର୍ବାଚନରେ ଋଷି ସୁନକଙ୍କ କଞ୍ଜରଭେଟିଭ୍ ପାର୍ଟି ପରାଜୟର ସମ୍ମୁଖୀନ ହୋଇଛି। ନିର୍ବାଚନରେ ଲେବର ପାର୍ଟି ବହୁମତ ହାସଲ କରିଛି ଏବଂ ବର୍ତ୍ତମାନ କିର୍…