ଆଣ୍ଠୁ ମାଡ଼ି ମୁଣ୍ଡିଆ ମାରି ଲୋକସେବା ଭବନକୁ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୭: ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ପାଇଁ ଫୁଲ ଓ ରଙ୍ଗୋଲିରେ ସଜେଇ ହୋଇଥିଲା ଲୋକସେବା ଭବନ।   ତେବେ ଗୁରୁବାର ବିଧିବଦ୍ଧ ଭାବେ ଲୋକସେବା ଭବନରୁ କାର୍ଯ୍ୟ ଆରମ୍ଭ କରିଛନ୍ତି…

ଏହିଦିନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ, କ୍ୟାବିନେଟରେ ସାମିଲ ହୋଇପାରନ୍ତି ନୂଆ ଚେହେରା

ଝାଡଖଣ୍ଡ,୪।୭: ପୁଣି ମଇଦାନକୁ ଫେରିଛନ୍ତି ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଏହାପରେ ଆସନ୍ତା ଜୁଲାଇ ୭ରେ ସେ ଶପଥ ଗ୍ରହଣ କରିବେ। ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା…

‘ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ’

ଭୁବନେଶ୍ୱର,୪ା୭: ଲୋକସେବା ଭବନରେ ବିଧିବଦ୍ଧ ଭାବରେ ଗୁରୁବାର କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ସମୟରେ ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ୱ…

ପୋଖରୀରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ଗୁରୁବାର ଭୋରରୁ ପୋଖରୀରେ ବୁଡ଼ି ଜଣେ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ…

ଆଜିଠୁ ଲୋକସେବା ଭବନରେ ବସିବେ ମୁଖ୍ୟମନ୍ତ୍ରୀ ମୋହନ

ଭୁବନେଶ୍ୱର,୪।୭: ଲୋକସେବା ଭବନରେ ଆଜି ପ୍ରଥମ ଥର ପାଇଁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ପୂଜାର୍ଚ୍ଚନା ପରେ ମୁଣ୍ଡିଆ ମାରି ସେ ଲୋକସେବା ଭବନରେ…

ଭୋଲେ ବାବା କ’ଣ ଖାଆନ୍ତି, କ’ଣ ତାଙ୍କର ରହିଛି ଚମତ୍କାରିତା ଗୋଟି ଗୋଟି କରି କହିଲେ ଏହି ସେବକ, ଜାଣିଲେ…

ହାଥରସ୍‌,୪ା୭: ଉତ୍ତରପ୍ରଦେଶର ହାଥରସ୍‌ରେ ଏକ ସତ୍‌ସଙ୍ଗରେ ହୋଇଥିବା ଦଳାଚକଟାରେ ୧୨୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ପରେ ବାବା ନାରାୟଣ ସାକାର ହରି ଛଦ୍ମନାମ ଭୋଲେ ବାବା…

ଟିମ୍‌ ଇଣ୍ଡିଆକୁ ମିଳିଲା ବଡ଼ ସରପ୍ରାଇଜ୍‌: ଖୁସିରେ ଗଦ୍‌ଗଦ୍‌ ହେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୪।୭: ଭାରତୀୟ କ୍ରିକେଟ ଦଳ ଟି-୨୦ ବିଶ୍ୱକପ ଜିତିବା ପରେ ଗୁରୁବାର ବାର୍ବାଡୋସ୍‌ରୁ ଦିଲ୍ଲୀ ଫେରିଥିଲେ। ଘରକୁ ଫେରିବା ପରେ ଟିମ ଇଣ୍ଡିଆ ନିଜେ ବିମାନବନ୍ଦରରେ ସୱାଗତ…

ଚାଇନା ବୈଦେଶିକ ମନ୍ତ୍ରୀଙ୍କୁ ଭେଟିଲେ ଏସ୍‌.ଜୟଶଙ୍କର,ବିଭିନ୍ନ ପ୍ରସଙ୍ଗ ଉପରେ କଲେ ଆଲୋଚନା

ବେଜିଂ/ନୂଆଦିଲ୍ଲୀ,୪ା୭: ଚାଇନା ବୈଦେଶିକ ମନ୍ତ୍ରୀ ଓ୍ବାଙ୍ଗ୍‌ ୟିଙ୍କୁ ଗୁରୁବାର ଭେଟିଛନ୍ତି ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର। ଏହି ସାକ୍ଷାତ ସମୟରେ ଜୟଶଙ୍କର ବିଭିନ୍ନ ପ୍ରସଙ୍ଗ…

ଭାଜପାକୁ ବଡ଼ ଝଟ୍‌କା, ଇସ୍ତଫା ଦେଲେ କ୍ୟାବିନେଟ ମନ୍ତ୍ରୀ

ଜୟପୁର,୪।୭: ରାଜସ୍ଥାନ ରାଜନୀତିରେ ବଡ଼ ହଲଚଲ। ଗୁରୁବାର ସକାଳୁ ସକାଳୁ ରାଜସ୍ଥାନ ଭାଜପାରୁ ଇସ୍ତଫା ଦେଇଛନ୍ତି ଜଣେ କ୍ୟାବିନେଟ ମନ୍ତ୍ରୀ। ଭଜନଲାଲ ସରକାରର କ୍ୟାବିନେଟ ମନ୍ତ୍ରୀ କିରୋଡିଲାଲ…

କୋହଲିଙ୍କୁ ପରଷା ଯିବ ପସନ୍ଦର ଖାଦ୍ୟ, ମେନ୍ୟୁରେ ରହିଛି ଏହିସବୁ ଖାଦ୍ୟ

ନୂଆଦିଲ୍ଲୀ,୪।୭: ଟିମ ଇଣ୍ଡିଆ ଟି-୨୦ ବିଶ୍ୱକପ ଜିତିବା ପରେ ଗୁରୁବାର ଭାରତ ଫେରିଛି। ଏଠାରୁ ରୋହିତ ବ୍ରିଗେଡ ଆଇଟିସି ମୌର୍ଯ୍ୟ (ITC Maurya) ହୋଟେଲରେ ପହଞ୍ଚିଥିଲେ। ଟିମ…