କର୍‌କରେଙ୍କ ହତ୍ୟାକାରୀ ଆର୍‌ଏସ୍‌ଏସ୍‌ ସହ ଜଡ଼ିତ: କଂଗ୍ରେସ ନେତାଙ୍କ ଦାବିକୁ ନେଇ ବିବାଦ

ମୁମ୍ବାଇ,୬ା୫:୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ବେଳେ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌ (ଏଟିଏସ୍‌)ର ତତ୍କାଳୀନ ମୁଖ୍ୟ ହେମନ୍ତ କର୍‌କରେଙ୍କୁ ଆତଙ୍କବାଦୀ ଅଜମଲ କସବ ହତ୍ୟା କରି ନ ଥିଲେ,…

ଧାନ କୁଇଣ୍ଟାଲ ୩୫୦୦, କୃଷକଙ୍କୁ ୫୦୦୦ ଟଙ୍କା ଭତ୍ତା ଦିଅ, ନବ ନିର୍ମାଣ କୃଷକ ସଙ୍ଗଠନର ଦାବି

ତିର୍ତ୍ତୋଲ, ୬।୫ (ଗୌରାଙ୍ଗ ଚରଣ ସ୍ବାଇଁ): ତିର୍ତ୍ତୋଲ ସରଣୀ ଛକ ନିକଟ ଆନନ୍ଦ ମଣ୍ଡପ ପରିସରରେ ରବିବାର ନବ ନିର୍ମାଣ କୃଷକ ସଙ୍ଗଠନର ଏକ ବୈଠକ ଅନୁଷ୍ଠିତ…

୪୫ ଡିଗ୍ରୀ ସହ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର, ୬।୫(ଅସମାପିକା ସାହୁ):ରାଜ୍ୟରେ ଗତ ଏପ୍ରିଲ ୧୫ରୁ ୨୧ଦିନ ଧରି ଲଗାତର ଭାବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ରବିବାର ବଲାଙ୍ଗୀର, ନୟାଗଡ଼, ନୂଆପଡ଼ା, ଗଞ୍ଜାମ, ମୟୂରଭଞ୍ଜ,…

ନିର୍ବାଚନୀ ବଣ୍ଡ୍‌ ସ୍କାମ୍‌ ଦେଶର ସବୁଠାରୁ ବଡ଼ ଦୁର୍ନୀତି : ପ୍ରଶାନ୍ତ ଭୂଷଣ

ଭୁବନେଶ୍ୱର,୬।୫(ଅସମାପିକା ସାହୁ):ଓଡ଼ିଶା ସୂଚନା ଅଧିକାର ଅଭିଯାନ(ଓସା) ପକ୍ଷରୁ ରବିବାର ଭାରତୀୟ ବିଦ୍ୟାଭବନଠାରେ ‘ସମ୍ବିଧାନ ପ୍ରଦତ୍ତ ସୂଚନା ଅଧିକାର ଓ ନିର୍ବାଚନୀ ବଣ୍ଡ୍‌’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି।…

ଉଚ୍ଚତର ଶିକ୍ଷା,ଗବେଷଣାକୁ ୟୁଜିସିର ପ୍ରାଧାନ୍ୟ

ଭୁବନେଶ୍ୱର,୬।୫: ରାଜ୍ୟରେ ଉଚ୍ଚତର ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଉତ୍କର୍ଷ ହାସଲ ଲାଗି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପ୍ରାଧାନ୍ୟ ଦେଉଛି, ଏଥିପାଇଁ ପର୍ଯ୍ୟାପ୍ତ ଆର୍ଥିକ ଅନୁଦାନ…

ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ ହେବେ କିଏ: ଜୟଶଙ୍କର କହିଲେ ଏମିତି କଥା…

ସମ୍ବଲପୁର, ୬ା୫(ଭବାନୀ ଶଙ୍କର ଭୋଇ):ଭାଷା ସାହିତ୍ୟ, ସଂସ୍କୃତି, ଇତିହାସ ସହ ଓଡ଼ିଆ ଅସ୍ମିତାକୁ ନେଇ ଓଡ଼ିଶାର ପରିଚୟ। ପ୍ରାକୃତିକ ସମ୍ବଳରେ ଭରା ଏକ ସମୃଦ୍ଧ ରାଜ୍ୟରେ ଜଣେ…

ଆଇଡିବିଆଇର ୪ର୍ଥ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୬।୫: ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥିକ ବର୍ଷର…

କଟକରେ ଅରୁନ୍ଧତୀ ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟଲେଟ: ଉଦଘାଟନ କରିବେ ରବିନା ଟଣ୍ଡନ, ଅର୍ଚ୍ଚିତା

ଭୁବନେଶ୍ୱର,୬।୫( (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅରୁନ୍ଧତୀ ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟଲେଟ କଟକର କ୍ୟାଣ୍ଟନମେଣ୍ଟ ଛକଠାରେ ଖୋଲିବାକୁ ଯାଉଛି। ଏପରିକି ଆଜି (ସୋମବାର)…

ନିର୍ବାଚନ ପରେ ବିରୋଧୀଙ୍କ ଦେଖାପାଇବେନି

ସୋନପୁର/ବିନିକା/ଉଲୁଣ୍ଡା/ଅମରପାଲି,୬।୫(ମୃତ୍ୟୁଞ୍ଜୟ ତପଥୀ/ରାମଗୋପାଳ ବାଘ/ଉରୁକ୍ରମ ପାଣ୍ଡିଆ/ପୀତାମ୍ବର ସାହୁ):ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ରବିବାର ସୁବର୍ଣ୍ଣପୁର ଜିଲା ସୋନପୁର ନିର୍ବାଚନମଣ୍ଡଳୀର ସିଆଲି ଓ ବୀରମହାରାଜପୁର ନିର୍ବାଚନମଣ୍ଡଳୀର କଇରାଝୁଲିରେ ନିର୍ବାଚନୀ ପ୍ରଚାର…

ଏପ୍ରିଲ୍‌ରେ ୫,୪୧,୯୪୬ ୟୁନିଟ ଗାଡ଼ି ବିକ୍ରି

ଭୁବନେଶ୍ୱର,୬।୫: ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ର ମାସିକ ଗାଡି ବିକ୍ରି ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ଚଳିତ ଆର୍ଥିକ ବର୍ଷ…