ଘରୁ ମତଦାନ କରିବେ ବରିଷ୍ଠ ମତଦାତା

ଭୁବନେଶ୍ୱର,୫ା୫(ଅନିଲ ଦାସ): ପ୍ରତିଟି ଭୋଟ ମୂଲ୍ୟବାନ। ଭାରତୀୟ ଗଣତନ୍ତ୍ରକୁ ପରିପୁଷ୍ଟ କରିବାରେ ପ୍ରତି ଭୋଟରଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ଯେଉଁ ମତଦାତାମାନେ ମତଦାନ କେନ୍ଦ୍ରକୁ ଆସିବାରେ…

‘ସର୍ଭେ ନାମରେ ହିତାଧିକାରୀ ଆଧାରିତ ଯୋଜନା ବନ୍ଦ କର’

ଭୁବନେଶ୍ୱର,୫ା୫(ଅନିଲ ଦାସ): ଚଳିତ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪କୁ ମୁକ୍ତ, ଅବାଧ, ନିରପେକ୍ଷ ଓ ସ୍ବଚ୍ଛ କରିବା ପାଇଁ ଭାରତ ନିର୍ବାଚନ କମିଶନ ଆଦର୍ଶ ଆଚରଣ ବିଧିର ଅନୁପାଳନ…

ବ୍ରାଜିଲରେ ଭୟଙ୍କର ବନ୍ୟା, ୫୬ ମୃତ

ବ୍ରାଜିଲ,୫।୫: ତାଣ୍ଡବ ରଚିଲା ପ୍ରକୃତି। ବ୍ରାଜିଲରେ ଦେଖାଯାଇଛି ଭୟଙ୍କର ବନ୍ୟା । ଦକ୍ଷିଣ ଆଫ୍ରିକାରେ ପ୍ରବଳ ବର୍ଷା କାରଣରୁ ଭୟଙ୍କର ବନ୍ୟା ସୃଷ୍ଟି ହୋଇଛି । ଏପର୍ଯ୍ୟନ୍ତ…

ବଲିଉଡ୍‌ ପ୍ରଭାବରେ ଦେଶର ନିର୍ବାଚନ

ନୂଆଦିଲ୍ଲୀ,୫ା୫: ଭାରତୀୟ ହିନ୍ଦୀ ସିନେମା ଶିଳ୍ପ ନିକଟ ଅତୀତରେ ଅନେକ ଚଳଚ୍ଚିତ୍ର ନିର୍ମାଣ କରିଛି, ଯେଉଁଥିରେ ନିର୍ବାଚନକୁ ପ୍ରଭାବିତ କଲା ଭଳି ଜାତୀୟତାବାଦ, ଇସ୍‌ଲାମ ବିରୋଧୀ ଚିନ୍ତାଧାରା…

ହାତ ମିଶାଇଲେ ସୌମ୍ୟ-ଅନୁଭବ, ଖଣ୍ଡପଡ଼ାରେ ହେବ ବଡ଼ ଲଢେଇ

ବ୍ରହ୍ମପୁର,୫।୫: ଖଣ୍ଡପଡ଼ାରେ ରୋଚକ ହେଉଛି ବିଧାନସଭା ଲଢେଇ। ହାତ ମିଶାଇଛନ୍ତି ବିଜେଡିରୁ ନିଲମ୍ବିତ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଏବଂ ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ। ଜଣେ…

୧୭ ରୋଗୀଙ୍କୁ ମାରିଥିବା ନର୍ସଙ୍କୁ ୭୦୦ ବର୍ଷ ଜେଲ

ଓ୍ବାଶିଂଟନ,୫ା୫: ୧୭ ଜଣ ରୋଗୀଙ୍କୁ ମାରିଥିବା ଆମେରିକା ପେନ୍‌ସିଲଭାନିଆର ଜଣେ ନର୍ସଙ୍କୁ ଶନିବାର ୩୮୦ରୁ ୭୦୦ ବର୍ଷ ଜେଲଦଣ୍ଡ ହୋଇଛି। ହିଥର ପ୍ରେସ୍‌ଦି (୪୧) ନାମ୍ନୀ ଏହି…

ଆଜି ବିଶ୍ୱ ହସ ଦିବସ

ଶିଶୁଟିର କଅଁଳ ମୁହଁର ହସ କେବଳ ମା’ବାପାଙ୍କୁ ନୁହେଁ, ସମସ୍ତଙ୍କୁ ଖୁସି ଦିଏ। ହେଲେ ସେହି ଶିଶୁ ବଡ଼ ହେଲେ ତା’ ମୁହଁରୁ ହସ ଉଭେଇ ଯାଏ।…

କୁକୁଡ଼ାଫାର୍ମ ଗନ୍ଧରେ ଅତିଷ୍ଠ ବସ୍ତିବାସିନ୍ଦା

ରାଉରକେଲା,୫ା୫(ବିପ୍ଲବ ରଞ୍ଜନ ଦାଶ)ରାଉରକେଲା ମହାନଗର ନିଗମ ଓ୍ବାର୍ଡ ନଂ. ୪ରେ ଥିବା ପ୍ରଧାନପାଲି ବସ୍ତି ନିକଟରେ କୁକୁଡ଼ାଫାର୍ମ ରହିଛି। ଫଳରେ ବସ୍ତି ପରିବେଶ ପ୍ରଦୂଷିତ ହେଉଥିବା ବସ୍ତିବାସିନ୍ଦା…

ସ୍ତ୍ରୀଙ୍କ ସହ ଅପ୍ରାକୃତ ଯୌନ ସମ୍ପର୍କ ବଳାତ୍କାର ନୁହେଁ: ହାଇକୋର୍ଟ

ନୂଆଦିଲ୍ଲୀ,୫ା୫: ସ୍ତ୍ରୀଙ୍କ ସହ ଅପ୍ରାକୃତ ଯୌନ ସମ୍ପର୍କକୁ ବଳାତ୍କାର କୁହାଯାଇପାରିବ ନାହିଁ ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ ଏକ ରାୟରେ କହିଛନ୍ତି। ଏପରିକି ସ୍ତ୍ରୀଙ୍କର ସହମତି ନ ଥିଲେ…

୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି କର୍ମୀଙ୍କ…