ସପ୍ତାହକ ମଧ୍ୟରେ ଇରାନରେ ପୁଣି ହେବ ରାଷ୍ଟ୍ରପତି ନିର୍ବାଚନ

ତେହରାନ,୨୯ା୬: ସପ୍ତାହକ ମଧ୍ୟରେ ପୁନର୍ବାର ଇରାନରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଲୋକମାନେ ଜୁଲାଇ ୫ରେ ପୁଣି ଭୋଟ୍‌ ଦେବେ। ଶୁକ୍ରବାର ଇରାନରେ ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ…

T20 World Cup: ଫାଇନାଲରେ ଟସ୍ ଜିତିଲା ଭାରତ, ପ୍ରଥମେ କରିବ ବ୍ୟାଟିଂ

ନୂଆଦିଲ୍ଲୀ,୨୯।୬: ଟି୨୦ ବିଶ୍ୱକପ ଫାଇନାଲ୍ ମ୍ୟାଚରେ ଭାରତ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଏହି ମ୍ୟାଚ୍ କିସିଙ୍ଗଟନ ଓଭାଲ ଗ୍ରାଉଣ୍ଡରେ ଖେଳାଯିବ। ଭାରତର ଅଧିନାୟକ…

ସବୁ ଧାନ ମଣ୍ଡିରେ ଲାଗିବ ସିସିଟିଭି କ୍ୟାମେରା: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୯।୬: ଓଡ଼ିଶାର ସମସ୍ତ ମଣ୍ଡିରେ ସିସିଟିଭି କ୍ୟାମେରା ଲଗାଯିବ ବୋଲି ଖାଦ୍ୟ ଯୋଗାଣ ତଥା ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପତ୍ର ସୂଚନା ଦେଇଛନ୍ତି। ସେହିପରି…

ହନି ଟ୍ରାପ୍‌ରେ ଫସାଇ ଲୁଟୁଛନ୍ତି ରେଷ୍ଟୁରାଣ୍ଟ; ସ୍ନାକ୍ସ, କେକ୍‌, ଥଣ୍ଡା ପିଇ ଯୁବକ ଗଣିଲେ ୧.୨ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୨୯।୬: ହନି ଟ୍ରାପ୍‌ରେ ପଡ଼ି କାଙ୍ଗାଳ ହେଲେ ଯୁବକ। ଡେଟିଂ ଆପ୍‌ରେ ସୁନ୍ଦରୀ ଯୁବତୀଙ୍କୁ ପସନ୍ଦ କରି ଠକାମିର ଶିକାର ହେଲେ ସିଭିଲ ସର୍ଭିସ ଆଶାୟୀ। କିଛି…

ଟି-୨୦ ବିଶ୍ୱକପ୍‌ରେ ଜିତିଲେ ମିଳିବ ଏତେ ଟଙ୍କା, ଆଉ ସେଞ୍ଚୁରୀ ମାରିଲେ…

ନୂଆଦିଲ୍ଲୀ,୨୯।୬: ଟି-୨୦ ବିଶ୍ୱକପ (ଭାରତ ବନାମ ଦକ୍ଷିଣ ଆଫ୍ରିକା ଫାଇନାଲ ୨୦୨୪)ର ଅନ୍ତିମ ମ୍ୟାଚରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମୁହାଁମୁହିଁ ହେବାକୁ ଯାଉଛନ୍ତି। ଭାରତୀୟ ଦଳ…

ଏହି ଦିନଠୁ ଅଭିଯୋଗ ଶୁଣିବ ବିଡିଏ

ଭୁବନେଶ୍ୱର,୨୯ା୬: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଜୁଲାଇ ୧ (ସୋମବାର)ଠାରୁ ଅଭିଯୋଗ ଶୁଣାଣି ଆରମ୍ଭ କରିବ। ଏହି ଶୁଣାଣି ପ୍ରତି ସୋମବାର (ସରକାରୀ ଛୁଟି ଦିନବ୍ୟତୀତ) ପୂର୍ବାହ୍ନ…

ଜାଣନ୍ତୁ କାହା ଭୁଲ୍‌ ଯୋଗୁ ମହାକାଶରେ ଫସିଛନ୍ତି ସୁନୀତା, ଫେରିବା ନେଇ କହିଲେ…

ଓ୍ବାଶିଂଟନ,୨୯ା୬: ବୋଇଂର ଷ୍ଟାର୍‌ଲାଇନର ମହାକାଶଯାନରେ ସ୍ପେସ୍ ଷ୍ଟେଶନରେ ପହଞ୍ଚିଥିବା ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହିଳା ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସଙ୍କୁ ହୁଏତ ମହାକାଶରେ ଦୀର୍ଘଦିନ ରହିବାକୁ ପଡ଼ିପାରେ। ପୂର୍ବରୁ…

ଏହିସବୁ ସ୍ଥାନରେ ହେବ ପ୍ରବଳ ବର୍ଷା, ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ, ୨୯।୦୬: ଉତ୍ତର ପ୍ରଦେଶ, ଦିଲ୍ଲୀ ସମେତ ଉତ୍ତର ଭାରତରେ ମୌସୁମୀ ପହଞ୍ଚିଛି । ଏହାର ପ୍ରଭାବରୁ ବିଭିନ୍ନ ରାଜ୍ୟରେ ଏବେ ବର୍ଷା ଜାରି ରହିଛି ।…

ଭାରତ-ଦକ୍ଷିଣ ଆଫ୍ରିକା ମହାମୁକାବିଲା ଟାଇ ହୋଇଗଲେ କିଭଳି ହେବ ବିଜେତା ଚୟନ? ଜାଣନ୍ତୁ ନିୟମ…

ବାର୍ବାଡୋସ୍‌,୨୯।୬: ରୋହିତ ଶର୍ମା ନେତୃତ୍ୱାଧୀନ ଭାରତୀୟ ଟିମ୍‌ ଶନିବାର ଏଠାରେ ଟି୨୦ ବିଶ୍ୱକପ୍‌ ଫାଇନାଲ ଖେଳିବ। ପ୍ରଥମ ଥର ଫାଇନାଲ ଖେଳୁଥିବା ଦକ୍ଷିଣ ଆଫ୍ରିକା ସହ ଦଳ…

ରାଶିଫଳ: ରବିବାର, ଜୁନ୍‌ ୩୦ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅସୁବିଧାର ଆଶଙ୍କା କରି ମନ ଅସ୍ଥିର ରହିବ। ପୂର୍ବ ନିର୍ଦ୍ଧାରିତ ଦୂରଯାତ୍ରାରେ କାର୍ଯ୍ୟସିଦ୍ଧି ଘଟିଲେ ମଧ୍ୟ ପ୍ରତ୍ୟାବର୍ତ୍ତନ ସମୟରେ ମନାନ୍ତର…