ଭୁବନେଶ୍ୱର,୨୦।୩(ଅନୁରାଧା ମହାରଣା): ବିଶ୍ୱର ଅନେକ ଦେଶରେ ଖେଳବ୍ୟବସାୟ ବହୁ ପରିମାଣରେ ରୋଜଗାର ଏବଂ ପୁଞ୍ଜି ସୃଷ୍ଟି ପାଇଁ ବ୍ୟବହୃତ ହୁଏ। କିଛି ବର୍ଷ ପୂର୍ବେ ଚାଇନାରୁ ଆସୁଥିବା…
ନୂଆଦିଲ୍ଲୀ,୨୦।୩: ଆଗାମୀ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ଶରଦ ପାଓ୍ବାରଙ୍କ ଗୋଷ୍ଠୀ ଏହାର ନାମ ‘ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି-ଶରଦଚନ୍ଦ୍ର ପାଓ୍ବାର’ ଏବଂ ଦଳୀୟ ଚିହ୍ନ ‘ତୂରୀ…
ନୂଆଦିଲ୍ଲୀ,୨୦।୩: ଆମେରିକାରେ ପୂର୍ବରୁ ଭାରତର ପୂର୍ବତନ ରାଷ୍ଟ୍ରଦୂତ ଥିବା ତରନଜିତ୍ ସିଂ ସାନ୍ଧୁ ମଙ୍ଗଳବାର ଭାଜପାରେ ଯୋଗଦେଇଛନ୍ତି। ସେ ପଞ୍ଜାବର ଅମୃତସର ଆସନରୁ ଲୋକ ସଭା ପାଇଁ…
ନୂଆଦିଲ୍ଲୀ,୨୦।୩: ବାଂଲାଦେଶ ଏବଂ ପାକିସ୍ତାନ ପରେ ଭାରତ ବିଶ୍ୱର ତୃତୀୟ ସବୁଠୁ ପ୍ରଦୂଷିତ ଦେଶ। ସୁଇସ୍ ବାୟୁ ମାନ ପର୍ଯ୍ୟବେକ୍ଷଣ ସଂସ୍ଥା ଆଇକ୍ୟୁଏୟାର ପକ୍ଷରୁ ପ୍ରକାଶିତ ‘ଓ୍ବାଲର୍ଡ…
ନୂଆଦିଲ୍ଲୀ,୨୦।୩: କଂଗ୍ରେସ କାଯର୍ର୍ୟକାରୀ କମିଟି (ସିଡବ୍ଲ୍ୟୁସି) ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇ ଲୋକ ସଭା ନିର୍ବାଚନ ପାଇଁ ଦଳର ଇସ୍ତାହାର ସମ୍ପର୍କରେ ବ୍ୟାପକ ବିଚାରବିମର୍ଶ କରାଯାଇଥିଲା। ଏଥିରେ…
ପାଲଲହଡ଼ା,୨୦ା୩ (ଦିବ୍ୟଜ୍ୟୋତି ଦାଶ): ଖେଳକୁଦ କରିବା ବୟସରେ ୭ ଜଣ ପିଲା ଦେଖାଇଛନ୍ତି ସାହସିକତା। ସଚେତନ ମଣିଷଙ୍କ ପରି ସେମାନେ ବୁଦ୍ଧି ଖଟାଇ ଜଙ୍ଗଲ ନିଅଁାକୁ କରିଛନ୍ତି…
ଭୁବନେଶ୍ୱର,୨୦ା୩(ଅନିଲ ଦାସ): ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ମଧ୍ୟ ରାଜ୍ୟରେ ବିଜେଡି ଓ ଭାଜପା ମଧ୍ୟରେ ସମ୍ଭାବ୍ୟ ମେଣ୍ଟକୁ ନେଇ ଦ୍ୱନ୍ଦ୍ୱ ଓ କଳ୍ପନାଜଳ୍ପନା…
ଛତ୍ରପୁର,୧୯ା୩(ସନ୍ତୋଷ ପାଢୀ/ଦିଲ୍ଲୀପ ସାମଲ ): ସଡ଼କ ଦୁର୍ଘଟଣାରେ ଆହତ ବ୍ୟକ୍ତିମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲ ପଠାଇଥିବା ନେଇ ଭୂମିକା ଗ୍ରହଣ କରିଥିବା ବ୍ୟକ୍ତିଙ୍କୁ ପ୍ରଶାସନ ପକ୍ଷରୁ…
ନୂଆଦିଲ୍ଲୀ,୧୯।୩: ବର୍ତ୍ତମାନ ସମୟରେ ଲୋକମାନେ ଅନଲାଇନରେ ସବୁକିଛି କିଣିବାକୁ ପସନ୍ଦ କରୁଛନ୍ତି। କାରଣ ଅନ୍ଲାଇନ୍ ଶପିଂ ସେମାନେ ଭଲ ରିହାତି ପାଉଛନ୍ତି। ଦୋକାନରୁ ଦୋକାନକୁ ବୁଲିବାକୁ ପଡ଼ୁନାହିଁ।…